Home Middle

ଫସଲ କ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତାକାଲି ସୁଦ୍ଧା ଆବେଦନ ନ କଲେ…

ଭୁବନେଶ୍ୱର,୨୮ା୧୨: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ…

ନୂଆବର୍ଷରେ ପୁରୀ ଆସିବାର ଥିଲେ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୮ା୧୨: ଡିସେମ୍ବର ୩୧ରୁ ନୂଆବର୍ଷ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେବ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ୬୦ ପ୍ଲାଟୁନ ଫୋର୍ସ ଏହିଦିନ ପୁରୀରେ ନିଯୁକ୍ତି ହେବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ…

କିଏ ସେହି ନୀତୀଶ ରେଡ୍ଡୀ, ଯିଏ ଅଷ୍ଟ୍ରେଲିଆକୁ ପିଆଇଲେ ପାଣି

ମେଲବୋର୍ନ,୨୮।୧୨: ମେଲବୋର୍ନ ଟେଷ୍ଟରେ ଏକ ଶତକ ସ୍କୋର କରି ଇତିହାସ ସୃଷ୍ଟି କରିଛନ୍ତି ନୀତୀଶ ରେଡ୍ଡୀ। ନୀତୀଶଙ୍କୁ ମାତ୍ର ୨୧ ବର୍ଷ କିନ୍ତୁ ବ୍ୟାଟିଂରେ ତାଙ୍କର ପରିପକ୍ୱତା ଏତେ ଯେ ଯେମିତି ତାଙ୍କର ଅନେକ ବର୍ଷର ଅଭିଜ୍ଞତା ଅଛି। ତାଙ୍କର ଅଭିଜ୍ଞତା…

ନୀତୀଶ ରେଡ୍ଡୀଙ୍କ ଚମତ୍କାର ଶତକ: ଭୋ ଭୋ ହୋଇ କାନ୍ଦିଲେ ବାପା

ମେଲବୋର୍ନ,୨୮।୧୨: ମେଲବୋର୍ନରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ଟେଷ୍ଟରେ ନୀତୀଶ କୁମାର ରେଡ୍ଡୀ ଚମତ୍କାର ଶତକ ହାସଲ କରିଥିଲେ। ଅଷ୍ଟ୍ରେଲିଆର ଶକ୍ତିଶାଳୀ ତଥା ଅଭିଜ୍ଞ ବୋଲର ନୀତୀଶଙ୍କ ଆଗରେ ଫେଲ୍‌ ମାରିଥିବା ଦେଖାଯାଇଛି। ଶତକ ପୂରଣ କରିବା ପରେ ନୀତୀଶଙ୍କ ପିତା…

ଅନ୍ତିମ ଯାତ୍ରାରେ ବାହାରିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୮।୧୨: ଅନ୍ତିମ ଯାତ୍ରାରେ ବାହାରଛନ୍ତି ମନମୋହନ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂ। ନିଗମବୋଧ ଘାଟକୁ ତାଙ୍କ ପାଥିବ ଶରୀରକୁ ନିଆଯାଉଛି। ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ ସମୟରେ ତାଙ୍କର ଶେଷକୃତ୍ୟ ନୂଆଦିଲ୍ଲୀର ନିଗମବୋଧ…

ମୁଁ ନଇଁବି ନାହିଁ…ଅର୍ଦ୍ଧଶତକ ପରେ ପୁଷ୍ପା ଷ୍ଟାଇଲ୍‌ରେ ସେଲିବ୍ରେଶନ କଲେ ନୀତୀଶ

ମେଲବୋର୍ନ,୨୮।୧୨: ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଚତୁର୍ଥ ଟେଷ୍ଟର ପ୍ରଥମ ଇନିଂସରେ ଏପର୍ଯ୍ୟନ୍ତ ଭାରତୀୟ ଏବଂ ଅଷ୍ଟ୍ରେଲିଆ ଦ୍ୱାରା ପାଞ୍ଚ ଅର୍ଦ୍ଧଶତକ ଏବଂ ଏକ ଶତକୀୟ ସ୍କୋର କରାଯାଇଛି। ଏଥିରେ ଅଷ୍ଟ୍ରେଲୀୟ ଯୁବ…

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ଟ୍ରକ୍‌: ଡ୍ରାଇଭର୍‌ ଜୀବନ୍ତ ଦଗ୍ଧ

ଭବାନୀପାଟଣା/କେସିଙ୍ଗା,୨୮।୧୨(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ପାଷ୍ଟିକୁଡି-ନାସିଗାଁ ମଝିରେ ଥିବା ୨୬ ନମ୍ବର ଜାତୀୟ ରାଜପଥରେ ଚାଉଳ ବୋଝେଇ ଟ୍ରକ ଓ କୋଇଲା ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨ଟ୍ରକ ନିଆଁ ଲାଗି ପାଉଁଶ…

ପୁଣି ବର୍ଷା ସମ୍ଭାବନା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା):ପଶ୍ଚିମା ଝଡ଼ ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଉତ୍ତର ତଥା ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୩୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ…

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୪ ବର୍ଷ ହୋଇଥିତ୍ଲା। ସେ ରକ୍ତ କର୍କଟରେ ପୀଡ଼ିତ…

ଲ’ କମିଶନ ଗଠନ କଲେ ରାଜ୍ୟ ସରକାର:ଜଷ୍ଟିସ ବିଶ୍ୱନାଥ ରଥ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ରାଜ୍ୟ ସରକାର ଲ’ କମିଶନ ଗଠନ କରିଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ଲ’ କମିଶନ ଅଧ୍ୟକ୍ଷ ଭାବେ…

ବଳିଦାନ ଦେବା, ନିଜ ଜୀବନ ଦେବା ଏକ ମୁସଲମାନର ଗର୍ବ … ତାଲିବାନକୁ କାହିଁକି ଚ୍ୟାଲେଞ୍ଜ କରୁଛି ପାକିସ୍ତାନୀ ସେନା ?

ନୂଆଦିଲ୍ଲୀ,୨୭ା୧୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପର୍କ ଲମ୍ବା ସମୟ ଧରି ତିକ୍ତତାପୂର୍ଣ୍ଣ ରହିଥିଲା ବେଳେ ନିକଟରେ ଏହା ଆହୁରି ବିଗିବାରେ ଲାଗିଛି। ଆଫଗାନିସ୍ତାନରେ ପାକିସ୍ତାନ ସେନା ଦ୍ୱାରା କରାଯାଇଥିବା ଆକାଶମାର୍ଗରୁ ଆକ୍ରମଣ ପରେ ବିବାଦ ଆହୁରି ବଢି ଯାଇଛି, ଯେଉଁଥିରେ…

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri