୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ
ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦ ପାକିସ୍ତାନୀ ଭିକାରୀଙ୍କୁ ନିଜ ଦେଶରୁ ବାହାର କରିଦେଇଛି। ଏହି ଭିକାରୀମାନେ ଧାର୍ମିକ ପର୍ଯ୍ୟଟନ ବା…
୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର
ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍ ଗାଡ଼ି କିଣା ଓ ସେଥିରେ ହୋଇଥିବା ମୋଡିଫିକେସନ ଖର୍ଚ୍ଚକୁ ନେଇ ବିଭାଗରେ ହଇଚଇ ସୃଷ୍ଟି…
ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!
ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ ଶେନ୍ଦୁରୁସାନି ଗ୍ରାମ ପଞ୍ଚାୟତରେ ମାତ୍ର ୩ ମାସ ମଧ୍ୟରେ ୨୭,୩୯୭ ଜନ୍ମ ପଞ୍ଜିକରଣ କରାଯାଇଥିବା…
ଲୋକସଭାରେ ପାରିତ ହେଲା VB–G RAM G ବିଲ୍, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ
ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି କରିଥିଲେ । ବିଲର କାଗଜପତ୍ର ଚିରି ଫିଙ୍ଗି ଦେଇଥିଲେ। ଗୃହର ପରିବେଶ…
ଅତିରଞ୍ଜିତ କରି ଏମିତି କଥା କହିଲେ ଟ୍ରମ୍ପ, ମୁଣ୍ଡରେ ହାତ ଦେଲେ ବିଶେଷଜ୍ଞ
ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଦେଶକୁ ସମ୍ବୋଧିତ କରି ସେ କହିଛନ୍ତି, ତାଙ୍କର ନିଷ୍ପତ୍ତି ଏବଂ ନୀତି ବିଶ୍ୱରେ ଅନେକ ବଡ଼ ବିବାଦର ଅନ୍ତ ଘଟାଇଛି। ସେ ମାତ୍ର ଦଶ ମାସରେ…
ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ
ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମା, ଷ୍ଟାଚ୍ୟୁ ଅଫ ୟୁନିଟି ଡିଜାଇନ…
ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍ରୁ ଶିଖିବ କି ଭାରତ?
ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏହି ସମୟରେ ଚାଇନାର ରାଜଧାନୀ ବେଜିଂ, ଯାହାକୁ କେବେ…
୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା
ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି ୧୦ ଜଣରୁ କମ୍ ଛାତ୍ରୀଛାତ୍ର ପଢ଼ୁଥିବା ସ୍କୁଲ ସଂଖ୍ୟା ଗତ ୨ ବର୍ଷ ମଧ୍ୟରେ…
ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା
ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ ହାର୍ନେସିଂ ଆଣ୍ଡ୍ ଆଡ୍ଭାନ୍ସମେଣ୍ଟ ଅଫ୍ ନ୍ୟୁକ୍ଲିଅର ଏନର୍ଜି ଫର୍ ଟ୍ରାନ୍ସଫର୍ମିଂ ଇଣ୍ଡିଆ (ଶାନ୍ତି) ବିଲ୍,…
୫୨ ବର୍ଷରେ ଧରିତ୍ରୀ
ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର ଭୁବନେଶ୍ୱରର ମୁଖ୍ୟକାର୍ଯ୍ୟଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ବନ୍ଧୁମିଳନ କାର୍ଯ୍ୟକ୍ରମ।
ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ
ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି ଏବଂ ଉପକୂଳ ଜଳ ରକ୍ତ ଭଳି ଗାଢ଼ ନାଲି ରଙ୍ଗ ଧାରଣ କରିଛି, ଯାହା…
ସାରା ଦେଶରେ ‘ନକଲି ପନିର’; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ପକ୍ଷରୁ ସାରା ଦେଶରେ ଏକ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଡ୍ରାଇଭ୍ ଆରମ୍ଭ କରାଯାଇଛି। ଏହି…
Archives


