Home Middle

ଜମ୍ମୁ-କଶ୍ମୀର ନିର୍ବାଚନ: ତାଲିକା ପ୍ରକାଶ କରି କିଛି ସମୟ ପରେ ପ୍ରତ୍ୟାହାର କରିନେଲା ଭାଜପା

ଶ୍ରୀନଗର,୨୬ା୮: ୧୦ ବର୍ଷ ପରେ ପ୍ରଥମଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ସୋମବାର (୨୬ଅଗଷ୍ଟ) ସକାଳେ ଭାଜପା ମଧ୍ୟ ପ୍ରଥମ ତାଲିକା ପ୍ରକାଶ କରିଥିଲା, କିନ୍ତୁ କିଛି ସମୟ ପରେ ଏହାକୁ ପ୍ରତ୍ୟାହାର କରି ନେଇଛି। ଏହି ତାଲିକାରେ…

ଲଦାଖରେ ଗଠନ ହେଲା ୫ ନୂଆ ଜିଲା

ନୂଆଦିଲ୍ଲୀ,୨୬ା୮: କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରେ ୫ଟି ନୂଆ ଜିଲା ଗଠନ ହୋଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏହି ୫ ଜିଲା ଗଠନ କରିଛି। ଏନେଇ ସୂଚନା ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଜିଲାଗୁଡ଼ିକ ହେଲା ଜନସ୍କାର, ଦ୍ରାସ, ଶାମ,…

ଓଡ଼ିଶା ଆସିବେ ଇଡି ନିର୍ଦ୍ଦେଶକ, ଖୋଲିବେ ପୁରୁଣା ଫାଇଲ୍‌

ଭୁବନେଶ୍ୱର,୨୬ା୮: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳଳୟ ନିର୍ଦ୍ଦେଶକ(ଇଡି ନିର୍ଦ୍ଦେଶକ) ରାହୁଲ ନବୀନ। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ତାଙ୍କର ଏହି ଗସ୍ତ ସମୟରେ ଏକାଧିକ ପୁରୁଣା ଫାଇଲ ଖୋଲିବା ସହ ନୂଆ ମାମଲା…

ଗାଡି ରୋକିଲେ, ଜାତି ପଚାରି ଗୁଳି ମାରିଲେ: ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ

ଇସଲାମାବାଦ୍‌,୨୬।୮: ଆତଙ୍କବାଦୀମାନେ ପାକିସ୍ତାନର ବାଲୁଚିସ୍ତାନରେ ୨୩ ଜଣଙ୍କୁ ହତ୍ୟା କରିଥିଲେ। ସୋମବାର ଦକ୍ଷିଣ-ପଶ୍ଚିମ ପାକିସ୍ଥାନରେ ବନ୍ଧୁକଧାରୀମାନେ ୨୩ ଜଣଙ୍କୁ ସେମାନଙ୍କ ଗାଡିରୁ ବାହାର କରି ଗୁଳି କରି ହତ୍ୟା କରିଥିଲେ। ଏଏଫ୍‌ବି ରିପୋର୍ଟ ଅନୁଯାୟୀ, ବାଲୁଚିସ୍ତାନ ପ୍ରଦେଶର ମୁସାଖାଇଲ ଜିଲାରେ ଆତଙ୍କବାଦୀମାନେ…

ଜମ୍ମୁ-କଶ୍ମୀର ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

ନୂଆଦିଲ୍ଲୀ,୨୬।୮: ଜମ୍ମୁ-କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ୪୪ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ପ୍ରଥମ ପର୍ଯ୍ୟାୟ ପାଇଁ ୧୫ ଜଣ, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଜଣ ଏବଂ ତୃତୀୟ ପର୍ଯ୍ୟାୟ ପାଇଁ ୧୯ ଜଣ…

୯/୧୧ ଘଟଣାର ହେଲାକି ପୁନରାବୃତ୍ତି, ୟୁକ୍ରେନର ଜବରଦସ୍ତ ଡ୍ରୋନ ଆକ୍ରମଣରେ ଥରି ଉଠିଲା ପୁଟିନଙ୍କ ଦେଶ

ମସ୍କୋ,୨୬।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ୟୁକ୍ରେନ ରୁଷିଆ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ଆକ୍ରମଣ କରିଛି। ଡ୍ରୋନ ସାହାଯ୍ୟରେ ରୁଷିଆର ସରାଟୋଭ ଅଞ୍ଚଳକୁ ଆକ୍ରମଣ କରି ୟୁକ୍ରେନ ବିଶ୍ୱକୁ ଚକିତ କରିଛି। ରୁଷିଆର ସରାଟୋଭ ଅଞ୍ଚଳରେ…

ମୋଦିଙ୍କୁ ପାକିସ୍ତାନ ଯିବାକୁ ଆସିଲା ନିମନ୍ତ୍ରଣ: ଜାଣନ୍ତୁ ୮ ବର୍ଷ ପରେ କାହିଁକି ଡାକିଲେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ

ଇସଲାମାବାଦ୍‌,୨୬।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାକିସ୍ତାନ ଗସ୍ତ କରିବାକୁ ନିମନ୍ତ୍ରଣ କରିଛନ୍ତି। ଶେହବାଜ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ର ଅନ୍ୟ ନେତାଙ୍କ ସହ ନିମନ୍ତ୍ରଣ କରିଛନ୍ତି। ସରକାରୀ ପରିଷଦ (ସିଏଚ୍‌ଜି)ର ବୈଠକରେ…

ଉପର ମୁଣ୍ଡରେ ପ୍ରବଳ ବର୍ଷା: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ସମ୍ବଲପୁର,୨୬ା୮(ପ୍ରମୋଦ ବହିଦାର):ଉପର ମୁଣ୍ଡରେ ବର୍ଷା ଜାରିରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଜଳଭଣ୍ଡାରର ଅଧିକ ୬ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ ଏହି ୬ଟି ଗେଟ୍‌କୁ ମିଶାଇ ବର୍ତ୍ତମାନ ଜଳଭଣ୍ଡାରର…

ଲଘୁଚାପ ସୃଷ୍ଟି: ୨ ଦିନ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୬ା୮(ଅନୁରାଧା ମହାରଣା):ବାଲାଂଦେଶ ଓ ଆଖପାଖ ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଉତ୍ତର ଦିଗରେ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଦେଇ ଗତି କରିବ। ସେହିପରି ମନସୁନ୍‌ ଟ୍ରପ୍‌ ଲାଇନ୍‌ ବଙ୍ଗୋସାଗରର…

ଜେଲ ଭିତରେ ଡି ବ୍ରଦର୍ସଙ୍କ ସ୍ମାର୍ଟଫୋନ୍‌:ଖେଳିଗଲା ହଇଚଇ

ବଲାଙ୍ଗୀର,୨୬ା୮(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା କାରାଗାରରୁ ଗତ ଶୁକ୍ରବାର ଜବତ ହୋଇଥିବା ସ୍ମାର୍ଟଫୋନ୍‌ଟି କୁଖ୍ୟାତ ଗ୍ୟାଙ୍ଗଷ୍ଟର ଡି’ ବ୍ରଦର ତଥା ସୁଶାନ୍ତ ଧଳସାମନ୍ତ ରହୁଥିବା ସେଲ୍‌ରୁ ମିଳିଥିବା ଜଣାପଡିଛି। ଏହାକୁ ହଇଚଇ ସୃଷ୍ଟି ହୋଇଛି। ସୁଶାନ୍ତ ରହୁଥିବା ସେଲ୍‌ ଭିତରକୁ କିଭଳି…

ମଧ୍ୟପ୍ରାଚ୍ୟରେ ଘମାଘୋଟ ଲଢ଼େଇ:ଥରିଲେ ସାଧାରଣ ନାଗରିକ

ଜେରୁଜେଲମ୍‌,୨୬ା୮:ଲେବାନନ୍‌ର ଆତଙ୍କବାଦୀ ସଙ୍ଗଠନ ହେଜବୋଲ୍ଲା ଏବଂ ଇସ୍ରାଏଲ ରବିବାର ପରସ୍ପର ଉପରେ ବଡ଼ ଧରଣର ସାମରିକ ଆକ୍ରମଣ ଘୋଷଣା କରିଛନ୍ତି। ଇରାନ୍‌ ସମର୍ଥତ୍ତ ହେଜ୍‌ବୋଲ୍ଲା ଇସ୍ରାଏଲୀ ସେନାଘାଟିଗୁଡ଼ିକୁ ଟାର୍ଗେଟ କରି ୩୨୦ରୁ ଊର୍ଦ୍ଧ୍ୱ କାଟ୍ୟୁଶା ରକେଟ ମାଡ଼ କରିଛି। ଅନ୍ୟପକ୍ଷେ ଇସ୍ରାଏଲୀ…

ଜନ୍ମାଷ୍ଟମୀ ନୀତି ସମୟରେ ବନ୍ଦ ରହିବ ଦର୍ଶନ

ପୁରୀ,୨୫ା୮(ଅଜିତ୍‌ କୁମାର ମହାନ୍ତି): ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ସୋମବାର ଶ୍ରୀମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଯେଉଟ ଭୋଗ ଲାଗିହେବା ସହ ଗର୍ଭଉଦକ ବନ୍ଦାପନା ନୀତି ସମ୍ପନ୍ନ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri