ମହାକୁମ୍ଭ: ପ୍ରଥମ ଅମୃତ ସ୍ନାନରେ ଅସମ୍ଭାଳ ଭିଡ଼, ୩.୫୦ କୋଟିରୁ ଉର୍ଦ୍ଧ ଶ୍ରଦ୍ଧାଳୁ ପକାଇଲେ ବୁଡ଼
ନୂଆଦିଲ୍ଲୀ,୧୪।୧: ପ୍ରୟାଜରଜ ମହାକୁମ୍ଭ ୨୦୨୫ ରେ ମକର ସଂକ୍ରାନ୍ତି ଅବସରରେ ପ୍ରଥମ ଅମୃତ ସ୍ନାନ ପର୍ବ ଉପଲକ୍ଷେ ତ୍ରିବେଣୀ ଘାଟରେ ସ୍ନାନ ପାଇଁ ଭକ୍ତଙ୍କ ସୁଅ ଛୁଟିଛି। କୁହାଯାଉଛି ଯେ, ପ୍ରଥମ ଅମୃତ ସ୍ନାନ ପର୍ବରେ ୩.୫୦ କୋଟିରୁ ଅଧିକ ସନ୍ଥ…
ବୁମ୍ରାଙ୍କୁ ବଡ଼ ପୁରସ୍କାର ଦେଲା ଆଇସିସି
ନୂଆଦିଲ୍ଲୀ,୧୪।୧: ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଜସପ୍ରୀତ ବୁମରାଙ୍କୁ ଏକ ସ୍ବତନ୍ତ୍ର ପୁରସ୍କାର ମିଳିଛି। ଆଇସିସି ବୁମରାଙ୍କୁ ‘ପ୍ଲେୟାର ଅଫ ଦି ମନ୍ଥ୍’ ପୁରସ୍କାର ପାଇଁ ଚୟନ କରିଛି। ଡିସେମ୍ବର ୨୦୨୪ ପାଇଁ ବୁମରାଙ୍କୁ ଏହି ପୁରସ୍କାର ଦିଆଯିବ। ଆଇସିସି…
ବୁଧବାର ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ
ପୁରୀ,୧୪।୧: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।…
ସମସ୍ତେ ଏବେ ଭାରତ ସହ ବନ୍ଧୁତା କରିବାକୁ ଚାହୁଁଛନ୍ତି: ଏସ. ଜୟଶଙ୍କର
ମାଡ୍ରିଡ,୧୪।୧: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଭାରତର ବଢ଼ୁଥିବା ବିଶ୍ୱସ୍ତରୀୟ ପ୍ରତିଷ୍ଠା ଏବଂ ଚ୍ୟାଲେଞ୍ଜିଂ ସମୟରେ ଅର୍ଥପୂର୍ଣ୍ଣ ସମର୍ଥନ ପ୍ରଦାନ କରିବାର କ୍ଷମତା ଉପରେ ଗୁରୁତ୍ୱାରୋପ କରିଥିଲେ। ସ୍ପେନ ଗସ୍ତ ସମୟରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ଜୟଶଙ୍କର କହିଥିଲେ ଯେ…
ହଠାତ୍ କାହିଁକି ଭାଜପାକୁ ମନେ ପକାଇଲେ ସଞ୍ଜୟ, କଂଗ୍ରେସକୁ ଦେଲେ ଉପଦେଶ
ନୂଆଦିଲ୍ଲୀ,୧୪।୧: ଶିବସେନା (ୟୁବିଟି) ସାଂସଦ ସଞ୍ଜୟ ରାଉତ ସ୍ବଦେଶୀ ମେଣ୍ଟ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଥିଲେ ଯେ ଯଦିଓ ଏହା ଲୋକ ସଭା ନିର୍ବାଚନ ପାଇଁ ପ୍ରତିଷ୍ଠିତ ହୋଇଥିଲା, ଏହାକୁ ବଜାୟ ରଖିବା ଉଚିତ। ଏନଡିଏ ଯୁଗର…
ବୈତରଣୀରେ ୭ଥର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ
ପାଟଣା,୧୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ହେଉଥିବା ବୈତରଣୀ ପରମେଶ୍ବର ମହାଦେବ ମନ୍ଦିର ସଂଲଗ୍ନ ଅନୁସୟା ଘାଟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି…
ମୁଖ୍ୟମନ୍ତ୍ରୀଙ୍କୁ ଝଟ୍କା, ନାମାଙ୍କନ ପୂର୍ବରୁ ପୋଲିସର ବଡ଼ ଆକ୍ସନ
ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ ହୋଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ପାଇଁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି। ସୂଚନାଯୋଗ୍ୟ, ଗୋବିନ୍ଦ ପୁରୀରେ ଏକ ଏଫଆଇଆର ପଞ୍ଜିକୃତ ହୋଇଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ନିର୍ବାଚନରେ ସରକାରୀ…
କାନି ବା ହାତ ଧରନି
ସ୍ବାମୀ ଓ ସ୍ତ୍ରୀ ପରସ୍ପର ସହମତିରେ ବିବାହ ବିଚ୍ଛେଦ ପାଇଁ ଦାୟର କରିଥିବା ମାମଲା ବିଚାରାଧୀନ ଥିବା ସମୟରେ ଦମ୍ପତିଙ୍କ ମଧ୍ୟରୁ ଜଣେ ଯେକୌଣସି ସମୟରେ ଏକପାଖିଆ ଭାବେ ସମ୍ମତ ପ୍ରତ୍ୟାହାର କରିପାରିବେ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ବିବାହ…
ବାଂଲାଦେଶ କୂଟନୀତିଜ୍ଞଙ୍କୁ ଭାରତର ସମନ
ନୂଆଦିଲ୍ଲୀ,୧୪।୧: ଭାରତ-ବାଂଲାଦେଶ ସୀମାରେ ବିବାଦ ବଢ଼ିବାରେ ଲାଗିଛି। ଏନେଇ ବାଂଲାଦେଶ ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ଭାରତୀୟ ଉଚ୍ଚାୟୁକ୍ତ ପ୍ରଣୟ ବର୍ମାଙ୍କୁ ସମନ ଜାରି କରିଥିଲା। ଏହାର ଦିନକ ପରେ ଭାରତ ସରକାର ବାଂଲାଦେଶ ଉପଉଚ୍ଚାୟୁକ୍ତ ନୁରାଲ ଇସ୍ଲାମଙ୍କୁ ସମନ କରିଛନ୍ତି। ମାଲଦାର…
ସମୁଦ୍ର ମଝିରୁ ସାଟେଲାଇଟ୍ ଲଞ୍ଚ୍ କଲା ଚାଇନା
ବେଜିଂ,୧୪।୧: ଚାଇନା ସୋମବାର ପ୍ରଥମଥର ପାଇଁ ସମୁଦ୍ର ମଧ୍ୟରୁ ରକେଟ୍ ଯୋଗେ ସଫଳତାର ସହ କେତେକ ସାଟେଲାଇଟ୍କୁ ଉତ୍କ୍ଷେପଣ କରିଛି। ବ୍ୟବସାୟିକ ମହାକାଶ ଗବେଷଣାରେ ଏହା ଏକ ଉଲ୍ଲେଖଯୋଗ୍ୟ ପଦକ୍ଷେପ। ଶାଣ୍ଡୋଙ୍ଗ୍ ପ୍ରଦେଶର ହୈୟାଙ୍ଗ ନିକଟ ସମୁଦ୍ରରୁ ଚାଇନାର ସ୍ମାର୍ଟ ଡ୍ରାଗନ୍-୩…
ୟୁକ୍ରେନ୍ ଯୁଦ୍ଧରେ ଭାରତୀୟଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧୪।୧: ୟୁକ୍ରେନ୍ ବିରୋଧରେ ରୁଷିଆ ପାଖାପାଖି ୩ ବର୍ଷ ହେଲା ଯୁଦ୍ଧ ଚଳାଇଛି। ରୁଷିଆ ସେନାରେ ନିୟୋଜିତ ହୋଇ ଯୁଦ୍ଧ କରୁଥିବା କେତେଜଣ ଭାରତୀୟ ଯୁବକ ଇତିମଧ୍ୟରେ ପ୍ରାଣ ହରାଇଲେଣି। ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ସମ୍ପର୍କୀୟମାନଙ୍କ ଆକୁଳ ନିବେଦନ ସତ୍ତ୍ୱେ…
କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା
ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ ଅଭିନୀତ ହୋଇଥିଲା। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ…
Archives


