କଂଗ୍ରେସ ସହ ମେଣ୍ଟକୁ ନେଇ ଆସିଲା ବଡ଼ ଖବର, ଏତିକି ସିଟ୍ରେ ଆପ୍ ସହମତ
ଚଣ୍ଡୀଗଡ଼,୮ା୯: ହରିୟାଣାରେ କଂଗ୍ରେସ ଏବଂ ଆମ୍ ଆଦ୍ମୀ ପାର୍ଟି (ଏଏପି) ମଧ୍ୟରେ ମେଣ୍ଟ ସମ୍ପର୍କକୁ ନେଇ ଏକ ବଡ଼ ଖବର ଆସିଛି। ସୂଚନାନୁସାରେ, ଆପ୍ ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟ ସମ୍ପର୍କରେ ଆଲୋଚନା ଚାଲିଥିବା ଜଣାପଡିଛି। ଆସନ୍ତାକାଲି ସୁଦ୍ଧା ଏହି ମେଣ୍ଟ…
ଅବପାତରେ ପରିଣତ ହେଲା ଲଘୁଚାପ: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୮।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ । ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।…
ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ
ସମ୍ବଲପୁର,୮ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଶୁଭବେଳା ଦେଖି ଏହି…
ସରକାରଙ୍କ ବଡ଼ ଘୋଷଣା: ଏନ୍ଆର୍ସି ନମ୍ବର ନ ଦେଲେ ତିଆରି ହେବନି ଆଧାରକାର୍ଡ, ଏହିଦିନଠାରୁ ହେବ ଲାଗୁ…
ଦିଶପୁର,୮ା୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆଧାରକାର୍ଡ ତିଆରି କରିବାରେ ଆହୁରି କଠୋର ହୋଇଛନ୍ତି। ବର୍ତ୍ତମାନ ଆଧାରକାର୍ଡ ତିଆରି କରିବାକୁ ଆବେଦନକାରୀଙ୍କୁ ଏନ୍ଆର୍ସି…
CM kisan yojana: ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ ସିଏମ କିଷାନ ଟଙ୍କା : ଜାଣନ୍ତୁ କେତେ
ଭୁବନେଶ୍ୱର,୮।୯: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ । ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ…
ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…
ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ ମୂଳରୁ ଦୋହଲି ଯାଇଛି। କହିବାକୁ ଗଲେ ଦଳର ଶୀର୍ଷନେତାଙ୍କ ମଧ୍ୟରେ ଏକ ପ୍ରକାର ଛନକା…
ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ
ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮ ସେପ୍ଟେମ୍ବର)ରେ ଦୁଇ ଦିନିଆ ଗସ୍ତରେ ଆସି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା…
ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…
ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼ ନେତା ଭାଜପାରେ ଯୋଗଦେବେ। ବିଜେଡି ଏବେ ସଙ୍କଟରେ, ଦଳ ରହିବ କି ନାହିଁ ଆଗକୁ…
ବଡ଼ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଅମର ଶତପଥୀ, କିଏ ଆଉ ଦଳ ଛାଡ଼ିବେ…
ଭୁବନେଶ୍ୱର,୭।୯: ଏମ୍ପିମାନେ ଦଳ ଛାଡିଲେ ବଡ ପ୍ରଭାବ ପଡ଼ିବ । ଏହା କହିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ । ଏଭଳି ବଡ ବୟାନ । ଦେଇ ସେ କହିଛନ୍ତି, ମୋ ପାଖେ ତଥ୍ୟ ନାହିଁ, କିଏ ଆଉ ଦଳ…
୩ ଡାକ୍ତର ନିଲମ୍ବିତ, ସନ୍ଦୀପ ଘୋଷଙ୍କୁ କାରଣ ଦର୍ଶାଅ ନୋଟିସ୍
କୋଲକାତା,୭ା୯: ଆର୍.ଜି କର ମେଡିକାଲ ମାମଲାରେ ପଶ୍ଚିମବଙ୍ଗ ମେଡିକାଲ କାଉନସିଲ (ଡବ୍ଲ୍ୟୁବିଏମ୍ସି) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଡବ୍ଲ୍ୟୁବିଏମ୍ସି ତିନି ଜଣ ଡାକ୍ତରଙ୍କୁ ନିଲମ୍ବନ କରିଛି। ନିଲମ୍ବିତ ହୋଇଥିବା ଡାକ୍ତରଙ୍କ ମଧ୍ୟରେ ଅଭିକ ଦେ, ବିରୂପାକ୍ଷ ବିଶ୍ୱାସ ଏବଂ…
ପାକିସ୍ତାନକୁ ଚେତାବନୀ ଦେଲେ ଅମିତ ଶାହା: ଶାନ୍ତି ନ ଆସିବା ପର୍ଯ୍ୟନ୍ତ….
ନୂଆଦିଲ୍ଲୀ,୭।୯: ପଡୋଶୀ ଦେଶ ପାକିସ୍ତାନ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି, ଉପତ୍ୟକାରେ ଶାନ୍ତି ନ ଆସିବା ପର୍ଯ୍ୟନ୍ତ ପାକିସ୍ତାନ ସହ କୌଣସି ଆଲୋଚନା ହେବ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ହରିୟାଣାରେ ଭାଙ୍ଗିପାରେ କଂଗ୍ରେସ ମେଣ୍ଟ, ଏକା ଚାଲିବ ଆପ୍
ଚଣ୍ଡୀଗଡ଼,୭ା୯: ହରିୟାଣା ବିଧାନସଭା ନିର୍ବାଚନରେ ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯୋଜନା କରୁଛି ଆପ୍। ରବିବାର ଦଳ ଏହାର ପ୍ରଥମ ତାଲିକା ପ୍ରକାଶ କରିପାରେ। ଆମ ଆଦ୍ମୀ ପାର୍ଟି(ଆପ୍) ୫୦ଟି ଆସନରେ ନିର୍ବାଚନ ଲଢ଼ିପାରିବ। ଏହାପୂର୍ବରୁ ସିଟ୍ ବାଣ୍ଟିବା ନେଇ କଂଗ୍ରେସ ଏବଂ…
Archives


