ଦୁଃଖ ଜଣାଇବାକୁ ଆସିଛନ୍ତି ଶତାଧିକ ଲୋକ, ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୮: ସୋମବାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପଞ୍ଜୀକରଣ ପାଇଁ ଲୋକଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପଞ୍ଜୀକରଣ କରି ମୁଖ୍ୟମନ୍ତ୍ରୀଙ୍କୁ ନିଜ ଅଭିଯୋଗ ତଥା ଦୁଃଖ ଶୁଣାଇବା ପାଇଁ ଏକାଠି ହୋଇଛନ୍ତି ଶତାଧିକ ଲୋକ। ମୁଖ୍ୟମନ୍ତ୍ରୀ…
ଦିଲ୍ଲୀ ସରକାରଙ୍କୁ ବଡ଼ ଝଟ୍କା, ସୁପ୍ରିମକୋର୍ଟ ଶୁଣାଇଲେ ଏହି ବଡ଼ ରାୟ
ନୂଆଦିଲ୍ଲୀ,୫ା୮: ସୁପ୍ରିମକୋର୍ଟ ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ନର (ଏଲଜି)ଙ୍କ ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନ (ଏମ୍ସିଡି)ରେ ୧୦ ଜଣ ‘ଆଲର୍ଡମ୍ୟାନ’ ବା ମନୋନୀତ କାଉନସିଲରଙ୍କୁ ମନୋନୀତ କରିବା ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଏମ୍ସିଡିରେ କାଉନସିଲରଙ୍କୁ ମନୋନୀତ କରିବାର ଅଧିକାର…
ବାଂଲାଦେଶ ହିଂସା: ୩୦୦ ଜଣଙ୍କ ଜୀବନ ଗଲାଣି, ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ହେଲା କର୍ଫ୍ୟୁ
ଢାକା,୫ା୮: ବାଂଲାଦେଶରେ ସରକାରୀ ଚାକିରିରେ ସଂରକ୍ଷଣ ଶେଷ ହେବା ଏବଂ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ଇସ୍ତଫା ଦାବିରେ ଶାସକ ଦଳର ସମର୍ଥକ ଏବଂ ସମର୍ଥକଙ୍କ ମଧ୍ୟରେ ଘଟିଥିବା ହିଂସା ଘଟଣାରେ ୧୪ ଜଣ ପୋଲିସ କର୍ମଚାରୀଙ୍କ ସମେତ ପ୍ରାୟ ୩୦୦ ଲୋକ…
ଆଜି ଆସିବ ରତ୍ନଭଣ୍ଡାରର ବଡ଼ ନିଷ୍ପତ୍ତି
ପୁରୀ,୫ା୮: ରତ୍ନଭଣ୍ଡାରର ମରାମତି ପାଇଁ ସୋମବାର ବାଜିପାରେ ମୋହର। ଏନେଇ ଶ୍ରୀମନ୍ଦିରର ଗୁରୁତ୍ୱପୂର୍ଣ୍ଣ ପରିଚାଳନା କମିଟି ବୈଠକ ବସିବ। ଆଜିର ଏହି ବୈଠକ ପରେ ଚୂଡ଼ାନ୍ତ ରୂପରେଖ ନେଇ ବଡ଼ ନିଷ୍ପତ୍ତି ସାମ୍ନାକୁ ଆସିବ। ରତ୍ନ ସ୍ଥାନାନ୍ତର ପରେ ମରାମତି ଆଡ଼କୁ…
କିଏ ହେବେ ରାଜ୍ୟ ପୋଲିସ ମୁଖିଆ, ୩ ବରିଷ୍ଠ IPS ଙ୍କୁ ଗଲା ଚିଠି
ଭୁବନେଶ୍ୱର,୫।୮: ରାଜ୍ୟରେ ସାଧାରଣ ନିର୍ବାଚନ ଶୃଙ୍ଖଳାର ସହିତ ଶେଷ ହୋଇଛି। ନକ୍ସଲ ଉପଦ୍ରୁତ ଅଞ୍ଚଳରେ ବି। ଏଥିପାଇଁ ଖୋଦ ଜାତୀୟ ନିର୍ବାଚନ କମିଶନର ଓଡ଼ିଶା ପୋଲିସକୁ ପ୍ରଶଂସା କରିଛନ୍ତି। ତେବେ ଏହାରି ଭିତରେ ମୋହନ ମାଝି ସରକାର ପୋଲିସ ମହାନିର୍ଦ୍ଦେଶକ ଅରୁଣ…
ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଟାର୍ଗେଟ କଲେ ବ୍ରିଜଭୂଷଣ, କହିଲେ ୟୁପିରେ ହେବ ବଡ଼ ଭୂକମ୍ପ…
ନୂଆଦିଲ୍ଲୀ,୮।୫: କୁସ୍ତିଯୋଦ୍ଧାଙ୍କୁ ର୍ଦୁବ୍ୟବହାର କରିବା ମାମଲାରେ ଭାଜପା ନେତା ବ୍ରିଜଭୂଷଣ ଶରଣ ସିଂ ଅଡୁଆରେ ରହି ଆସିଛନ୍ତି। ଯାହାକୁ ନେଇ ଚଳିତ ନିର୍ବାଚନରେ ଭାଜପା ତାଙ୍କୁ ଟିକେଟ୍ ଦେଇ ନ ଥିଲା। ତେବେ ଏହାରି ଭିତରେ ବ୍ରିଜଭୂଷଣ ନିଜ ଦଳର ନେତାଙ୍କୁ…
ଫେଲ୍ ମାରିଲା ଟିମ୍ଇଣ୍ଡିଆର ବ୍ୟାଟିଂ ଲାଇନ୍: ଶ୍ରୀଲଙ୍କା ବିଜୟୀ
କଲମ୍ବୋ, ୪ା୮: ଭାରତ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ର ଦ୍ୱିତୀୟ ମ୍ୟାଚ୍କୁ ୩୨ରନ୍ରେ ଜିତି ନେଇଛି ଶ୍ରୀଲଙ୍କା। ପ୍ରଥମେ ବ୍ୟାଟିଂ କରି ଦଳ ୫୦ ଓଭରରେ ୯ ଉଇକେଟ ହରାଇ ୨୪୦ ରନ୍ କରିଥିଲା। ଜବାବରେ ଭାରତ ୪୨.୨…
ମେଟଲ୍ ମିଟ୍ ୨୦୨୪: ସିନିୟର ବିଭାଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍
ଭୁବନେଶ୍ୱର,୪ା୮(ଅସମାପିକା ସାହୁ) ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କ୍ରିଷ୍ଟାଲ କ୍ରାଉନ୍ ହୋଟେଲରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତାର ଷଷ୍ଠ ସଂସ୍କରଣ ‘ମେଟଲ୍ ମିଟ୍ ୨୦୨୪’ର ରବିବାର ଶେଷ ହୋଇଛି । ଗ୍ରାଣ୍ଡ ଫିନାଲେରେ ସିନିୟର ବିଭାଗର…
ଓ୍ବାୟନାଡ ଗଲା ବ୍ରହ୍ମପୁରର ସନ୍ଧାନୀ କୁକୁର ‘ଷ୍ଟର୍ମ’
ବ୍ରହ୍ମପୁର,୪ା୮: କେରଳର ଓ୍ବାୟନାଡରେ ଭୂସ୍ଖଳନ ପରେ ମାଟିତଳୁ ଚାଲିଛି ଜୀବନ ଖୋଜା। ଭୂ-ସ୍ଖଳନର ମହାବିପର୍ଯ୍ୟୟରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଏହି ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ବ୍ରହ୍ମପୁର ପୋଲିସର ସନ୍ଧାନୀ କୁକୁର…
ଜୁନିୟର ଗ୍ରୁପ୍ରେ ବାଜି ମାରିଲା ଭୁବନେଶ୍ୱରର ଡିଏଭି
ଭୁବନେଶ୍ୱର,୪ା୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ ମିଟ-୨୦୨୪’ର ଗ୍ରାଣ୍ଡ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍ରେ ରବିବାର ଅନୁଷ୍ଠିତ ହୋଇଥିଲା। ଗ୍ରାଣ୍ଡ ଫିନାଲେରେ ଜୁନିୟର ଓ…
ମେଟଲ୍ ମିଟ୍-୨୦୨୪: ଆରମ୍ଭ ହେଲା ଗ୍ରାଣ୍ଡ୍ ଫିନାଲେ
ଭୁବନେଶ୍ୱର,୪ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୨୪’ର ଗ୍ରାଣ୍ଡ୍ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍ରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍ ଫିନାଲେରେ ଜୁନିୟର ଓ ସିନିୟର…
ବ୍ରିଟେନ୍କୁ ଧୂଳି ଚଟାଇ ସେମିଫାଇନାଲ୍ରେ ଭାରତ
ପ୍ୟାରିସ୍,୪।୮: ଭାରତୀୟ ହକି ଦଳ କ୍ୱାର୍ଟର ଫାଇନାଲରେ ଗ୍ରେଟ ବ୍ରିଟେନକୁ ପରାସ୍ତ କରି କରିଛି। କ୍ୱାର୍ଟର ଫାଇନାଲରେ ଶୁଟ-ଆଉଟ ୪-୨ରେ ପରାସ୍ତ କରି ଗ୍ରେଟ ବ୍ରିଟେନକୁ ପରାସ୍ତ କରି ଭାରତୀୟ ହକି ଦଳ ସେମିଫାଇନାଲରେ ପ୍ରବେଶ କରିଛି। କ୍ରମାଗତ ଦ୍ୱିତୀୟ ଥର…
Archives


