Home Middle

ନବୀନଙ୍କ ଅସଲ ମୁଖା ଖୋଲିବେ ପ୍ରଦୀପ ପାଣିଗ୍ରାହୀ: ଓଡ଼ିଆ ନବବର୍ଷକୁ ଅପେକ୍ଷା

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ସହ ବିଜେଡିର ସମ୍ପର୍କରେ ତିକ୍ତତା ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଅନେକ ସମୟରେ ବିଜେଡି ବିରୋଧରେ ବିଷ ଓକାଳୁଥିବା ପ୍ରଦୀପ କେତେକ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ ବୁଧବାର…

ମଥୁରାନଗରୀରେ ହତ୍ୟାକାଣ୍ଡ:ଶାଳକଙ୍କ ଛୁରାମାଡରେ ଗଲା ଭିଣୋଇଙ୍କ ଜୀବନ

ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର (ମଥୁରାନଗରୀ)ରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ମଙ୍ଗଳା ଝୁମ୍ପୁଡିରେ ଏହି ହତ୍ୟାକାଣ୍ଡ ଘଟିଛି। ଶାଳକଙ୍କ ଛୁରାମାଡରେ ଭିଣୋଇଙ୍କ ଜୀବନ ଯାଇଛି। ମୃତକଙ୍କ ନାମ ଶଙ୍କର ଦାସ ବୋଲି ସୂଚନା ମିଳିଛି। ଗୋଟିଏ ପଟେ…

ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦର ଠାରେ…

Video: ତିରୁପତି ମନ୍ଦିରରେ ଦଳାଚକଟା: ୬ ମୃତ, ଅନେକ ଆହତ

ନୂଆଦିଲ୍ଲୀ,୮ା୧: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ…

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରିଯାପନ…

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ପୁରୀ, ସମ୍ବଲପୁର, ଭବାନୀପାଟଣା…

ଷଷ୍ଠ ପିଢ଼ିର ଲଢୁଆ ଜାହାଜ ପରୀକ୍ଷା କଲା ଚାଇନା, ଦୁଃଖ ପ୍ରକଶ କଲେ ଭାରତୀୟ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୮ା୧: ତେଜସ ଲଢୁଆ ବିମାନ ମିଳିବାରେ ଅହେତୁକ ବିଳମ୍ବକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଭାରତୀୟ ବାୟୁସେନାର ମୁଖ୍ୟ ମାର୍ଶାଲ ଏପି ସିଂହ। ମଙ୍ଗଳବାର ଏକ ସେମିନାରରେ ଯୋଗ ଦେଇ ସେ ଭାରତୀୟ ବାୟୁସେନାକୁ ଆବଶ୍ୟକୀୟ ଲଢୁଆ ବିମାନ ମିଳିବାରେ ହେଉଥିବା…

ଧରାପଡ଼ିଲେ ରସୁଲଗଡ଼ ବିଚ୍‌ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼ ଜିଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ…

ଦିଲ୍ଲୀ କାହାର ହେବ: ରାହୁଲଙ୍କୁ କଟାକ୍ଷ କଲେ ଅଖିଳେଶ, କହିଲେ ତୁମର ଦମ୍‌ ନାହିଁ…

ନୂଆଦିଲ୍ଲୀ,୮।୧: ଦିଲ୍ଲୀରେ ବାଜି ସାରିଛି ନିର୍ବାଚନୀ ବିଗୁଲ। ବିଗୁଲ ବାଜିବାର କିଛିକ୍ଷଣ ମଧ୍ୟରେ ଦିଲ୍ଲୀର ସବୁଦଳ ଅଣ୍ଟା କଷି ସାରିଛନ୍ତି। ତେବେ କଂଗ୍ରେସ ସମେତ ଏଏପି ଓ ଭାଜପା ମଇଦାନକୁ ଓହ୍ଲାଇଛନ୍ତି। ହେଲେ ଏହାରି ଭିତରେ ଦିଲ୍ଲୀ ରାଜନୀତିକୁ ରୋଚକ କରାଉଛି…

ISROର ନୂଆ ଅଧ୍ୟକ୍ଷ ଭି ନାରାୟଣନ୍‌ କିଏ? ଜାନୁଆରୀ ୧୪ରେ ନେବେ ଏସ୍‌ ସୋମନାଥଙ୍କ ସ୍ଥାନ 

ନୂଆଦିଲ୍ଲୀ,୮।୧: ଇସ୍ରୋର ନୂତନ ମୁଖ୍ୟ ହେବେ ବୈଜ୍ଞାନିକ ଭି ନାରାୟଣନ୍‌। ସେ ଅଧ୍ୟକ୍ଷ ଭାବେ ଏସ୍‌. ସୋମନାଥଙ୍କ ସ୍ଥାନ ନେବେ। ଏହାଛଡ଼ା ସେ ମହାକାଶ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। କ୍ୟାବିନେଟ୍‌ର ନିଯୁକ୍ତି କମିଟିର ନିର୍ଦ୍ଦେଶ ଅନୁଯାୟୀ ଭି…

ଆମେରିକା ଚାହିଁଲେ ୨ ଘଣ୍ଟାରେ ଗ୍ରୀନଲାଣ୍ଡ ଉପରେ କରିପାରେ କବ୍ଜା, ପଢ଼ନ୍ତୁ ସ୍ବତନ୍ତ୍ର ରିପୋର୍ଟ…

ନ୍ୟୁୟର୍କ,୮।୧: ଗ୍ରୀନଲ୍ୟାଣ୍ଡକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ‘ଗ୍ରେଟର୍‌ ଆମେରିକା’ ମିଶନ ଏକ ନୂଆ ଆଲୋଡ଼ନ ସୃଷ୍ଟି କରିଛି। ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ଆମେରିକାରେ ଅନ୍ତର୍ଭୁକ୍ତ କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଏପରିକି ସେ ସାମରିକ କାର୍ଯ୍ୟାନୁଷ୍ଠାନ…

ଠକେଇ ମାମଲାରେ ଦୋଷମୁକ୍ତ ପରେ ବର୍ଷିଲେ ପ୍ରଦୀପ ପାଣିଗ୍ରାହୀ, ମୋତେ…

ଭୁବନେଶ୍ୱର,୮।୧: ଠକେଇ ମାମଲାରେ ମଙ୍ଗଳବାର କୋର୍ଟ ବ୍ରହ୍ମପୁର ସଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଏହାପରେ ବୁଧବାର ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି ପ୍ରଦୀପ। ନିଜ ବିରୋଧରେ ମିଛ ମାମଲା ଏବଂ ତାଙ୍କର ଗିରଫଦାରୀକୁ ନେଇ ଜଣେ ଆଇପିଏସ ଅଫିସରଙ୍କୁ ମଧ୍ୟ ଟାର୍ଗେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri