Home Middle

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ ରହିଛନ୍ତି। ସକାଳ ପ୍ରାୟ ୮:୧୦ ସମୟରେ ମୁମ୍ବାଇରୁ ବାରାମତୀ ଅଭିମୁଖେ ଯାଉଥିବା ବେଳେ…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି ଯେ, ଅଜିତ ପାଓ୍ବାରଙ୍କ ମୃତଦେହ ତାଙ୍କ ଘଣ୍ଟା ଦ୍ୱାରା ଚିହ୍ନଟ…

ଏଥର ବଜେଟରେ କ’ଣ ଶସ୍ତା, କ’ଣ ମହଙ୍ଗା ହୋଇପାରେ, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୨୮।୧: କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, କରଦାତାଙ୍କଠାରୁ ଆରମ୍ଭ କରି ଭାରତର ଅର୍ଥନୀତିର ବିଭିନ୍ନ କ୍ଷେତ୍ର ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଶା ଅଧିକ ରହିଛି। କରଦାତା, ବିଶେଷକରି ମଧ୍ୟବିତ୍ତ ବର୍ଗ, ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଆଶା କରୁଛନ୍ତି। ମୁଦ୍ରାସ୍ଫୀତି ଯୋଗୁ ବଢ଼ୁଥିବା ଦୈନିକ…

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ ସପ୍ତାହରେ ଦୁଇଟି ଘଟଣା ସାମ୍ନାକୁ ଆସିଛି। ପ୍ରଥମଟି ହେଲା କୋରାପୁଟ ଜିଲାପାଳ ୭୭ତମ…

ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ, ୩୦ ଜିଲାରେ ବନ୍ଦ ରହିବ…

ଭୁବନେଶ୍ୱର,୨୮ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର…

ଅଡୁଆରେ କର୍ଣ୍ଣାଟକ ସରକାର: ୬,୦୦୦ କୋଟିର ମଦ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ,୨୭।୧: କର୍ଣ୍ଣାଟକର କଂଗ୍ରେସ ସରକାର ଏକ ବଡ଼ ଧରଣର ଦୁର୍ନୀତି ଅଭିଯୋଗର ଘେରକୁ ଆସିଛନ୍ତି। ରାଜ୍ୟ ଅବକାରୀ ବିଭାଗରେ ଗତ ଦୁଇ ବର୍ଷ ମଧ୍ୟରେ ପ୍ରାୟ ୬,୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇଥିବା କର୍ଣ୍ଣାଟକ ୱାଇନ୍ ମର୍ଚାଣ୍ଟ ଆସୋସିଏସନ ଗୁରୁତର ଅଭିଯୋଗ…

ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତି: କେଉଁ ରାଜ୍ୟକୁ ମିଳିବ କେତେ ଫାଇଦା? ଜାଣନ୍ତୁ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ସ୍ୱାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି (FTA)। ଏହି ଚୁକ୍ତି ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଏହି ଚୁକ୍ତି ଦ୍ୱାରା ଭାରତରୁ ୟୁରୋପକୁ…

ବଦଳିବ କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପ: ୪୦କୁ ବୃଦ୍ଧି ପାଇବ ଆଇସିୟୁ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର,୨୭।୧: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲର ଭିତ୍ତିଭୂମି ଓ ସ୍ୱାସ୍ଥ୍ୟସେବାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ମଙ୍ଗଳବାର ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତି ବୈଠକରେ ଚିକିତ୍ସା ସେବାକୁ ଅଧିକ ବ୍ୟାପକ କରିବା ପାଇଁ ଅନେକ…

ଆଉ ଶୁଭିବନି ଅରିଜିତଙ୍କ ସ୍ୱର: ଅବସର ଘୋଷଣା କରି ସମସ୍ତଙ୍କୁ ଚମକାଇଲେ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ପ୍ଲେବ୍ୟାକ୍ ଗାୟକ ଅରିଜିତ୍ ସିଂ ମଙ୍ଗଳବାର ଏକ ବଡ଼ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେ ଚଳଚ୍ଚିତ୍ର ପାଇଁ କଣ୍ଠଦାନ ବା ପ୍ଲେବ୍ୟାକ୍ ସିଙ୍ଗିଙ୍ଗ୍‌ରୁ ଅବସର ନେଉଥିବା ଜଣାଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା ବାଫଳିମାଳି, ଶାଶୁବୋହୂମାଳି, ସିଜିମାଳି, କୋଡ଼ିଙ୍ଗାମାଳି ସମେତ ପ୍ରାୟ ପର୍ବତମାଳାରେ ରହିଛି ମୂଲ୍ୟବାନ୍‌ ବକ୍ସାଇଟ।…

UGC ନୂଆ ନିୟମ ୨୦୨୬: କ’ଣ ଏହି ସମାନତା ନିୟମାବଳୀ ଏବଂ କାହିଁକି ହେଉଛି ବିରୋଧ?

ନୂଆଦିଲ୍ଲୀ,୨୭।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ନୂତନ ‘ସମାନତା ନିୟମାବଳୀ ୨୦୨୬’କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପ୍ରତି ହେଉଥିବା ଜାତିଭିତ୍ତିକ ଭେଦଭାବକୁ ରୋକିବା ପାଇଁ କେନ୍ଦ୍ର ସରକାର ଏହି ନିୟମ ଜାରି କରିଛନ୍ତି। ତେବେ…

ଭାରତ-ୟୁରୋପ ମୁକ୍ତ ବାଣିଜ୍ୟ ଚୁକ୍ତି: ହେବ ନିବେଶର ବନ୍ୟା, ବଢିବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ସ୍ଵାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି। ଏହାଦ୍ୱାରା ଭାରତୀୟ ଅର୍ଥବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏନେକି ଅନେକ ଆକଳନ କରାଯାଉଥିବା ବେଳେ ବଡ ଅର୍ଥନୈତିକ ପରିବର୍ତ୍ତନ ଆଶା କରାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri