Home Middle

ସରିଲା ଭୋଟ୍‌, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ସରକାର ଗଢ଼ିବ…

ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ କ’ଣ…

ମହାରାଷ୍ଟ୍ରରେ ମତଦାନବେଳେ ହୋଇଗଲା ବଡ଼ ଖେଳ, ନିର୍ଦ୍ଦଳୀୟଙ୍କୁ ସମର୍ଥନ ଦେଲେ ଶିନ୍ଦେ

ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଭୋଟିଂ ମଧ୍ୟ ବଡ଼ ଓଲଟପାଲଟ ଦେଖିବାକୁ ମିଳିଛି। କଂଗ୍ରେସର ବରିଷ୍ଠ ନେତା ସୁଶୀଲ କୁମାର ଶିନ୍ଦେ ଓ ତାଙ୍କ ଝିଅ ପରିଣୀତା ଶିନ୍ଦେ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ସମର୍ଥନ କରିଛନ୍ତି। ଯାହାକୁ ନେଇ ମହାରାଷ୍ଟ୍ର ରାଜନୀତି…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୨୦।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ ତାରିଖକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା…

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ, ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର, ୨୦।୧୧: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି ଭୁବନେଶ୍ୱରସ୍ଥିତ…

ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୨୦ା୧୧:  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭…

ଅର୍ଥନୀତିରେ ହାତୀ

ଓଡ଼ିଶାରେ ହାତୀ ସଂଖ୍ୟା ବୃଦ୍ଧି ଉପରେ ଅଲ୍‌ ଓଡ଼ିଶା ଏଲିଫ୍ୟାଣ୍ଟ ସେନ୍‌ସସ୍‌ର ୨୦୨୪ ରିପୋର୍ଟକୁ ନେଇ ସମସ୍ତେ ଖୁସି ହେଉଥିବାବେଳେ ନିୟମିତ ବ୍ୟବଧାନରେ ଘଟୁଥିବା ହାତୀ ମୃତ୍ୟୁ ସେମାନଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କଲାଣି। ଘଟଣାକ୍ରମେ ୧୭ ନଭେମ୍ବର ବିଳମ୍ବିତ…

ଦ୍ରୁତ ଗତିରେ ବଢି ଚାଲିଛି ଇ-କମର୍ସ କମ୍ପାନୀଙ୍କ ତେଜରାତି ବ୍ୟବସାୟ, ମୁଣ୍ଡରେ ହାତ ଦେଲେଣି ଖୁଚୁରା ଦୋକାନୀ

ନୂଆଦିଲ୍ଲୀ,୧୯।୧୧: ଖାଉଟି କ୍ରେତାଙ୍କୁ ବଡ଼ ମାତ୍ରାରେ ରିହାତି ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି ଇ-କମର୍ସ କମ୍ପାନୀ। ପାର୍ବଣ ସମୟରେ ଏହା ଆହୁରି ଅଧିକ ରହୁଛି। କେବଳ ଏତିକି ନୁହେଁ ଅର୍ଡର କଲେ ଏଣିକି ୧୦ ମିନିଟରେ ଆସି ଘର ଦୁଆରେ…

ଗାଭାସ୍କର କହିଲେ ଟଙ୍କା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିଛନ୍ତି ଋଷଭ ପନ୍ତ

ନୂଆଦିଲ୍ଲୀ,୧୯।୧୧: ଆଇପିଏଲ ୨୦୨୫ ପାଇଁ ହେବାକୁ ଥିବା ନିଲାମୀ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଏହାର ରିଟେନସନ୍ ତାଲିକା ଜାରି କରିଛି। ଏଥିରେ ଦଳର ପୂର୍ବତନ ଅଧିନାୟକ ଋଷଭ ପନ୍ତଙ୍କ ନାମ ନଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ତେବେ କେଉଁ କାରଣରୁ ପନ୍ତଙ୍କୁ…

ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ ଖୁବଶୀଘ୍ର ନିର୍ଦ୍ଧିଷ୍ଟ ତାରିଖ ପ୍ରକାଶ କରାଯିବ ବୋଲି କ୍ରିମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍ କହିଛନ୍ତି।…

ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି, ଅନ୍‌ଲାଇନରେ ଚାଲିବ କୋର୍ଟ

ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି। ସବୁ କୋର୍ଟଙ୍କୁ ଯଥାସମ୍ଭବ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର ହେବାକୁ ଆଇନଜୀବୀ ଏବଂ ଲୋକଙ୍କୁ ଅନୁମତି ଦେଇଛନ୍ତି। ଏନେଇ ପ୍ରଧାନ ବିଚାରପତି…

ଭାରତରେ ଷ୍ଟାରଲିଙ୍କ୍‌

ଆମେରିକାର ଏରୋସ୍ପେସ୍‌ କମ୍ପାନୀ ସ୍ପେସ୍‌ଏକ୍ସ ଅଧୀନରେ ଥିବା ଷ୍ଟାରଲିଙ୍କ୍‌ ଇଣ୍ଟରନେଟ ସେବାର ଭାରତ ପ୍ରବେଶକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଉଲ୍ଲେଖନୀୟ ଯେ, ସ୍ପେସ୍‌ଏକ୍ସର ମାଲିକ ହେଉଛନ୍ତି ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିବିଶେଷ ଏଲନ୍‌ ମସ୍କ। ସେ ୨୦୨୦ରେ ପ୍ରଥମେ…

ବ୍ରିଟେନ ରାଜ ପରିବାରରେ ସୁରକ୍ଷାରେ ତ୍ରୁଟି: ଓ୍ବିଣ୍ଡସର କ୍ୟାସେଲରୁ ଚୋରି

ଲଣ୍ଡନ,୧୯।୧୧: ଚୋରମାନେ କିଙ୍ଗ ଚାଲର୍‌ସ ତୃତୀୟଙ୍କ ବିଶାଳ ୱିଣ୍ଡସର୍‌ କ୍ୟାସେଲ ଇଷ୍ଟେଟରୁ ଫାର୍ମ ଗାଡି ଚୋରି କରିଛନ୍ତି। ଏହା ପ୍ରିନ୍ସ ୱିଲିୟମ ଏବଂ କେଟ ମିଡଲେଟନଙ୍କ ପାରିବାରିକ ଘର। ବ୍ରିଟିଶ ପୋଲିସ ସୋମବାର ଏହା ନିଶ୍ଚିତ କରିଛି। ‘ସନ୍‌’ ଖବରକାଗଜରେ ପ୍ରକାଶିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri