Home Middle

ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଶାନ୍ତି ଆଲୋଚନା ପାଇଁ ମସ୍କୋ ଆସିବାକୁ ରୁଷିଆ ପୁନର୍ବାର ନିମନ୍ତ୍ରଣ କରିଛି।…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ ପହଞ୍ଚିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପିତ କରିଥିବା ଭାରତର ଅର୍ଥନୈତିକ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜୟ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ ଉଭୟଙ୍କ ମଧ୍ୟରେ ହୋଇଛି ଆଲୋଚନା। ଏହି ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାର ଦୀର୍ଘକାଳୀନ ବିକାଶ…

ଭାରତୀୟ ସେନା ପାଇଁ ‘ସୁରକ୍ଷା କବଚ’: ହୃଦଘାତ ପୂର୍ବରୁ ସତର୍କ କରାଇବ ସ୍ବଦେଶୀ ଚିପ୍

ନୂଆଦିଲ୍ଲୀ,୨୯।୧: ଭାରତୀୟ ସେନା ପାଇଁ ଏକ ଚମତ୍କାରୀ ଚିପ୍ ବିକଶିତ କରିଛି DRDO। ଦିଲ୍ଲୀର ମିରାଣ୍ଡା ହାଉସ କଲେଜ ଏବଂ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO) ର ମିଳିତ ସହଯୋଗରେ ଏକ ସ୍ୱଦେଶୀ ବାୟୋଲୋଜିକାଲ ଚିପ୍ ବିକଶିତ କରାଯାଇଛି।…

ଭୁବନେଶ୍ୱରରେ ଡେଲିଭରି ବୟଙ୍କୁ ମାରି ଫିଙ୍ଗିଦେଲେ ! ବିଲ ଭିତରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୯।୧(ତ୍ରିନାଥ ମହାନ୍ତି): ମଞ୍ଚେଶର ଥାନା ଅନ୍ତର୍ଗତ ପାଣ୍ଡରା ନିକଟରେ ଥିବା ବିଲ ମଝିର ଏକ ପାଚେରୀ କଡ଼ରୁ ଜଣେ ଡେଲିଭରୀ ବଏଙ୍କ ସନ୍ଦେହ ଜନକ ମୃତଦେହ ଜବତ ହୋଇଛି। ବେକରେ ଗାମୁଛା ବନ୍ଧା ହୋଇ ଏକ ଗଛରେ ଝୁଲୁଥିବାର ଦେଖିବାକୁ ମିଳିଛି।…

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ ସ୍ୱାମୀ ଡମ୍ବେଲ୍‌ରେ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା ସନ୍ଦେହଜନକ ନଗଦ ଅର୍ଥ ଜବତ କରାଯାଇଛି। ହେପାଟୋଲୋଜି ବିଭାଗର…

‘ଡିଜିଟାଲ୍ ନିଶା’ରେ ଭାରତୀୟ ଯୁବପିଢ଼ି: ଚିନ୍ତା ପ୍ରକଟ କଲେ ସରକାର

ନୂଆଦିଲ୍ଲୀ,୨୯।୧: ଦିନକୁ ଦିନ ଭାରତୀୟ ଯୁବପିଢ଼ିଙ୍କ ଡିଜିଟାଲ ନିଶା ବଢ଼ିବାରେ ଲାଗିଛି। ସଂସଦରେ ଉପସ୍ଥାପିତ ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ଏହି ଧାରାକୁ ‘ଉଦ୍‌ବେଗଜନକ’ ବୋଲି ଦର୍ଶାଯାଇଛି। ବିଶେଷ କରି ଶିଶୁ ଏବଂ କିଶୋରମାନଙ୍କ ମଧ୍ୟରେ ଦ୍ରୁତ ଗତିରେ ବଢୁଥିବା ଡିଜିଟାଲ୍…

ଭାରତରେ ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଡିଜିଟାଲ୍ ବିପ୍ଳବ: ୬୧% ବ୍ୟବହାରକାରୀ ଦେଖୁଛନ୍ତି ସର୍ଟ-ଭିଡିଓ

ନୂଆଦିଲ୍ଲୀ,୨୯।୧: ଭାରତରେ ଡିଜିଟାଲ୍ ବିପ୍ଳବ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ‘ଇଣ୍ଟରନେଟ୍ ଆଣ୍ଡ ମୋବାଇଲ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ (IAMAI) ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା ଭାରତରେ ସକ୍ରିୟ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୯୫ କୋଟି ଟପିଛି। ଭାରତର ମୋଟ…

ନୂଆ UGC ନିୟମରେ ରୋକ ଲଗାଇଲେ ସୁପ୍ରିମକୋର୍ଟ, ସିଜେଆଇ କହିଲେ…

ନୂଆଦିଲ୍ଲୀ,୨୯ା୧: ସୁପ୍ରିମକୋର୍ଟ ନୂଆ ୟୁଜିସି ନିୟମକୁ ଚ୍ୟାଲେଞ୍ଜ କରି ଆଜି ଅର୍ଥାତ୍‌ ଜାନୁଆରୀ ୨୯ରେ ଆବେଦନଗୁଡ଼ିକର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ  ମନ୍ତବ୍ୟ ଦେଇଥିଲେ ଯେ, ଆମକୁ ଏକ ଜାତିହୀନ ସମାଜ ଆଡ଼ିକୁ…

Economic Survey 2026: ବଜେଟ୍ ପୂର୍ବରୁ ଖୁସିଖବର, ଜିଡିପି ଅଭିବୃଦ୍ଧି…

ନୂଆଦିଲ୍ଲୀ,୨୯।୧: କେନ୍ଦ୍ରୀୟ ବଜେଟ ପୂର୍ବରୁ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ଦଲିଲ୍ ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ସତ୍ତ୍ୱେ ଭାରତର ଅଭିବୃଦ୍ଧି…

‘Reform, Perform, and Transform…’ ବଜେଟ ପୂର୍ବରୁ ଦେଶକୁ କି ବାର୍ତ୍ତା ଦେଲେ ମୋଦି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୨୯।୧: ଦେଶର ରାଜନୈତିକ ଏବଂ ଅର୍ଥନୈତିକ ଦିଗ ନିର୍ଣ୍ଣୟ କରୁଥିବା ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ, ପ୍ରମୁଖ ଅର୍ଥନୈତିକ ନିଷ୍ପତ୍ତି ଏବଂ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ଉଷ୍ମ ବିତର୍କ ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri