ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାର
ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର…
ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ
ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା…
ଇସ୍ରାଏଲ ଚିର ଶତ୍ରୁ ହିଜବୁଲ୍ଲା: ଅନେକ ମୁସଲମାନ ଦେଶକୁ ପାଣି ପିଆଇସାରିଛି, ଜାଣନ୍ତୁ ହିଜବୁଲାର ପୁରା କାହାଣୀ
ନୂଆଦିଲ୍ଲୀ,୧୯।୯: ଗାଜାରେ ଇସ୍ରାଏଲ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ବର୍ଷେ ପୂରିବାକୁ ବସିଥିବା ବେଳେ ଏହି ଯୁଦ୍ଧ ଏବେ ଇସ୍ରାଏଲ ଏବଂ ହମାସରୁ ଯାଇ ହିଜବୁଲ୍ଲା ଭଳି ଆତଙ୍କୀ ସଂଗଠନ ପାଖରେ ପହଂଚିଛି। ହିଜବୁଲ ହେଉଛି ଏକ ଆତଙ୍କବାଦୀ ସଂଗଠନ ଯାହା…
ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…
ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା। ଶ୍ରୀମନ୍ଦିର ପାଇଁ ୫୦୦…
ଟସ୍ ଜିତିଲା ବାଂଲାଦେଶ: ଭାରତକୁ ପ୍ରାରମ୍ଭିକ ଝଟ୍କା
ଚେନ୍ନାଇ,୧୯।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଗୁରୁବାରଠାରୁ ଚେନ୍ନାଇର ଚେପକ ଷ୍ଟାଡିୟମରେ ପ୍ରଥମ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍ରେ ବାଂଲାଦେଶ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆସନ୍ତା…
ଖାର୍ଗେଙ୍କୁ ଖୋଲା ଚିଠି ଲେଖିଲେ ଜେପି ନଡା
ନୂଆଦିଲ୍ଲୀ,୧୯।୯: ଭାଜପା ଜାତୀୟ ଅଧ୍ୟକ୍ଷ ଜେପି ନଡା ଗୁରୁବାର କଂଗ୍ରେସ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ କଂଗ୍ରେସ ସଭାପତିଙ୍କୁ ଉତ୍ତର ଦେଇଛନ୍ତି। ନଡା ଲେଖିଛନ୍ତି, ସମ୍ମାନିତ ଖାର୍ଗେ ଜୀ,…
ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ
ଭୁବନେଶ୍ୱର, ୧୯।୯(ସୁନିତ୍ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏକ କ୍ଷୁଦ୍ର ଗ୍ରାମରେ ଜନ୍ମ ନେଇ ବିଶ୍ୱର ସବୁଠୁ ବଡ଼ ଗଣତାନ୍ତ୍ରିକ ରାଷ୍ଟ୍ର…
ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?
ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ ହେବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡିଛି। ଏଥିପାଇଁ ନୀତି, ନିୟମ ଦୁଇ ଦିନ ମଧ୍ୟରେ…
ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍ ଧାନ ସଂଗ୍ରହ କରିବେ ସରକାର: ଏମ୍ଏସ୍ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ
ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ…
ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ
ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର ବିଷୟ ସାଜିଥିବା ବେଳେ ପ୍ରଥମରୁ ପୋଲିସ ଅଭିଯୋଗ ଗ୍ରହଣ କରି ଏପର୍ଯ୍ୟନ୍ତ ନୀରବ ରହିବା…
ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ
କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ…
କାହିଁକି ଆକାଉଣ୍ଟକୁ ଗଲା ନାହିଁ ସୁଭଦ୍ରା ଟଙ୍କା, ଏହାର ବଡ଼ କାରଣ କହିଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୯: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ତେବେ ଖାରଜ ହେବାର କାରଣ ମଧ୍ୟ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଆକାଉଣ୍ଟ ସଠିକ୍ ନ…
Archives


