Home Middle

ପଲଟି ଗଲେ କି ପଲଟୁରାମ! ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ NITI ଆୟୋଗର ପରିଚାଳନା ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ଏହି ସଭା ଅନୁଷ୍ଠିତ ହେଉଛି। ଇଣ୍ଡିଆ ମେଣ୍ଟ ଶାସିତ ରାଜ୍ୟମାନଙ୍କ…

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା ଟପିଯାଇଛି । କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନାହିଁ । ବାହାର ରାଜ୍ୟରୁ…

ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଲା ହାରିସ

ଓ୍ବାଶିଂଟନ,୨୭।୭: ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ସୋସିଆଲ ମିଡିଆରେ ଉପରାଷ୍ଟ୍ରପତି ହାରିସ ସୂଚନା ଦେଇ କହିଛନ୍ତି, ପ୍ରତି ଭୋଟ ଜିତିବା ପାଇଁ ପ୍ରୟାସ କରାଯିବ। ତେବେ ଦଳ ତାଙ୍କୁ ବିଶ୍ବାସ କରିଥିବାରୁ କମଲା ହାରିସ ଖୁସୀ…

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ପ୍ରଥମେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦…

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ ଜନତା…

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ…

କଂଗ୍ରେସର ନିକଟତର ହେଉଛନ୍ତି ନବୀନ-ରେଡ୍ଡୀ, ଏପଟେ ମୋଦିଙ୍କୁ ଭେଟିବେ ମମତା, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୬।୭: ଇଣ୍ଡିଆ ମେଣ୍ଟର ଅନ୍ୟତମ ପ୍ରମୁଖ ସଦସ୍ୟ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ ନେଇ ଏବେ ଜୋରଦାର ଚର୍ଚ୍ଚା। ଯାହା ମେଣ୍ଟରେ ଫାଟ ହେବାନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନୀତି ଆୟୋଗକୁ ବିରୋଧୀ ଦଳରେ ଥିବା ମୁଖ୍ୟମନ୍ତ୍ରୀ ବୟକଟ…

୨ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ୨ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ଦୁଇଟି ନୂଆ ପ୍ରକଳ୍ପ ହେଉଛି ଇଏସଆଇ ହସ୍ପିଟାଲ। କେନ୍ଦୁଝର ଓ ସୋନପୂର ସହରରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର…

ଇଣ୍ଡିଆ ମେଣ୍ଟରେ ଫାଟ! ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତି ଆୟୋଗ ବୈଠକରେ ଯୋଗଦେବେ। ସେ ମଧ୍ୟ ଏହି ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀ ଯାଇଛନ୍ତି। ତାଙ୍କ ସହ ଦିଲ୍ଲୀର ତୃଣମୂଳ କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ମଧ୍ୟ ଆସୁଛନ୍ତି। ମମତା…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର…

ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍‌ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମବିବାରେ ଲାଗିଛି। ଶୁକ୍ରବାର…

କାର୍‌ଗିଲ୍‌ରୁ ପାକିସ୍ତାନକୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଦାଖର ୟୁନିଅନ ଟେରିଟୋରୀରେ ପହଞ୍ଚିଥିଲେ। କାର୍‌ଗିଲ ବିଜୟ ଦିବସ ଅବସରରେ ସେ ଓ୍ବାର୍‌ ମେମୋରିଆଲରେ ପହଞ୍ଚି ପାକିସ୍ତାନ ବିରୋଧରେ ଯୁଦ୍ଧରେ ଶହୀଦ ହୋଇଥିବା ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କାର୍ଗିଲରୁ ପାକିସ୍ତାନକୁ ଚେତାବନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri