Home Middle

ଗନ୍ଦେରବଲ ଆକ୍ରମଣ ପଛରେ ଲଶ୍କର

ଜମ୍ମୁ,୨୨ା୧୦: ଅନ୍ୟ ହିନ୍ଦୁ ମହିଳାଙ୍କ ଭଳି ପାରମ୍ପରିକ ବେଶଭୂଷାରେ ସଜେଇ ହୋଇ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରିଥିବା ରୁଚି ଅବରୋଲ ରବିବାର ସ୍ବାମୀଙ୍କ ଭିଡିଓ କଲ୍‌କୁ ଅପେକ୍ଷା କରିଥିଲେ। ଫୋନ୍‌ ଆସିଥିଲେ ସେ କରଓ୍ବା ଚଉଥ୍‌ ବ୍ରତ ଭାଙ୍ଗି ଖାଦ୍ୟ ଗ୍ରହଣ…

ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା…

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ମୋହନ ସରକାର, ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୨୧।୧୦: ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଇଛନ୍ତି। ସୋମବାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୫୦ରୁ ୫୩ ପ୍ରତିଶତକୁ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ଜୁଲାଇ ୧, ୨୦୨୪ରୁ ଏହା…

ଆସୁଛି ବାତ୍ୟା, ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ…

ଆସୁଛି ବାତ୍ୟା ‘ଦାନା’, ଜାଣନ୍ତୁ କେଉଁ ଜିଲାରେ କେତେ ବେଗରେ ହେବ ପବନ

ଭୁବନେଶ୍ୱର,୨୧।୧୦: ବାତ୍ୟା ‘ଦାନା’ ବଙ୍ଗୋପସାଗରରେ ଶକ୍ତି ଜୁଟାଉଥିବା ବେଳେ ଏହା ଓଡ଼ିଶାର ଭଦ୍ରକ ଏବଂ ବାଲେଶ୍ୱର ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ କେଉଁ ଜିଲାରେ…

ସୀମାରେ ଚାଇନା ସହିତ ବିବାଦ ନେଇ ବଡ଼ ସୂଚନା ଦେଲା ଭାରତ

ନୂଆଦିଲ୍ଲୀ,୨୧।୧୦: ଭାରତ ଏବଂ ଚାଇନା ମଧ୍ୟରେ ସୀମାରେ (ଏଲଏସି) ପେଟ୍ରୋଲିଂକୁ ନେଇ ନୂଆ ସହମତି ହୋଇଛି। ବିଦେଶ ମନ୍ତ୍ରଣାଳୟ ସୋମବାର ବୟାନ ଜାରି କରି ଏହି ସୂଚନା ଦେଇଛି। ଚାଇନାର ରାଷ୍ଟ୍ରପତି ସି. ଜିନପିଙ୍ଗଙ୍କ ସହିତ ଦ୍ୱିପାକ୍ଷିକ ଆଲୋଚନା ପ୍ରଶ୍ନରେ ବିଦେଶ…

ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ…

ଓଡ଼ିଶାର ଏହି ସ୍ଥାନରେ ମାଡ଼ ହେବ ବାତ୍ୟା: ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟାର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି…

ଥଣ୍ଡାପଡୁନି ମଣିପୁର

ଏବେ ଭାରତ-କାନାଡା ସମ୍ପର୍କ ବିଗିଡ଼ି ଯାଇଥିବାରୁ ତାହା ଉପରେ ଦେଶବ୍ୟାପୀ ଆଲୋଚନା ଜାରି ରହିଛି। କ’ଣସବୁ ପଦକ୍ଷେପ ନେଲେ ସ୍ଥିତିରେ ଉନ୍ନତି ଆସିବ ସରକାରୀ ସ୍ତରରୁ ଆରମ୍ଭ କରି ଗଣମାଧ୍ୟମ ଯାଏ ସବୁଆଡ଼େ ଏହି ପ୍ରସଙ୍ଗ ଉପରେ ନଜର। କୌଣସି ଦେଶ…

ନ୍ୟୁଜିଲାଣ୍ଡ ପ୍ରଥମ ଥର ଜିତିଲା ମହିଳା ଟି୨୦ ବିଶ୍ୱକପ, ପୁଣି ଭାଙ୍ଗିଲା ଦକ୍ଷିଣ ଆଫ୍ରିକା ସ୍ବପ୍ନ

ନୂଆଦିଲ୍ଲୀ,୨୦ା୧୦: ଆଇସିସି ମହିଳା ଟି୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୩୨ ରନ୍‌ରେ ହରାଇ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି। ଅନ୍ୟ ପକ୍ଷରେ ଚୋକର ନାମକୁ ପ୍ରମାଣିତ କରି କ୍ରମାଗତ ଦ୍ୱିତୀୟ ଫାଇନାଲରେ ପରାଜିତ ହୋଇଛି ଦକ୍ଷିଣ ଆଫ୍ରିକା। ଆମେଲିଆ…

ଜମ୍ମୁ କଶ୍ମିର: ଆତଙ୍କବାଦୀଙ୍କ ଗୁଳିରେ ଦୁଇ ପ୍ରବାସୀ ଶ୍ରମିକ ମୃତ

ନୂଆଦିଲ୍ଲୀ,୨୦ା୧୦: ରବିବାର ସନ୍ଧ୍ୟାରେ ଜମ୍ମୁ କଶ୍ମିରର ଗାନ୍ଦରବାଲ ଜିଲାର ସୋନମର୍ଗ ଅଞ୍ଚଳରେ ଆତଙ୍କବାଦୀମାନେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କୁ ହତ୍ୟା କରିଛନ୍ତି। ନିର୍ମାଣାଧୀନ ଟନେଲ ନିକଟରେ ଏହି ଆକ୍ରମଣ ହୋଇଥିଲା। ଏହି ଅଞ୍ଚଳକୁ ସୁରକ୍ଷିତ ରଖିବା ଏବଂ ତଦନ୍ତ ଆରମ୍ଭ କରିବା ପାଇଁ…

ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସୁବିଧା ଅସୁବିଧା ବୁଝିଲେ

ପୁରୀ,୨୦ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri