Home Middle

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ ଗ୍ରୀଷ୍ମ ଲହର ସୃଷ୍ଟି କରିବା ସହ ଅନାବୃଷ୍ଟି, ଅତ୍ୟଧିକ ବୃଷ୍ଟି ଏବଂ ଅନ୍ୟାନ୍ୟ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ ଓ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଦାବି ପୂରଣ ଜିଦ୍‌ରେ ଓଡ଼ିଶା…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ନାମରେ ଜଣାଶୁଣା ହେବ। ଏକ ଦାତବ୍ୟ ସଂସ୍ଥା ‘ବୁଖ୍‌ମ୍ୟାନ ଫିଲାନ୍ଥ୍ରୋପିଜ୍‌’ ଆଗାମୀ ଏକ…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଫଳରେ ସାରା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁଲାଇ ୬ ତାରିଖରୁ ୧୧…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ମୋଟ୍‌ ୬ ଜଣ ଯବାନ ଆହତ ହୋଇଥିବାବେଳେ ସେମାନଙ୍କୁ ଚିକିତ୍ସା…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ ମଲର ଭଗ୍ନାବଶେଷ ତଳେ ଫସି ରହିବା ପରେ ଜଣେ ୪୪ ବର୍ଷୀୟ ସୁରକ୍ଷାକର୍ମୀଙ୍କୁ…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ ହୋଇଛି। ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି ଯଥାର୍ଥତା ନାହିଁ ବୋଲି ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି। ଯଦି ଆମେରିକା ପୁରୁଷ ଫୁଟବଲ ଦଳ ଚଳିତ ବିଶ୍ୱକପ ଟ୍ରଫି ହାସଲ କରେ,…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ(ଓମ୍‌ସା) ନେତୃତ୍ୱରେ ଆନ୍ଦୋଳନରେ ସାମିଲ ହୋଇଥିବା ଡାକ୍ତରମାନଙ୍କ ବିରୋଧରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ ତୁରନ୍ତ ତଦନ୍ତ ଆରମ୍ଭ ହୋଇଛି। ପୋଲିସର ସୂଚନା ଅନୁଯାୟୀ, ଇସ୍ରୋ ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?