Home Middle

ଆଜି ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ଶ୍ରୀନଗର/ଜମ୍ମୁ,୧୮ା୯(ପି.ଟି.):ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ୨୧୯ ପ୍ରାର୍ଥୀଙ୍କ…

ଲେଖିଲେ ୫୦ ହଜାର, ଦେଲେ ୫ ହଜାର

ଭୁବନେଶ୍ୱର,୧୮।୯(ଅନିଲ ଦାସ):କେନ୍ଦ୍ର ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ନୁହେଁ, ଅବହେଳା କରିଥିବା ବିଜେଡି ଅଭିଯୋଗ କରିଛି।  ଶଙ୍ଖଭବନରେ ଆୟୋଜିତ   ଖବରଦାତା ସମ୍ମିଳନୀରେ ବିଜେଡିର  ବରିଷ୍ଠ ନେତା ତଥା  ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା ଏବଂ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ…

ଲୋକଙ୍କ ଖାଦ୍ୟ ପାଇଁ ମରାଯିବ ୨୦୦ ହାତୀ

ହରାରେ, ୧୮।୯:ଏଲ୍‌ନିନୋ ପ୍ରଭାବରେ ଜିମ୍ବାଓ୍ବେ ଓ ଅନ୍ୟ ଦକ୍ଷିଣ ଆଫ୍ରିକୀୟ ଦେଶଗୁଡ଼ିକରେ ୪ ଦଶନ୍ଧି ମଧ୍ୟରେ ସବୁଠୁ ଉତ୍କଟ ମରୁଡ଼ି ସ୍ଥିତି ଦେଖାଦେଇଛି। ଏହାର ପ୍ରଭାବରେ ବହୁ ଫସଲ ନଷ୍ଟ ହେବା ସହ ୬.୮ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ଜିମ୍ବାଓ୍ବେରେ…

ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଅନୁରୋଧ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଲେ ଏହି ଦାବି

ଭୁବନେଶ୍ୱର,୧୭।୯: ରାଞ୍ଚିର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ମାମଲାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି। ରାଞ୍ଚିର ୧୯ ବର୍ଷ ବୟସରେ ଅଭିଷେକ ରବିଙ୍କ ମୃତ୍ୟୁକୁ…

ଯୁବକଙ୍କୁ ୨ କୋଟି ଟଙ୍କାର ଚାକିରୀ ଅଫର ଦେଲା ଗୁଗୁଲ୍

ନୂଆଦିଲ୍ଲୀ,୧୭।୯: ବିହାର ଜମୁଇ ଜିଲାର ଜଣେ କମ୍ପ୍ୟୁଟର ଇଂଜିନିୟର ଗୁଗୁଲ ଲଣ୍ଡନ ଅଫିସରେ ୨ କୋଟି ଟଙ୍କାର ଚାକିରୀ ପାଇଛନ୍ତି। ଏନଆଇଟି ପାଟନାରେ ନିଜର ବିଟେକ୍ ଶେଷ କରିଥିବା ଅଭିଷେକ କୁମାର ଆସନ୍ତା ମାସରୁ ଏହି ଚାକିରୀରେ ଯୋଗଦେବେ। ଅଭିଷେକଙ୍କ ବାପା…

ମୋଦିଙ୍କୁ ନେଇ ଷ୍ଟେଜରେ ବଡ଼କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ମଙ୍ଗଳବାର ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି। ନିଜ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ଜନତା ମୈଦାନରେ ଏହି ଯୋଜନାର ଶୁଭାରମ୍ଭ କରି କହିଛନ୍ତି ଯେ, ଆଗାମୀ ଦିନରେ ଓଡିଶାର ମହିଳାମାନଙ୍କ ଶକ୍ତି ଓ…

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ତୃତୀୟ କ୍ୱାର୍ଟର ସୁଦ୍ଧା…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ । ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ କେଜ୍‌ରିୱାଲ ଏହି ନିଷ୍ପତି ନେଇଥିଲେ। ଏଥିସହିତ ଏଏପି ଆତିଶି ମରଲେନାଙ୍କୁ ନୂତନ ମୁଖ୍ୟମନ୍ତ୍ରୀ…

ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୯: ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ। ଏହି ରୋକ ଅକ୍ଟୋବର ପର୍ଯ୍ୟନ୍ତ ଲାଗୁ ହେବ। ତେବେ ସାର୍ବଜନୀନ ସ୍ଥାନ ଜବରଦଖଲ ହଟାଇବା ଲାଗି ବୁଲଡୋଜର କାର୍ଯ୍ୟାନୁଷ୍ଠାନ ହୋଇପାରିବ। କୋର୍ଟ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରାଜ୍ୟ ମାନଙ୍କୁ ନିର୍ଦ୍ଦେଶ ଦେଇ…

୧୭ ପରେ ଆପ୍ଲାଏ କରିଥିବା ହିତାଧିକାରୀଙ୍କୁ କେବେ ମିଳିବ ଟଙ୍କା? ଜାଣନ୍ତୁ…

ଭୁବନେଶ୍ୱର,୧୭।୯: ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି ପିିଏମ । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି…

ଓଡ଼ିଶାରୁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି, ଚନ୍ଦ୍ରଚୂଡଙ୍କ ଘରକୁ ଯିବାକୁ ନେଇ ଉଠାଇଲେ ପ୍ରଶ୍ନ

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସି ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ତେବେ ଜନସଭାକୁ ସମ୍ବୋଧନ କରି ସେ କହିଛନ୍ତି, ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା । ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ…

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ମୋଦି: ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୧୬।୯ : ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା  ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri