ପୋଖରୀକୁ ଡେଇଁ ପଡ଼ିଲେ ବଳାତ୍କାର ଅଭିଯୁକ୍ତ: ଜଳକା ପାଲଟିଲା କ୍ରାଇମବ୍ରାଞ୍ଚ ଟିମ୍, ଆଉ ତା’ପରେ
ଗୁଆହାଟୀ,୨୪।୮: ଆସାମର ନାଗାଓଁ ଜିଲାର ଜଣେ ୧୪ ବର୍ଷର ବାଳିକାକୁ ଗଣବଳାତ୍କାର ମାମଲାରେ ମୁଖ୍ୟ ଅଭିଯୁକ୍ତ ତଫଜୁଲ ଇସଲାମର ଦେହାନ୍ତ ହୋଇଛି। ଆଜି ସକାଳ ୪ଟା ସମୟରେ ପୋଲିସ ଅଭିଯୁକ୍ତ ତାଫଜୁଲ ଇସଲାମକୁ କ୍ରାଇମବ୍ରାଞ୍ଚ ନେଇ ସିନ୍ ରିକ୍ରିଏଟ୍ କରିଥିଲା। ତା’ପରେ…
ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍ଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୨୪ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ସମ୍ପର୍କରେ ଚିଠି ଲେଖିଥିବା ସୂଚନା ଦେଇଛନ୍ତି। ଖୁବ୍ଶୀଘ୍ର ଯାଞ୍ଚ କରି ମରାମତି…
ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ରାହୁ ରେଖା ଲାଗି ହେବ ବୋଲି ଦର୍ଶନ ବନ୍ଦ ରହିବ। ଗୁପ୍ତ ନୀତି…
ଅନିଶ୍ଚିତତାରେ ସୁନୀତାଙ୍କ ପ୍ରତ୍ୟାବର୍ତ୍ତନ
ଓ୍ବାଶିଂଟନ୍,୨୪ା୮: ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ଓ୍ବିଲମୋର ଗତ ଜୁନ୍ ୬ରେ ୮ ଦିନ ପାଇଁ ମହାକାଶ ଯାତ୍ରା କରିଥିଲେ। ମହାକାଶଯାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟେ ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ୍ (ଆଇଏସ୍ଏସ୍)ରେ ଫସିରହିଛନ୍ତି। ଦୁଇ ମହାକାଶଚାରୀଙ୍କୁ…
ଟ୍ରମ୍ପ୍ ଫେରିଲେ ଭୟଙ୍କର ପରିଣାମ
ଓ୍ବାଶିଂଟନ୍,୨୪ା୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନଭେମ୍ବର ୫ ନିର୍ବାଚନରେ ପୁଣି ବିଜୟୀ ହୋଇ ହ୍ବାଇଟ୍ ହାଉସ୍କୁ ଫେରିଲେ ଦେଶବାସୀଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଉପରାଷ୍ଟ୍ରପତି କମଲା ହାରିସ୍ ଚେତାଇ ଦେଇଛନ୍ତି। ଡେମୋକ୍ରାଟିକ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହାରିସ୍…
ଭାରତ ଆମକୁ ସମର୍ଥନ କରୁ: ଜେଲେନ୍ସ୍କି
କିଭ୍,୨୪ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍ ଗସ୍ତକର କିଭ୍ରେ ମହାମତ୍ା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ଚିରନ୍ତନ ଶାନ୍ତି ବାର୍ତ୍ତାର ପ୍ରାସଙ୍ଗିକତା ଓ ମହତ୍ତ୍ୱ ବୁଝାଇଛନ୍ତି। ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୯୧୦ ଦିନରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି…
ଡାକ୍ତରଙ୍କ ବଳାତ୍କାର ମାମଲା: ସନ୍ଦୀପ ଘୋଷଙ୍କ ଉପରେ ମୁଖ୍ୟମନ୍ତ୍ରୀ ମମତାଙ୍କ ହାତ! ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ
କୋଲକାତା,୨୪।୮: କୋଲକାତାର ଆର୍.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଜୁନିଅର ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସିବିଆଇ ଏହି ମାମଲାର ତଦନ୍ତ କରୁଛି। ଅଭିଯୁକ୍ତ…
କୋଲକାତା ବଳାତ୍କାର-ହତ୍ୟା ମାମଲା: ଅଭିଯୁକ୍ତ କହିଲା-‘ମୁଁ ନିର୍ଦ୍ଦୋଷ, ମୋର ପଲିଗ୍ରାଫ୍ ପରୀକ୍ଷା କର!’
କୋଲକାତା,୨୩।୮: କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ୟୁ-ଟର୍ନ ମାରିଛନ୍ତି। ସଞ୍ଜୟଙ୍କ ଓକିଲ କବିତା ସାର୍କ କହିଛନ୍ତି ଯେ ସେ ଚାହୁଁଛନ୍ତି ଯେ ତାଙ୍କର ପଲିଗ୍ରାଫ୍ ପରୀକ୍ଷା…
ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର
ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା…
ସୁଭଦ୍ରା ଏସଓପି ଆଣିଲେ ସରକାର: ଜାଣନ୍ତୁ କେଉଁମାନଙ୍କୁ ମିଳିବ ଟଙ୍କା
ଭୁବନେଶ୍ୱର,୨୩।୮: ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା ସେ…
ଭାରତର ଏହି ରେଳ ଲାଇନ୍ ବ୍ରିଟିଶ୍ କବଜାରେ, ସରକାର ଦେଉଛନ୍ତି ଟଙ୍କା
ନୂଆଦିଲ୍ଲୀ,୨୩।୮: ଭାରତ ସ୍ବାଧୀନତାର ୭୭ବର୍ଷ ପରେ ଏମିତି କିଛି ରେଳ ଲାଇନ୍ ଅଛି ଯାହା ଏବେ ବ୍ରିଟିଶ୍ କବଜାରେ। କହରିରଖୁଛୁ ବିଶ୍ୱରେ ସବୁଠାରୁ ବଡ଼ ରେଳ ଲାଇନ୍ ଭାରତରେ ଅଛି। ଆଉ ସବୁଠାରୁ ଅଧିକ ଲୋକ ଭାରତୀୟ ରେଳରେ ହିଁ ଯାତ୍ରା…
ନଦୀକୁ ଖସିଲା ବସ୍: ୧୪ ଜଣଙ୍କ ଜୀବନ ଗଲା, ଉଦ୍ଧାର କାର୍ଯ୍ୟ ଜାରି
କାଠମାଣ୍ଡୁ,୨୩ା୮: ନେପାଳର ପୋଖରାରୁ କାଠମାଣ୍ଡୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଫଳରେ ବସ୍ରେ ୪୦ ଜଣ ଭାରତୀୟ ଥିଲେ। ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା…
Archives


