ବଦଳିଲେ ଟୁଇନ ସିଟି କମିଶନର , ନୂତନ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂ
ଭୁବନେଶ୍ୱର,୩୦।୯: ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ ସିଟି କମିଶନର । ୧୯୯୮ ବ୍ୟାଚ ବରିଷ୍ଠ ଆଇପିଏସ ସୁରେଶ ଦେବଦତ୍ତ ସିଂ ନୂତନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗାର୍ଡ ଅଫ ଅନର ପ୍ରଦାନ ପରେ ପୂର୍ବତନ କମିଶନର ସଞ୍ଜୀବ…
ଅନ୍ଧବିଶ୍ୱାସ କରିଦେଉଛି ଅନ୍ଧ
ଇଂଲିଶ ମିଡିୟମ ସ୍କୁଲରେ ପଢ଼ି ବଡ଼ ହେଇହେବ ଓ ତାଙ୍କ ପୂର୍ବ ପୁରୁଷଙ୍କଠାରୁ ଉତ୍ତମ ଶିକ୍ଷା ପାଇବା ଆଶା ରଖି ଉତ୍ତରପ୍ରଦେଶ ହାଥରାସ ଜିଲା ନିକଟବର୍ତ୍ତୀ ଡିଏଲ୍ ପବ୍ଲିକ୍ ସ୍କୁଲରେ ପୁଅକୁ ଭର୍ତ୍ତି କରିଥିଲେ ସ୍ଥାନୀୟ ବାସିନ୍ଦା କ୍ରିଷ୍ଣା କୁସଓ୍ବା। ହେଲେ…
ହମାସ୍, ହେଜ୍ବୋଲ୍ଲା ପରେ ହୁଟି
ଜେରୁଜେଲମ୍/ବେରୁଟ୍/ ତେହରାନ/,୩୦ା୯: ୨୦୨୩ ଅକ୍ଟୋବର ୭ରେ ଗାଜାର ସଶସ୍ତ୍ର ଶାସକ ହମାସ୍ ଇସ୍ରାଏଲ୍ ଉପରେ ଆକ୍ରମଣ କରି ପ୍ରାୟ ୧୨୦୦ ନିରୀହଙ୍କ ଜୀବନ ନେବା ପରେ ଅନେକଙ୍କୁ ପଣବନ୍ଦୀ କରିଥିଲା। ସେବେଠୁ ଇସ୍ରାଏଲୀ ସେନା ଓ ହମାସ୍ ପ୍ରତ୍ୟକ୍ଷ ଭାବେ ଯୁଦ୍ଧ ଚଳାଇଆସିଛନ୍ତି।…
ସିରିଆରେ ଆମେରିକାର ଏୟାରଷ୍ଟ୍ରାଇକ୍: ୩୭ ଆତଙ୍କବାଦୀ ନିହତ
ବେରୁଟ୍,୩୦ା୯: ସିରିଆରେ ଆମେରିକାର ଏୟାରଷ୍ଟ୍ରାଇକ୍ରେ ୩୭ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନେ ଇସ୍ଲାମିକ୍ ଷ୍ଟେଟ୍ (ଆଇଏସ୍) ଏବଂ ଅଲ୍କାଏଦା ସହ ସମ୍ପୃକ୍ତ ଗ୍ରୁପ୍ ଦ୍ୱାରା ଆତଙ୍କବାଦୀ ଭାବେ ସ୍ବୀକୃତି ପାଇଥିଲେ ବୋଲି ଆମେରିକା ସେନା କହିଛି। ମୃତକଙ୍କ ମଧ୍ୟରୁ ୨ ଜଣ ବରିଷ୍ଠ…
କଶ୍ମୀରରେ ନିର୍ବାଚନ ପ୍ରଚାର ଶେଷ
ଶ୍ରୀନଗର,୩୦ା୯: ଜମ୍ମୁ-କଶ୍ମୀର ବିଧାନସଭାର ତୃତୀୟ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ହେବାକୁ ଥିବାବେଳେ ଏଥିପାଇଁ ପ୍ରଚାର ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଶେଷ ପର୍ଯ୍ୟାୟର ଶେଷ ଦିନରେ ସମସ୍ତ ରାଜନୈତିକ ଦଳ ପକ୍ଷରୁ ଜୋର୍ଦାର ପ୍ରଚାର କରାଯାଇଥିଲା। ବିଶେଷ କରି ଭାଜପା,…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଭାଜପାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୨୯।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହଛି। ପୂର୍ବାହ୍ନ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରୁ…
ଏସ୍ପି ସ୍ତରରେ ବ୍ୟାପକ ଅଦଳ ବଦଳ: ବଦଳିଲେ ଏସବୁ ଜିଲାର ପୋଲିସ ମୁଖିଆ
ଭୁବନେଶ୍ୱର,୨୯।୯: ରବିବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଆମୂଳଚୂଳ ପରିବର୍ତ୍ତନ କରିଛନ୍ତି। ବରିଷ୍ଠ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ତଥା ଅନେକ ଜିଲାର ଆରକ୍ଷୀ ଅଧ୍ୟକ୍ଷ(ଏସ୍ପି) ଙ୍କୁ ମଧ୍ୟ ପରିବର୍ତ୍ତନ କରିଛନ୍ତି। ନିକଟରେ ଭଦ୍ରକ ଜିଲାରେ ଦେଖା ଦେଇଥିବା…
ମହଙ୍ଗା ପଡ଼ିଲା ଭରତପୁର ଥାନା ମାମଲା: ବଦଳିଲେ ଟ୍ୱିନ୍ ସିଟି କମିଶନର, ଭୁବନେଶ୍ୱର ଡିସିପି
ଭୁବନେଶ୍ୱର,୨୯।୯: କମିସନରେଟ ପୋଲିସ ଉପରେ ଭାରି ପଡିଛି ଭରତପୁର ଥାନା ମାମଲା। ଏକାସାଙ୍ଗରେ ବଦଳିଛନ୍ତି କଟକ-ଭୁବନେଶ୍ୱର କମିଶନର ସଞ୍ଜୀବ ପଣ୍ଡା ଏବଂ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ। ସଞ୍ଜୀବଙ୍କୁ ଏଡିଜି ଟ୍ରେନିଂ, ବିପିଏସପିଏ ନିର୍ଦ୍ଦେଶକ ନିଯୁକ୍ତ କରାଯାଇଥିବା ବେଳେ ପ୍ରତୀକ ସିଂହଙ୍କୁ…
ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର
ଭୁବନେଶ୍ୱର,୨୯।୯: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ଓଡିଶା ସରକାର। ଭରତପୁର ଥାନା ମାମଲାରେ ବଦନାମ ହୋଇଥିବା କମିସନରେଟ ପୋଲିସ ମୁଖ୍ୟ ସଞ୍ଜୀବ ପଣ୍ଡାଙ୍କୁ ବଦଳି କରାଯାଇଛି। 1998 ବ୍ୟାଚ୍ ଆଇପିଏସ ଅଫିସର ସୁରେଶ ଦେବଦତ୍ତ ସିଂଙ୍କୁ କଟକ-ଭୁବନେଶ୍ୱର ନୂଆ…
ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..
ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀରେ ପହଞ୍ଚିଛନ୍ତି। ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ା କେନ୍ଦୁଆଠାରେ ମନ କି ବାତ୍…
ଆସୁଛି ବଡ଼ ଲଘୁଚାପ: ଏଥର ବର୍ଷାରେ ଭିଜିବ ଦଶହରା…
ଭୁବନେଶ୍ୱର,୨୯।୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି…
ଶତ୍ରୁଙ୍କୁ ହଟାଇବା ପାଇଁ ଇସ୍ରାଏଲକୁ କାହିଁକି ପଡ଼ିବ ମହଙ୍ଗା, ଜାଣନ୍ତୁ …
ଜେରୁଜେଲମ୍,୨୯ା୯: ଇସ୍ରାଏଲ ଏବଂ ହେଜ୍ବୋଲ୍ଲା ମଧ୍ୟରେ ବିବାଦ ବୃଦ୍ଧି ପାଇଛି। ଯାହା ବର୍ତ୍ତମାନ ଇସ୍ରାଏଲର ଅର୍ଥନୀତି ଉପରେ ପ୍ରଭାବ ପକାଉଛି। ଆମେରିକୀୟ ରେଟିଂ ଏଜେନ୍ସି ମୁଡି ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଇସ୍ରାଏଲର କ୍ରେଡିଟ୍ ରେଟିଂ ହ୍ରାସ କରିଛି। ଏଥର…
Archives


