Home Middle

SC-ST କୋଟା କର୍ମଚାରୀ ଛାଡ଼ିବେ କି ଚାକିରି? ସୁପ୍ରିମକୋର୍ଟ ଦେଲେ ବଡ଼ ବୟାନ, କହିଲେ…

ନୂଆଦିଲ୍ଲୀ,୨୯ା୮: ଅନୁସୂଚିତ ଜାତି-ଅନୁସୂଚିତ ଜନଜାତି କୋଟା ଅଧୀନରେ ସରକାରୀ ଚାକିରି ଏବେ ବିପଦରେ ରହିଛି। ଏଭଳି ପରିସ୍ଥିତିରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ସେମାନଙ୍କୁ ଆଶ୍ୱସ୍ତି ଆଣି ଦେଇଛି। ଏହି ଲୋକମାନେ ଏସ୍‌ସି-ଏସ୍‌ଟି କୋଟା ଅଧୀନରେ କେନ୍ଦ୍ର ସରକାର ଏବଂ ପବ୍ଲିକ ସେକ୍ଟର ବ୍ୟାଙ୍କଗୁଡ଼ିକରେ…

ଏସବିଆଇରେ ବଡ଼ ଠକେଇ, ଲୁଟେରାଙ୍କ ସହ ମିଶି ୧୭୫କୋଟି ଟଙ୍କା ଲୁଟ୍‌ କଲେ ବ୍ୟାଙ୍କ ମ୍ୟାନେଜର

ହାଇଦ୍ରାବାଦ,୨୯।୮: ଭାରତୀୟ ଷ୍ଟେଟ ବ୍ୟାଙ୍କରେ ହୋଇଛି ବଡ଼ ଠକେଇ। ଆଉ ଏହି ଠକେଇରେ ସାମିଲ୍‌ ଅଛନ୍ତି ଖୋଦ୍‌ ବ୍ୟାଙ୍କ ମ୍ୟାନେଜର। ଲୁଟେରାଙ୍କ ସହ ମିଶି ବ୍ୟାଙ୍କରୁ ୧୭୫କୋଟି ଟଙ୍କା ଲୁଟ୍‌ କରିଛନ୍ତି ବ୍ୟାଙ୍କ ମ୍ୟାନେଜର। ଏପରି ଘଟଣା ଦେଖିବାକୁ ମିଳିଛି ହାଇଦ୍ରାବାଦର…

‘ଚାଇନା ନାଗରିକ ତୁରନ୍ତ ପାକିସ୍ତାନ ଛାଡ଼ନ୍ତୁ, ନଚେତ୍‌ ଯେଉଁଠି ଦେଖିବୁ ସେଠି ସିଧାସଳଖ ହତ୍ୟା କରିବୁ’

ଇସଲାମାବାଦ୍‌,୨୯ା୮: ପାକିସ୍ତାନ ଭିତରେ ଦୁଇଦିନ ମଧ୍ୟରେ ବାଲୁଚ ଲିବରେଶନ ଆର୍ମି ଦ୍ୱାରା ସୃଷ୍ଟି ହୋଇଥିବା ବିଦ୍ରୋହ ପାକିସ୍ତାନୀ ସେନାର ଅବସ୍ଥାକୁ ଆହୁରି ଖରାପ କରିଦେଇଛି। ବାଲୁଚ ଲିବରେଶନ ଆର୍ମି (ବିଏଲ୍‌ଏ) ବର୍ତ୍ତମାନ ପାକିସ୍ତାନ ଭିତରେ ରହୁଥିବା ଚାଇନା ନାଗରିକମାନଙ୍କୁ ପାକିସ୍ତାନ ଛାଡ଼ିବାକୁ…

ବଦଳିଲା ସ୍ବର, ରାହୁଲଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସ୍ମୃତି ଇରାନୀ! କହିଲେ ସଫଳତାର ସ୍ବାଦ ଚାଖିଛନ୍ତି…

ନୂଆଦିଲ୍ଲୀ,୨୯।୮: ନିକଟରେ ଏକ ସାକ୍ଷାତକାରରେ ନିଜ କଡା ପ୍ରତିଦ୍ୱନ୍ଦୀ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିଷୟରେ ବଡ଼ ବୟାନ ଦେଇଛନ୍ତି ଭାଜପା ନେତା ସ୍ମୃତି ଇରାନୀ। ପୂର୍ବ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଇରାନୀ କହିଛନ୍ତି, ରାହୁଲ ଭାବନ୍ତି ଯେ, ସେ…

ରାହୁଲଙ୍କ ଟେନଶନ ବଢାଇଲେ ଅଖିଳେଶ, ଖୋଲାଖୋଲି ମାଗୁଛନ୍ତି ଏତେ ସିଟ୍‌

ନୂଆଦିଲ୍ଲୀ,୨୯।୮: ୟୁପିରେ କଂଗ୍ରେସ ସହ ମେଣ୍ଟ କରିବା ପରେ ଏସପି ଲୋକ ସଭା ନିର୍ବାଚନରେ ଅତୁଳନୀୟ ସଫଳତା ପାଇଛି। ଏହା ପରେ ଏସପି ମୁଖ୍ୟ ଅଖିଳେଶ ଯାଦବ ୟୁପି ବାହାରେ ନିଜକୁ ମଜବୁତ କରିବା ଏବଂ ଜାତୀୟ ସ୍ତରରେ ପ୍ରାଧାନ୍ୟ ବିସ୍ତାର…

ଭୁବନେଶ୍ୱରରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର; ପଡୋଶୀ ଯୁବକ ଅଟକ

ଭୁବନେଶ୍ୱର,୨୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି। ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର ପାଇବା…

ଜାଣନ୍ତୁ କେମିତିି କରିବେ ରାଶନ E-KYC ଅପ୍‌ଡେଟ୍‌, ନଚେତ୍‌ କଟିଯିବ ନାଁ..

ଭୁବନେଶ୍ୱର,୨୮ା୮: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ…

ଓଡ଼ିଶା ପ୍ରସଙ୍ଗରେ ବଡ଼ କଥା କହିଲେ ମମତା: କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୮: ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ଭାଜପା ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜନୈତିକ ଫାଇଦା ଉଦେଶ୍ୟରେ ଭାଜପା ଏପରି କରୁଥିବା କହି…

କୋଲକାତା ଲଜ୍ଜା: ସନ୍ଦୀପ ଘୋଷ୍‌ଙ୍କୁ ନିଲମ୍ବନ କଲା ଆଇଏମ୍‌ଏ

କୋଲକାତା,୨୮ା୮: କୋଲକାତା ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ବୁଧବାର ତାଙ୍କ ସଦସ୍ୟତା ପଦରୁ ନିଲମ୍ବନ କରିଛି ଆଇଏମ୍‌ଏ। ରାଷ୍ଟ୍ରୀୟ ସଭାପତି ଡ. ଆର୍‌.ଭି ଅଶୋକନଙ୍କ ଦ୍ୱାରା ଗଠିତ ଅନୁଶାସନ କମିଟି, ଆଇଏମ୍‌ଏ ଏଚ୍‌କ୍ୟୁଏସ୍‌ର ସର୍ବସମ୍ମତି କ୍ରମେ…

ବିଧାନସଭାରେ ବଡ଼ଭାଇ କେ.ଭି ସିଂଙ୍କୁଏହି ପ୍ରଶ୍ନ କଲେ ସାନଭାଇ କଳିକେଶ, ଉତ୍ତରରେ ବଡ଼ ଭାଇ କହିଲେ…

ଭୁବନେଶ୍ୱର,୨୮ା୮: ବିଧାନସଭାରେ ଆଜିର ପ୍ରଶ୍ନ ଉତ୍ତର ବେଶ୍‌ ଆଖିଦୃଶିଆ ତଥା ହାସ୍ୟରୋଳ ବି ଥିଲା। ବଡ଼ ଭାଇ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ସାନ ଭାଇ କଳିକେଶ ଠିଆ ହୋଇ କିଛି ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର ରଖିଥିଲେ କେ.ଭି। କଳିକେଶ…

ପଶ୍ଚିମବଙ୍ଗରେ ନିଆଁ ଲାଗିଲେ ପୂରା ଉତ୍ତର-ପୂର୍ବ ଜଳିବ, କାହିଁକି ଏମିତି କହିଲେ ମମତା ବାନାର୍ଜୀ

କୋଲକାତା,୨୮ା୮: କୋଲକାତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ପରେ ସାରା ଦେଶରେ ବିଦ୍ରୋହ ଦେଖାଦେଇଛି। ଭାରତୀୟ ଜନତା ପାର୍ଟି ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରୁଛି। ବନ୍ଦ ଉପରେ ମମତା କହିଛନ୍ତି, ଯଦି ଏଠାରେ…

ଆଉଟସୋର୍ସିଂ ଜରିଆରେ ଶ୍ରୀମନ୍ଦିରର ନିଯୁକ୍ତ ହେବେ ସେନା ଅଧିକାରୀ; କଡାକଡି ହେବ ସୁରକ୍ଷା ବ୍ୟବସ୍ଥା

ପୁରୀ,୨୮।୮: ଶ୍ରୀ ମନ୍ଦିରରେ ଥିବା ଆନନ୍ଦ ବଜାରରେ ସୁରକ୍ଷା ବ୍ୟବସ୍ଥା ଅଧିକ କଡାକଡି କରିବାକୁ ପୂର୍ବତନ ସେନା କର୍ମଚାରୀମାନେ ମୁତୟନ ହେବେ ବୋଲି ମନ୍ଦିର ପ୍ରଶାସକ ଅଜୟ ଜେନା ସୂଚନା ଦେଇଛନ୍ତି। ଆନନ୍ଦ ବଜାରରେ ଶୃଙ୍ଖଳା ବଜାୟ ରଖିବା ଏବଂ କାର୍ଯ୍ୟକଳାପର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri