Home Middle

ନବୀନ ଓ ପାଣ୍ଡିଆନଙ୍କୁ ମୋହନଙ୍କ କଡ଼ା ଟାର୍ଗେଟ, କହିଲେ…

ଭୁବନେଶ୍ୱର,୩୧।୮: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗୋଟି ଗୋଟି କରି କାଉଣ୍ଟର କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ ଏଥର ନବୀନଙ୍କୁ କହିବା ସହ ପରୋକ୍ଷରେ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାରର ମୁଖ୍ୟମନ୍ତ୍ରୀ ରାଜ୍ୟରେ…

ନବୀନ କରିଥିଲେ ପ୍ରଶ୍ନ, ଚମକାଇଲା ମୁଖ୍ୟମନ୍ତ୍ରୀଙ୍କ ଜବାବ

ଭୁବନେଶ୍ୱର,୩୧।୮: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଇଛନ୍ତି କଡ଼ା ଜବାବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ନେଇ ନବୀନ ପ୍ରଶ୍ନ ଉଠାଇଥିବାବେଳେ ମୋହନଙ୍କ ଜବାବ ସମସ୍ତଙ୍କୁ ତାଜୁବ କରିଦେଇଛି। ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ…

କେବେଠୁ ଏବଂ କେଉଁଠି କରିବେ ସୁଭଦ୍ରା ପଞ୍ଜୀକରଣ, ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୩୧।୮: ସୁଭଦ୍ରା ଯୋଜନାନୁ ନେଇ ଆସିଲା ବଡ଼ ଖବର। ନୂଆ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ପାଇଁ ମହିଳାମାନେ କେବେଠୁ ଓ କେଉଁଠି ପଞ୍ଜୀକରଣ କରିବେ ଏନେଇ ସମସ୍ତ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ପ୍ରଭାତୀ କହିଛନ୍ତି, ଆସନ୍ତ କାଲିଠୁ…

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କଡ଼ା ନିର୍ଦ୍ଦେଶ, ମହିଳାଙ୍କୁ ଅସଦାଚରଣ କଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୮: ମହିଳାଙ୍କ ପ୍ରତି ଅସଦାଚରଣ କି ର୍ଦୁବ୍ୟବହାର କଲେ ହେବ କଡ଼ କାର୍ଯ୍ୟାନୁଷ୍ଠାନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ…

ଲେଡିଜ୍‌ ହଷ୍ଟେଲ ବାଥ୍‌ରୁମ୍‌ରେ ଚୋରା କ୍ୟାମେରା ଲାଗିବା ଘଟଣା: ପୋଲିସ ଦେଲା ଆଶ୍ଚର୍ଯ୍ୟ କଲା ଭଳି ବୟାନ

ହାଇଦ୍ରାବାଦ,୩୧ା୮: ଆନ୍ଧ୍ରପ୍ରଦେଶର କୃଷ୍ଣ ଜିଲାର ଇଞ୍ଜିନିୟରିଂ କଲେଜର ଲେଡିଜ୍‌ ହଷ୍ଟେଲ୍‌ ବାଥ୍‌ରୁମ୍‌ରେ ଚୋରା କ୍ୟାମେରା ଲାଗିବା ଘଟଣାକୁ ନେଇ ଆନ୍ଦୋଳନ ହେଉଛି। ଛାତ୍ରୀଛାତ୍ର କ୍ରମାଗତ ଭାବରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ଏବଂ କୌଣସି ପରିସ୍ଥିତିରେ ଅପରାଧୀଙ୍କୁ ରକ୍ଷା ନ କରିବାକୁ ଦାବି…

ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା…

ମଦ୍ୟପଙ୍କ ପାଇଁ ହେବ ସ୍ବାସ୍ଥ୍ୟବୀମା? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୩୧।୮: ବିଧାନସଭାରେ ବିଧାୟକଙ୍କ ରୋଚକ ପ୍ରଶ୍ନ। ସରକାର ମଦୁଆଙ୍କ ସ୍ବାସ୍ଥ୍ୟବୀମା ପାଇଁ ବ୍ୟବସ୍ଥା କରିବେ କି? ବିଧାନସଭାରେ ଏପରି ପ୍ରଶ୍ନ ପଚାରିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ। ଶନିବାର ଗୃହରେ ବିଜେଡି ବିଧାୟକ ସରକାରଙ୍କୁ ଏପରି ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି,…

ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି, କାହିଁକି ଏପରି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୮: ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି ବୋଲି ଶନିବାର ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପ୍ରଶ୍ନ କରିଛନ୍ତି ଯେ, ସମସ୍ତ ଆଧୁନିକୀକରଣ ଲୋକଙ୍କ ନିକଟରେ ପହଞ୍ଚିଛି କି?…

କୋଲକାତା ବଳାତ୍କାର ଘଟଣାରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି, ଜଣାପଡିଲା ସେ…

କୋଲକାତା,୩୧।୮: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପ୍ରତିଦିନ କିଛି ନା କିଛି ନୂଆ ଖୁଲାସା ହେଉଛି। ବର୍ତ୍ତମାନ ଏପରି ଘଟଣା ସାମ୍ନାକୁ ଆସିଛି ଯାହା ଚାରିଆଡେ କମ୍ପନ…

ଯେଉଁ ଦେଶରେ ହିନ୍ଦୁଙ୍କ ପ୍ରତି ହେଉଛି ଅତ୍ୟାଚାର, ସେହି ଦେଶର ଲୋକଙ୍କୁ ସମର୍ଥନ କରି ଭାରତର ଭାବମୂର୍ତ୍ତି ହେଉଛି କ୍ଷୁଣ୍ଣ

ଢାକା,୩୧ା୮: ପୁଲ୍‌ଓ୍ବାମା ଆକ୍ରମଣ ପରେ ବାଂଲାଦେଶରେ ରାଜନୈତିକ ସ୍ଥିତି ପୂର୍ବ ଭଳି ନ ଥିଲା। ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱରେ ଗଠିତ ମଧ୍ୟବର୍ତ୍ତୀକାଳୀନ ସରକାରରେ ମଧ୍ୟ ହିନ୍ଦୁମାନଙ୍କ ଉପରେ ଆକ୍ରମଣର ଖବର ଜାରି ରହିଥିଲା। ବିଏନ୍‌ପି ସାଧାରଣ ସମ୍ପାଦକ ମିର୍ଜା ଫାକ୍‌ରୁଲ୍‌ ଇସଲାମ ଆଲାମଗିର…

ମୋ’ ବ୍ଲଡ୍‌ ଗ୍ରୁପ୍‌ ‘O’, ମୁଁ କିଡ୍‌ନୀ ବିକିବାକୁ ଚାହୁଁଛି, ସୋସିଆଲ ମିଡିଆରେ ବିଜ୍ଞାପନ ଦେଉଛନ୍ତି ଲୋକେ; କାରଣ ଜାଣିଲେ…

ନାପିଡୋ,୩୧ା୮: ମ୍ୟାନ୍‌ମାର୍‌ରେ ଅର୍ଥନୈତିକ ସଙ୍କଟ ଅବଧି ବର୍ତ୍ତମାନ ଶୀର୍ଷରେ ପହଞ୍ଚିଛି। ଲୋକମାନେ ଦାରିଦ୍ର୍ୟ ଏବଂ ଋଣ ବୋଝରେ ପୋତି ହୋଇପଡ଼ିଛନ୍ତି। ଦେଶର ଅଧିକାଂଶ ଲୋକ ଜାତୀୟ ଦାରିଦ୍ର୍ୟ ସୀମାରେଖା ତଳେ ରହିବାକୁ ବାଧ୍ୟ ହେଉଛନ୍ତି। ମ୍ୟାନ୍‌ମାର ସରକାର ଲୋକଙ୍କୁ ଦାରିଦ୍ର୍ୟରୁ ହଟାଇବାକୁ…

କଳ୍ପନା ଚାଓ୍ବଲାଙ୍କ ପରେ ଚେତିଲା ନାସା, ସୁନୀତାଙ୍କୁ ଫେରାଇ ଆଣିବା ପାଇଁ ବଦଳାଇଲା ନିୟମ

ଓ୍ବାଶିଂଟନ,୩୧ା୮: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ଫେରାଇ ଆଣିବାରେ ନାସା ଆଉ କୌଣସି ଭୁଲ୍‌ କରିବାକୁ ଚାହୁଁନାହିଁ। କାରଣ ଏପରି ଘଟଣାରେ ଅନେକ ମହାକାଶଚାରୀ ଦୁର୍ଘଟଣାରେ ପ୍ରାଣ ହରାଇସାରିଛନ୍ତି। ଏଭଳି ପରିସ୍ଥିତିରେ ନାସା ବର୍ତ୍ତମାନ ସତର୍କତାର ସହ କାର୍ଯ୍ୟ କରୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri