ନୂଆପଡ଼ା ରାଜନୀତିରେ ନୂଆମୋଡ଼: ଭାଜପାରେ ସାମିଲ ହେଲେ ବିଜେଡି ନେତା ଲମ୍ବୋଦର ନିଆଲ
ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ରାଜନୀତିରେ ନୂଆମୋଡ଼ ଆସିଛି। କଳାହାଣ୍ଡି ଲୋକ ସଭା ଆସନରୁ ବିଜେଡି ଟିକେଟ୍ରେ ନିର୍ବାଚନ ଲଢ଼ିଥିବା ଲମ୍ବୋଦର ନିଆଲ ଶେଷରେ ଭାଜପାରେ ସାମିଲ ହୋଇଛନ୍ତି। ଫଳରେ ବିଜେଡିକୁ ପୁଣି ଏକ ଶକ୍ତ ଝଟ୍କା ଲାଗିଛି ବୋଲି ରାଜନୈତିକ...
ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ାଇଲେ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ …
ଭୁବନେଶ୍ୱର,୧୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀପାବଳି ପୂର୍ବରୁ ଗୁରୁବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତ ଅର୍ଥାତ୍ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର।...
ପ୍ୟାଣ୍ଟ୍ ଛାଡ଼ି ଯୁଦ୍ଧ ମଇଦାନରୁ ଦୌଡ଼ିଲେ ପାକିସ୍ତାନ ସୈନିକ: ସେଲିବ୍ରେଶନ କଲେ ତାଲିବାନ
ନୂଆଦିଲ୍ଲୀ,୧୬।୧୧: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ରହିଛି। କିଛି ସମୟ ଧରି ଉଭୟ ପକ୍ଷରୁ ଆକ୍ରମଣ ଚାଲିଛି, ଯାହା ଫଳରେ ଅନେକ ସୈନିକଙ୍କ ମୃତ୍ୟୁ ଘଟିଛି। ତାଲିବାନ ଏବଂ ପାକିସ୍ତାନ ୪୮ ଘଣ୍ଟାର ଅସ୍ତ୍ରବିରତି ପାଇଁ ରାଜି...
ବିଜେଡିକୁ ବଡ଼ ଝଟ୍କା! ନୂଆପଡା ନିର୍ବାଚନ ପୂର୍ବରୁ ଭାଜପାରେ ମିଶିବେ ବଡ଼ ବିଜେଡି ନେତା
ନୂଆପଡା ରାଜନୀତିରେ ବଡ଼ ହଲଚଲ। ରାଜନୀତିରେ ନୂଆ ମୋଡ ଦେଖିବାକୁ ମିଳିଛି। ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ଘରେ ଲମ୍ବୋଦର ନିଆଲ। ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ମଧ୍ୟରେ ରୁଦ୍ଧଦ୍ୱାର ବୈଠକ ହୋଇଛି। କଳାହାଣ୍ଡି ଲୋକ ସଭା ଆସନର...
ରୁଷିଆଠାରୁ ଭାରତ ତେଲ କିଣିବ କି ନାହିଁ ହେଲା ସ୍ପଷ୍ଟ, ପୁଣି ଥରେ ଧରାପଡ଼ିଗଲା ଟ୍ରମ୍ପଙ୍କ ମିଛ
ନୂଆଦିଲ୍ଲୀ,୧୬ା୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରି କହିଛନ୍ତି ଯେ, ଭାରତ ଆଉ ରୁଷିଆରୁ ତେଲ କିଣିବ ନାହିଁ। ସେ ଏହା ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ବିଷୟରେ ଆଶ୍ୱାସନା ଦେଇଛନ୍ତି। ଟ୍ରମ୍ପଙ୍କ...
ହଠାତ୍ ନବୀନ ପଟ୍ଟନାୟକଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା…
ଭୁବନେଶ୍ୱର,୧୬।୧୦: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ଜନ୍ମଦିନର ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହାସହ ନବୀନଙ୍କ ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ...
ଭାଜପାର ବଦଳିଲା ପ୍ଲାନ, ନାମାଙ୍କନ ଭରିବେନି ଜୟ, ପୁଣି…
ନୂଆପଡ଼ା,୧୬।୮(ମକାରୁ ବେମାଲ): ନାମାଙ୍କନ ଭରିବେନି ଭାଜପା ପ୍ରାର୍ଥୀ ଜୟ ଢୋଲକିଆ। ଏନେଇ ଭାଜପାରୁ ଆସିଛି ବଡ଼ ଖବର। ଆଜି ନାମାଙ୍କନ ଭରିବେନି ଜୟ। ଏନେଇ ସୂଚନା ମିଳିଛି। ନୂଆପଡା ଉପ ନିର୍ବାଚନକୁ ନେଇ ତାରିଖ ଘୋଷଣା ପରଠାରୁ ରାଜ୍ୟ ରାଜନୀତି...
ନୂଆପଡା ରାଜନୀତିରେ ହଲଚଲ, ଢୋଲକିଆଙ୍କ ଘରେ ବିଜେଡି ନେତା
ନୂଆପଡ଼ା,୧୬।୮(ମକାରୁ ବେମାଲ): ନୂଆପଡା ରାଜନୀତିରେ ହଲଚଲ। ସକାଳୁ ସକାଳୁ ରାଜନୀତିରେ ନୂଆ ମୋଡ ଦେଖିବାକୁ ମିଳିଛି। ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ଘରେ ଲମ୍ବୋଦର ନିଆଲ। ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ମଧ୍ୟରେ ରୁଦ୍ଧଦ୍ୱାର ବୈଠକ ହୋଇଛି। କଳାହାଣ୍ଡି...
ବହୁଚର୍ଚ୍ଚିତ ଏସ୍ଆଇ ପରୀକ୍ଷା ଜାଲିଆତି, ୩୦୦ ପଦବୀ ପାଇଁ ଡିଲ୍ ଚର୍ଚ୍ଚା
ଭୁବନେଶ୍ୱର,୧୬ା୧୦(ସତ୍ୟଜିତ ରାଉତ):ବହୁଚର୍ଚ୍ଚିତ ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିବାବେଳେ ଦିନକୁଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ଜାଲିଆତିରେ ୩୦୦ ଏସ୍ଆଇ ପଦବୀ ଡିଲ୍ ହୋଇଥିଲା ବୋଲି ବିଶ୍ୱସ୍ତସୂତ୍ରରୁ ସୂଚନା ମିଳିଛି। ଦୁଇ...
ସବ୍ସିଡି ପାଇଥିବା ରାଜ୍ୟର ୨,୯୦୯ ଶିଳ୍ପର ପତ୍ତା ମିଳୁନି
ଭୁବନେଶ୍ୱର,୧୬ା୧୦(ରବିନାରାୟଣ ଜେନା): ଦେଶରେ ଯୁବବର୍ଗଙ୍କୁ ଉଦ୍ୟୋଗପତି କରିବା ଲକ୍ଷ୍ୟନେଇ ୨୦୦୮ରେ ପ୍ରଧାନମନ୍ତ୍ରୀ ଏମ୍ପ୍ଲୟମେଣ୍ଟ ଜେନେରେଶନ ପ୍ରୋଗ୍ରାମ(ପିଏମ୍ଇଜିପି) କାର୍ଯ୍ୟକାରୀ ହୋଇଥିଲା। ଏହାର ଲକ୍ଷ୍ୟ ଥିଲା, ଗ୍ରାମାଞ୍ଚଳରୁ ଆରମ୍ଭକରି ସହରାଞ୍ଚଳ ଯୁବବର୍ଗଙ୍କୁ କର୍ମସଂସ୍ଥାନ ଯୋଗାଇଦେବା ସହ ଦେଶର ପ୍ରଗତିକୁ ତ୍ୱରାନ୍ବିତ କରିବା। ହେଲେ...
ନୂଆପଡ଼ା ଉପନିର୍ବାଚନ: ପ୍ରାର୍ଥୀ ଘୋଷଣା କରି ଚମକାଇଲା ବିଜେଡି
ଭୁବନେଶ୍ୱର/ନୂଆପଡ଼ା,୧୫ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି ବିଜେଡି। ଏନେଇ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ...
ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର, ମୁଣ୍ଡପିଛା ମିଳିବ ଅଧିକ ଚାଉଳ, ଜାଣନ୍ତୁ କେତେ…
ଭୁବନେଶ୍ୱର,୧୫ା୧୦: ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିକି ମୁଣ୍ଡ ପିଛା ଚାଉଳ ପରିମାଣ ବଢ଼ିପାରେ। ତେବେ ୫ କିଲୋ ଜାଗାରେ ଆଉ ଅଧିକ ୫କିଲୋ ଚାଉଳ ଦେବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର...
Archives


