Home Middle

ଧାନ କିଣାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା

ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ ଓ ତ୍ୱରାନ୍ୱିତ କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ କହିଥିଲେ ଯେ,…

IPS ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ୍

କଟକ,୨୭ା୯: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏବେ ସେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି। ରାଜ୍ୟ…

ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩…

‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର

ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର…

ଜାପାନରେ ୪ ବର୍ଷରେ ବଦଳିଲେଣି ୩ ପ୍ରଧାନମନ୍ତ୍ରୀ

ଟୋକିଓ,୨୭ା୯: ଜାପାନର ଶାସକ ଦଳ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଶିଗେରୁ ଇଶିବାଙ୍କୁ ଏହାର ନେତା ଭାବରେ ମନୋନୀତ କରିଛନ୍ତି, ଯିଏ ଆସନ୍ତା ସପ୍ତାହରେ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଶିଗେରୁ ତାଙ୍କ କାର୍ଯ୍ୟାଳୟରେ ମଡେଲ ବ୍ୟାଟଲଶିପ୍‌ ଏବଂ ଯୁଦ୍ଧ…

‘ମୋତେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି’

ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ ଘଟିଥିବା କିଛି ଦୁଃଖଦ କଥାକୁ ସର୍ବ ସମ୍ମୁଖରେ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ…

ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି…

ଭୁବନେଶ୍ୱର,୨୭ା୯:  ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲାପାଳ ସମ୍ମିଳନୀ। ସରକାରକୁ ଆସିବା…

ଜିଦ୍‌ରେ ଅଟଳ ନର୍ସିଂ କର୍ମଚାରୀ: ଆଜିଠୁ ସିରିଞ୍ଜ୍‌ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର, ୨୭ା୯(ବନ୍ଦନା ସେଠୀ):୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ଏସ୍‌ମା ଲାଗୁ ସତ୍ତ୍ୱେ ଜିଦ୍‌ରେ ଅଟଳ ରହିଛନ୍ତି ନର୍ସିଂ ଅଫିସର। ୨ଦିନର ଆନ୍ଦୋଳନ…

ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ…

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କା ହେବାରୁ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ଏହି ଘଟଣାରେ ଛାତ୍ରୀ ଜଣକ ସାମାନ୍ୟ…

ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ

ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ଦିନର ମାତୃତ୍ୱ ଛୁଟି ଓ ପୁରୁଷ କର୍ମଚାରୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri