Home Middle

ଦେଶରେ ପ୍ରଥମ: ଆଇଆଇଏମ୍‌ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ

ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ ଭାବେ ଏକ ଉଦାହରଣ ସୃଷ୍ଟି କରିବ ବୋଲି କହିଛନ୍ତି ପ୍ରଫେସର ମହାଦେବ ଜୟସ୍ବାଲ। ଆଇଆଇଏମ…

କାର୍ଯ୍ୟକାରୀ ହେଲା ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା: ୧୦୦୦ ଅଭିଯୋଗକାରୀଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସମସ୍ୟା ଶୁଣିଛନ୍ତି। ଏଥିସହିତ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏହି ଅବସରରେ…

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି ମନ୍ତବ୍ୟ ଉପରେ ତୁରନ୍ତ ପ୍ରତିକ୍ରିୟା ଦେଇ କଂଗ୍ରେସ ତଥା ଅନ୍ୟ ଦଳର ନେତାମାନେ ଏହାକୁ…

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ ପୋଲିସ ହେପାଜତକୁ ନିଆଯାଇଥିଲା। ସେ ପୋଲିସର ରିଭଲଭର ଛଡ଼ାଇ ନେଇ ଗୁଳି ଚଳାଇଥିଲେ।…

କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ

ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ଏବେ ବି ଅଲୋଡା ଶିଶୁକନ୍ୟା। ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଭୁବନେଶ୍ୱରର…

କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି

କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର ଲୋକେ ଏକ ଘରୋଇ କମ୍ପାନୀର ନାଁ’ରେ କଳାବଜାରୀ କରୁଥିବା କାରଖାନାକୁ ସିଲ୍ କରିଛି…

ପେଜର ବିସ୍ଫୋରଣରୁ ଶିକ୍ଷା

ଇସ୍ରାଏଲ-ହମାସ ଯୁଦ୍ଧ ଏବେ କଡ଼ ଲେଉଟାଇ ଇସ୍ରାଏଲ୍‌-ହେଜ୍‌ବୋଲ୍ଲା ଯୁଦ୍ଧର ରୂପ ନେଲାଣି। ଇସ୍ରାଏଲ ଅଭିନବ ବୁଦ୍ଧି ଖଟାଇ ଲେବାନନରେ କରିଥିବା ପେଜର, ଓ୍ବାକିଟକି ଏବଂ ପରବର୍ତ୍ତୀ ସମୟରେ ଅନ୍ୟ ଯୋଗାଯୋଗ ଯନ୍ତ୍ରକୁ ବିସ୍ଫୋରଣ ଘଟାଇ ଅଧିକାଂଶ ଲଢ଼ୁଆ ହେଜ୍‌ବୋଲ୍ଲା ସଦସ୍ୟଙ୍କ ଚକ୍ଷୁ…

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା, ଭାରତ, ଅଷ୍ଟ୍ରେଲିଆ ଏବଂ ଜାପାନକୁ ନେଇ ଗଠିତ ସଂଗଠନ ପକ୍ଷରୁ ଏକ ମିଳିତ ବିବୃତିରେ…

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ…

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି। ୯୨…

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ ରାଜ୍ୟ ଓ କେନ୍ଦ୍ରର ଭାଜପା ସରକାରଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ିଲାଣି। ଏଇ ୨…

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ ଜରୁରୀ ବୈଠକ। ତେବେ ଏଥିରେ ୪୦ DSP, ASP ପାହ୍ୟା ଅଧିକାରୀ ଯୋଗଦେବାର ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri