BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…
ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ୧୧ଟି…
ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା
ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍, ଇରାନ ରାଷ୍ଟ୍ରପତି ମାସୌଦ ପେଜେଶକିଆନ, ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା…
ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍କା
ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସେସ (GFZ) ଅନୁସାରେ, ଭୂକମ୍ପଟିର ଗଭୀରତା ପ୍ରାୟ ୩୭୬ କିଲୋମିଟର…
ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…
ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ ପୋଷ୍ଟ କରି ଲଦାଖ ପାଇଁ ସମର୍ଥନ ମାଗିଥିବା ବେଳେ କକରୋଚ ଜନତା ପାର୍ଟି…
ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…
ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା ପୂର୍ବରୁ ଚାଇନା ପକ୍ଷରୁ ସକାରାତ୍ମକ ଆଭିମୁଖ୍ୟ ପ୍ରକାଶ ପାଇଛି। ଶୁକ୍ରବାର ଚାଇନା ବୈଦେଶିକ…
ତାଜ୍ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ ତାଜ ପ୍ୟାଲେସରୁ ଆରମ୍ଭ କରି ITC ମୌର୍ଯ୍ୟ ପର୍ଯ୍ୟନ୍ତ, ଦିଲ୍ଲୀର ବିଳାସପୂର୍ଣ୍ଣ ହୋଟେଲଗୁଡ଼ିକ…
ଓରାଙ୍ଗ୍ଉଟାନ ଶାବକଙ୍କ ଡିଏନ୍ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି
ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ପ୍ରଦୀପ ମୀରାସେ କହିଛନ୍ତି, ଓରାଙ୍ଗ୍ଉଟାନମାନଙ୍କୁ ସମ୍ପୂର୍ଣ୍ଣ ଭାବେ ସିସିଟିଭି ବଳୟ ଭିତରେ ରଖାଯାଇଛି।…
ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି
ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ…
ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍ପିଙ୍ଗଙ୍କୁ ଅପେକ୍ଷା
ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ ତାଙ୍କୁ ଜୋରଦାର ସ୍ବାଗତ ଜଣାଇଥିଲେ। କେନ୍ଦ୍ର ମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂହ ରାଠୋର ପାଲାମ…
ଭାଙ୍ଗିଲା ସବୁ ରେକର୍ଡ: ସବୁଠୁ ଉତ୍ତପ୍ତ ମାସ ସାଜିଲା ଅଗଷ୍ଟ ୨୦୨୬
ନୂଆଦିଲ୍ଲୀ,୧୧।୯(ପି.ଟି.): ‘ଅଗଷ୍ଟ ୨୦୨୬’ ବିଶ୍ୱ ଇତିହାସରେ ସବୁଠାରୁ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି। ବିଶ୍ୱର ହାରାହାରି ଭୂପୃଷ୍ଠ ବାୟୁ ତାପମାତ୍ରା ୧୬.୯୬ ଡିଗ୍ରୀ ସେଲ୍ସିୟସ ରହିବା ସହ ଏହା ‘ଜୁଲାଇ ୨୦୨୩’ର ସର୍ବାଧିକ ତାପମାତ୍ରା ରେକର୍ଡ (୧୬.୯୫ ଡିଗ୍ରୀ ସେଲ୍ସିୟସ)…
ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video
ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫ ଓରାଙ୍ଗ୍ଉଟାନ ଶାବକଙ୍କୁ ଏବେ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ୧୦ଦିନ ଯାଏ ଚାପମୁକ୍ତ ରଖିବାକୁ ପ୍ରୟାସ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…
ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ କରିଛନ୍ତି। ଓଡ଼ିଶା ଏବଂ ୟୁଏଇ ମଧ୍ୟରେ ଅର୍ଥନୈତିକ ଏବଂ ପୁଞ୍ଜିନିବେଶ ସମ୍ପର୍କକୁ ସୁଦୃଢ଼…

