ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…
ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍ବ ବିମାନ ବାତିଲ କରାଯାଇଛି। ଅନ୍ତର୍ଜାତୀୟ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ଏହି ଉଡ଼ାଣ ବାତିଲ ହୋଇଛି। ବିମାନବନ୍ଦରକୁ ଆସିବାକୁ ଥିବା…
ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ
ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ ଆଉ ସେମାନଙ୍କ ଔଷଧ ପାଇଁ ବିଶ୍ୱର ଯେକୌଣସି ସ୍ଥାନରେ ନିଆଯାଇଥିବା ସର୍ବନିମ୍ନ ମୂଲ୍ୟଠାରୁ ଅଧିକ…
ଇମ୍ରାନଙ୍କ ସହ ସ୍ତ୍ରୀଙ୍କୁ ୧୭ ବର୍ଷ ଜେଲ୍, ଏହି କାରଣ ପାଇଁ କୋର୍ଟ…
ଇସଲାମାବାଦ,୨୦ା୧୨: ତୋଶାଖାନା-୨ ମାମଲାରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପ୍ରତିଷ୍ଠାତା ଇମ୍ରାନ ଖାନ ଏବଂ ତାଙ୍କ ସ୍ତ୍ରୀ ବୁଶ୍ରା ବିବିଙ୍କୁ ୧୭ ବର୍ଷ ଜେଲ୍ଦଣ୍ଡ ଦିଆଯାଇଛି। ଶନିବାର ଏକ ସ୍ବତନ୍ତ୍ର ଫେଡେରାଲ ତଦନ୍ତ ଏଜେନ୍ସି (FIA) କୋର୍ଟ ସେମାନଙ୍କୁ ୧୭…
ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..
ନୂଆଦିଲ୍ଲୀ, ୨୦।୧୨: ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା ଦେଇଥିବା ଜଣାପଡିଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଇଞ୍ଜିନ ଏବଂ ପାଞ୍ଚଟି…
ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି
ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍ସ୍ଥିତ ଇନଭେଷ୍ଟର୍ସ ମିଟ୍ସର ଉଦ୍ଯାପନୀ ଅବସରରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ନିବେଶକ ସମ୍ମିଳନୀ ଏକ ଏଭଳି ପ୍ଲାଟ୍ଫର୍ମ ଯେଉଁଠି…
Operation Hawkeye: ଆମେରିକୀୟ ନାଗରିକଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ, ଏୟାରଷ୍ଟ୍ରାଇକରେ ISIS ଆଡ୍ଡା ଧ୍ବସଂ
ନୂଆଦିଲ୍ଲୀ,୨୦ା୧୨: ଆମେରିକା ପୁଣି ଥରେ ସିରିଆରେ ଇସଲାମିକ୍ ଷ୍ଟେଟ୍ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛି। ପାଲମିରା ଅଞ୍ଚଳରେ ଏକ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ ପରେ, ପେଣ୍ଟାଗନ୍ କଡ଼ା ଜବାବ ଦେବାକୁ ନିଷ୍ପତ୍ତି ନେଇଛି । ଏହି…
ଆହୁରି ୭ଦିନ ପ୍ରବଳ ଶୀତ
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ ସର୍ବନିମ୍ନ ୪.୩ ଡିଗ୍ରୀ ସହ ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି। ସେହିପରି…
ମୋଦିଙ୍କୁ ଏମ୍ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…
ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ ଚାମ୍ବରରେ ଦଳୀୟ ନେତା ଏବଂ ସଂସଦ ସଦସ୍ୟଙ୍କ ସହିତ ଏକ ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ…
ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ
ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ ବିକ୍ରୟ ଦଲିଲ୍ ଆଧାରରେ ଜମିର ମ୍ୟୁଟେସନ୍ (ସ୍ୱତ୍ୱାନ୍ତର)କୁ ଅନୁମୋଦନ କରିବା ପାଇଁ ତହସିଲଦାରମାନଙ୍କୁ କ୍ଷମତା…
ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…
ମସ୍କାଟ୍/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ ପାକିସ୍ତାନୀମାନଙ୍କୁ ସତେ ଯେମିତି ବିରକ୍ତ କରୁଛି। ପାକିସ୍ତାନୀ ବିଶେଷଜ୍ଞ କମର ଚିମା କହିଛନ୍ତି, ପ୍ରଧାନମନ୍ତ୍ରୀ…
ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ
ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ ଦିଆଯାଇ ନଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ମାଧ୍ୟମିକ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ…
ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍ସନ୍
ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା ଏବେ ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି। ଡିସେମ୍ବର ୯ ତାରିଖରେ ଗୃହରେ ପାରିତ ହୋଇଥିବା…
Archives


