Home Middle

କିଭ୍‌ ସ୍ଥାୟୀ ଶାନ୍ତି ଚାହେଁ: ଜେଲେନ୍‌ସ୍କି

କିଭ୍‌,୯ା୧୨: ରୁଷିଆ ସହ ପାଖାପାଖି ୩ ବର୍ଷ ହେଲା ଲାଗିଥିବା ଯୁଦ୍ଧରେ ୟୁକ୍ରେନ୍‌ର ୪୩,୦୦୦ ସୈନ୍ୟ ନିହତ ହେଲେଣି। ରୁଷିଆ ନିକଟ ଭବିଷ୍ୟତରେ ଧ୍ୱଂସ ହେବାର ନାହିଁ। ସେଥିପାଇଁ କିଭ୍‌ ସ୍ଥାୟୀ ଶାନ୍ତି ଚାହେଁ ବୋଲି ରବିବାର ପ୍ୟାରିସ୍‌ରେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି…

କୃଷକଙ୍କ ‘ଦିଲ୍ଲୀ ଚଲୋ’ ସ୍ଥଗିତ

ଶମ୍ଭୁ,୯ା୧୨: ହରିୟାଣା ପୋଲିସ୍‌ର ଲୁହବୁହା ଗ୍ୟାସ୍‌ ପ୍ରୟୋଗ ଯୋଗୁ ଆନ୍ଦୋଳନରତ ୮ ଜଣ ଚାଷୀ ଆହତ ହେବା ପରେ ରବିବାର ଅପରାହ୍ନରେ କୃଷକ ସଂଗଠନ ‘ଦିଲ୍ଲୀ ଚଲୋ’ ପଦଯାତ୍ରାକୁ ଦିନକ ପାଇଁ ସ୍ଥଗିତ ରଖିଛି। ୮ ଜଣ କୃଷକ ଆହତ ହେବା ସହ…

ଆଶା ଆଶଙ୍କାରେ ସିରିଆ

ଡମାସ୍‌କସ୍‌,୯ା୧୨: ମାତ୍ର ୩ ଦିନ ଭିତରେ ସିରିଆର ବିଦ୍ରୋହୀ ଫାଇଟର୍ସ ଗୋଟିଏ ପରେ ଗୋଟିଏ ସହର ଦଖଲ କରି ବଶର ଅଲ୍‌-ଅସାଦ୍‌ ସାମ୍ରାଜ୍ୟର ପତନ ଘଟାଇବାରେ ସଫଳ ହେଲେ। ଏହାର ଶ୍ରେୟ ସିରିଆର ସବୁଠୁ ଶକ୍ତିଶାଳୀ ସଶସ୍ତ୍ର ବିରୋଧୀ ହୟାତ୍‌ ତହରିର ଅଲ୍‌-ଶାମ…

ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ

ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ…

ସରକାରୀ ଚାକିରି ପ୍ରତିଶ୍ରୁତି ଦେଇ ଆଶାୟୀଙ୍କୁ ୧୦ ଲକ୍ଷ ଟଙ୍କା ଠକେଇ, ଦୁଇ ଭାଇ ଗିରଫ

କଟକ, ୮।୧୨: ଚାକିରି ଠକେଇ ମାମଲାରେ ରବିବାର କଟକରୁ ୨ ଜଣଙ୍କୁ ଗିରଫ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗରେ ଚାକିରି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ ଅଭିଯୋଗରେ ଦୁଇ ଭାଇଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ଭାଇ…

ୱାଲମାର୍ଟ ସାଇଟରେ ଗଣେଶ ପ୍ରିଣ୍ଟେଡ ସ୍ଲିପର, ଅନ୍ତଃବସ୍ତ୍ର ବିକ୍ରୀକୁ ନେଇ ବିବାଦ; ଫଟୋ ଭାଇରାଲ୍

ନୂଆଦିଲ୍ଲୀ, ୮।୧୨: ଆମେରିକାରେ ଇ-କମର୍ସ କମ୍ପାନୀ ୱାଲମାର୍ଟ ହିନ୍ଦୁ ସମ୍ପ୍ରଦାୟ ଆକ୍ରୋଶର ଶିକାର ହୋଇଛି। କମ୍ପାନୀ ସାଇଟରେ ଗଣେଶ ପ୍ରିଣ୍ଟେଡ ସ୍ଲିପର, ଅନ୍ତଃବସ୍ତ୍ର ବିକ୍ରି ପାଇଁ ଲାଗିବାରୁ ହିନ୍ଦୁ ସମ୍ପ୍ରଦାୟ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ରିପୋର୍ଟ ଅନୁଯାୟୀ ସ୍ଲିପର, ଅନ୍ତଃବସ୍ତ୍ର,…

ଜମି ବିବାଦରୁ ଗଡିଲା ମୁଣ୍ଡ: ଆଳୁ କିଆରୀରେ ପୁଅ ଆଗରେ ବାପାକୁ ହତ୍ୟା

ଢେଙ୍କାନାଳ,୮।୧୨: ଢେଙ୍କାନାଳ ଜିଲାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ଆଖି ଆଗରେ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜିଲା ସଦର ପୋଲିସ ଅନ୍ତର୍ଗତ କୃଷ୍ଣପ୍ରସାଦ ଗ୍ରାମରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣକ କୃଷ୍ଣପ୍ରସାଦର ଚତୁର୍ଭୁଜ…

ଦାମୀ କାରରୁ ଟଙ୍କା ମିଳିବା ଘଟଣା: ପିଏସୟୁ ଅଧିକାରୀ, କଣ୍ଟ୍ରାକ୍ଟରଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୮।୧୨: ଶନିବାର ଭୁବନେଶ୍ୱରରେ ଏକ ବିଳାସପୂର୍ଣ୍ଣ ଗାଡିରୁ ନଗଦ ଟଙ୍କା ଜବତ ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ତିନି ଜଣଙ୍କୁ ଗିରଫ କରିଛି। ସିବିଆଇ ଅଧିକାରୀମାନେ ବିଳାସପୂର୍ଣ୍ଣ (ମର୍ସିଡିଜ୍) ଓଡି-୦୫-ବିଭି-୯୯୯୯ ଗାଡିରୁ ପ୍ରାୟ ୧୦ ଲକ୍ଷ ଟଙ୍କା ଜବତ…

୨କୋଟିର ବ୍ରାଉନ୍‌ସୁଗାର ଜବତ: ବଡ଼ଭାଇ ଗିରଫ, ସାନଭାଇ ଚମ୍ପଟ

ବାଲେଶ୍ୱର,୮।୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍‌ଙ୍କୁ ଗିରଫ କରାଯାଇଥିବା ବେଳେ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ IPS ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୮।୧୨: କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି। ଏବେ ଗୃହ ବିଭାଗର ଓଏସ୍‌ଡି ଅଛନ୍ତି ଡି.ଏସ୍‌ କୁଟ୍ଟେ।…

ଦେଶ ଛାଡି ପଳାୟନ କରୁଥିଲେ ରାଷ୍ଟ୍ରପତି, ବାଟରେ ବିମାନ ହେଲା କ୍ରାଶ୍‌! ଦେଖନ୍ତୁ ଭୟଙ୍କର ଚିତ୍ର

ଡାମାସକସ୍‌,୮।୧୨: ସିରିଆରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ବଡ ଖବର ସାମ୍ନାକୁ ଆସିଛି। କୁହାଯାଉଛି ଯେ, ସିରିଆ ରାଷ୍ଟ୍ରପତି ବାଶାର ଅଲ-ଅସଦଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନାନୁସାରେ, ତାଙ୍କ ବିମାନ ଆକାଶରେ ୫୦୦ମିଟର ଉଚ୍ଚରୁ ଖସିପଡିଥିଲା। ବିମାନଟି ଦୁର୍ଘଟଣା ପୂର୍ବରୁ ରାଡାରରୁ…

OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ, କାର୍ଯ୍ୟରେ ଯୋଗ ନ ଦେଲେ ନିଲମ୍ବନ

ଭୁବନେଶ୍ୱର,୮।୧୨: OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ । ବଦଳି ହୋଇ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବା ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାରଙ୍କ କଡା ଚେତାବନୀ । ୧୦ ତାରିଖ ସୁଦ୍ଧା ନୂଆ ସ୍ଥାନରେ ଯୋଗ ଦିଅ, ନଚେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri