୧୧ କ୍ରସ୍ ଭୋଟିଂରେ ଦିଲୀପ ଜିତିଲେ
ଭୁବନେଶ୍ୱର, ୧୭।୪(ସୁନିତ୍ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍ ଧରିଛି। କଂଗ୍ରେସର ୩ ବିଧାୟକ ରମେଶ ଜେନା, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ କ୍ରସ୍…
ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ
ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ପତାକାଧାରୀ ଜାହାଜଗୁଡ଼ିକର ସୁରକ୍ଷିତ ପ୍ରବେଶ ପାଇଁ ଭାରତ ଚେଷ୍ଟା…
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ
ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର ୯ଟି ଜିଲା ଦେଇ ଅତିକ୍ରମ କରିବ। ଏହି ୬-ଲେନ୍ ବିଶିଷ୍ଟ ହାଇସ୍ପିଡ୍ କରିଡର…
ଗୋଟେ ଚୁଟ୍କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…
ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି । ସର୍ବାଧିକ ଭୋଟ ସହ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ କୁମାର ମଧ୍ୟ ବିଜୟୀ…
ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ
ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା ଏବଂ ଏହାର ସମର୍ଥିତ ପ୍ରାର୍ଥୀ ମୋଟ ୩ଟି ଆସନ ହାସଲ କରିଥିବାବେଳେ ବିରୋଧୀ…
ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ
ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ତଥା ଅଭିଜ୍ଞ ରାଜନେତା ଦିଲୀପ ରାୟ ବିଜୟୀ ହୋଇଛନ୍ତି।…
ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର
ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟ ଅନୁଯାୟୀ, ଦେଶର ମୋଟ ବେକାରୀ…
ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’
କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା ପରେ ଏବେ ଅନେକ ପ୍ରଶ୍ନ ଉଠିଛି। କ’ଣ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ…
ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର
କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ ଟିକେଟ୍ ଦେଇଛି। ଭାଜପା ଶୁଭେନ୍ଦୁ ଅଧିକାରୀଙ୍କୁ ନନ୍ଦିଗ୍ରାମ ଏବଂ ଭବାନୀପୁରରୁ ପ୍ରାର୍ଥୀ କରିଛି,…
SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…
ଭୁବନେଶ୍ୱର,୧୬ା୩(ସୁନିତ୍ ମିଶ୍ର): କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି। କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ…
LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର
ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍ଡ ନ୍ୟାଚୁରାଲ ଗ୍ୟାସ’ ବା PNG ବ୍ୟବହାର କରିବାକୁ ଗ୍ରାହକମାନଙ୍କୁ ପରାମର୍ଶ ଦିଆଯାଇଛି। କେବଳ ସେତିକି…
ଲୁଚାଇବା ଅନାବଶ୍ୟକ
ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ କହିଛନ୍ତି, ବାଧ୍ୟତାମୂଳକ ଋତୁସ୍ରାବ ଛୁଟି ଦିଆଗଲେ ତାହା ମହିଳାଙ୍କ ନିଯୁକ୍ତି ଉପରେ ପ୍ରତିକୂଳ…
Archives


