ହରିୟାଣାରେ ଭାଙ୍ଗିପାରେ କଂଗ୍ରେସ ମେଣ୍ଟ, ଏକା ଚାଲିବ ଆପ୍
ଚଣ୍ଡୀଗଡ଼,୭ା୯: ହରିୟାଣା ବିଧାନସଭା ନିର୍ବାଚନରେ ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯୋଜନା କରୁଛି ଆପ୍। ରବିବାର ଦଳ ଏହାର ପ୍ରଥମ ତାଲିକା ପ୍ରକାଶ କରିପାରେ। ଆମ ଆଦ୍ମୀ ପାର୍ଟି(ଆପ୍) ୫୦ଟି ଆସନରେ ନିର୍ବାଚନ ଲଢ଼ିପାରିବ। ଏହାପୂର୍ବରୁ ସିଟ୍ ବାଣ୍ଟିବା ନେଇ କଂଗ୍ରେସ ଏବଂ…
ମୋଦିଙ୍କ ଚାପର ପ୍ରଭାବ, ରୁଷିଆରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ନେଇ ବାଜିଲା ମୋହର
ମସ୍କୋ/ନୂଆଦିଲ୍ଲୀ,୭ା୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଭାରତୀୟ ନାଗରିକମାନେ ମଧ୍ୟ ଆଗ ଧାଡ଼ିରେ ଲଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ସଂଗ୍ରାମରେ ଏପର୍ଯ୍ୟନ୍ତ ଅନେକ ଭାରତୀୟ ପ୍ରାଣ ହରାଇଛନ୍ତି। ଏହି ସମୟରେ ଯେଉଁମାନେ ରୁଷିଆ ସେନାରେ ନିଯୁକ୍ତ ହୋଇଥିଲେ ଏବଂ…
ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ ଆଗାମୀ ଦିନରେ ଲକ୍ଷପତି ଦିଦିରେ…
ଭୁବନେଶ୍ୱର,୭ା୯: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା…
ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ
ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ…
‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୯: ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ।…
ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, କହିଲେ ଧୈର୍ଯ୍ୟ ରଖନ୍ତୁ, ସମସ୍ତଙ୍କୁ…
ଭୁବନେଶ୍ୱର,୭ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍ଶୀଘ୍ର…
ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍କ୍ରାଫ୍ଟ ଫେରିଲା, ଏହି ସମୟର ଭିଡିଓ ଦେଖିଲେ…
ଓ୍ବାଶିଂଟନ,୭ା୯: ନାସା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଏବଂ ବୁଚ୍ ଓ୍ବିଲ୍ମୋରଙ୍କୁ ମହାକାଶକୁ ନେଇଥିବା ମହାକାଶଯାନ ପୃଥିବୀକୁ ଫେରିଛି। ଜୁନ୍ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍ଲାଇନର ମହାକାଶଯାନ ସୁନୀତା ଏବଂ ବୁଚ୍ଙ୍କୁ ମହାକାଶକୁ ନେଇଥିଲା। ଏହା ପରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟ…
ଆସନ୍ତା ୯ରେ ବନ୍ଦ ରହିବ ସବୁ ବ୍ୟାଙ୍କ: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୭।୯: ଆସନ୍ତା ୯ ତାରିଖ ଅର୍ଥାତ୍ ସୋମବାର ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ପଶ୍ଚିମ ଓଡ଼ିଶା ଗଣପର୍ବ ନୂଆଁଖାଇ ପାଳନ ପାଇଁ ରାଜ୍ୟ ସରକାର ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି। ସୋମବାର ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ…
ବଜାରରେ ନିଶାନ୍ର ଅଲ୍ ନ୍ୟୁ ଏକ୍ସ-ଟ୍ରେଲ୍
ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍ ନ୍ୟୁ ଏକ୍ସ-ଟ୍ରେଲ୍ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀର କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜାହ୍ନବୀ ନିଶାନ (ଜାହ୍ନବୀ ଅଟୋମୋଇଲ୍ସ ପ୍ରାଇଭେଟ୍…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ସହରର ଗରିବଙ୍କୁ ମିଳିବ…
ଭୁବନେଶ୍ୱର, ୭।୯(ସୁନିତ୍ ମିଶ୍ର): ରାଜ୍ୟର ପ୍ରତ୍ୟେକ ସହରକୁ ବିକଶିତ ସହରରେ ପରିଣତ କରିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଲକ୍ଷ୍ୟ। ଓଡ଼ିଶାର ୧୧୫ଟି ପୌରସଂସ୍ଥାରେ ଆମ ଜନସଂଖ୍ୟାର ୨୦ ପ୍ରତିଶତ ଲୋକ ବାସ କରୁଛନ୍ତି। ଆମ ସହର…
କାନ୍ତ କବିଙ୍କୁ କଣ୍ଠ କବି ପଢ଼ିଥିବା ମଞ୍ଚ ପରିଚାଳିକାଙ୍କୁ ୩ ଦିନରେ ମିଳିଥିଲା ଏତିକି ଟଙ୍କା
ଭୁବନେଶ୍ୱର,୬।୯: ଚଳିତ ବର୍ଷ ଫେବୃଆରୀ ମାସରେ ରାଜ୍ୟ ସରକାର ଓଡ଼ିଆ ଭାଷାର ପ୍ରଚାର ପ୍ରସାର ନିମନ୍ତେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରିଥିଲେ। ଏହି କାର୍ଯ୍ୟକ୍ରମର ଆରମ୍ଭରେ ମଞ୍ଚ ପରିଚାଳନା କରୁଥିବା ପରିଚାଳିକା ସଂହିତା ପାଣି କାନ୍ତ କବି ଲକ୍ଷ୍ମୀକାନ୍ତ…
ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା: ୨୧ଟି ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୬।୯: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ ହୋଇ…
Archives


