Home Middle

ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ…

୩ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବେ କି ସରକାର ? ସ୍ପଷ୍ଟ କଲେ ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର,୨୭।୮: ଓଡ଼ିଶାରେ ବିଧାନସଭା ନିର୍ବାଚନ ପୂର୍ବରୁ ତତ୍କାଳୀନ ସରକାର ୧୫୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବାକୁ ଘୋଷଣା କରିଥିଲା। ଅନ୍ୟପଟେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି କେନ୍ଦ୍ରୀୟ ଯୋଜନା ଅଧୀନରେ ଛାତ ଉପରେ ସୋଲାର ପ୍ରକଳ୍ପ ସ୍ଥାପନ କରୁଥିବା ଘରଗୁଡ଼ିକୁ…

ନିଯୁକ୍ତି ମେଳା କରିବେ ମୋହନ ସରକାର: ଖୁବଶୀଘ୍ର ୩୫ ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୭।୮: ରାଜ୍ୟରେ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି। ଆସନ୍ତା ମାସରେ ନିଯୁକ୍ତି ମେଳା କରି ନିଯୁକ୍ତି ପତ୍ର ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର। ବିଭିନ୍ନ ବର୍ଗର…

ଭାଜପାରେ ସାମିଲ ହେବା ଉପରେ ଆସିଲା ଚମ୍ପାଇ ସୋରେନଙ୍କ ପ୍ରଥମ ପ୍ରତିକ୍ରିୟା, ମୋଦି, ଶାହାଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୨୭।୮: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଭାଜପାରେ ଯୋଗଦେବାକୁ ଯାଉଛନ୍ତି। ସେ ଆଜି ଏହି ବିଷୟରେ ନୀରବତା ଭାଙ୍ଗିଛନ୍ତି। ଚମ୍ପାଇ ସୋରେନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହାଙ୍କ ଉପରେ ତାଙ୍କର ବିଶ୍ୱାସ ରହିଛି। ମୁଁ…

ସମସ୍ତଙ୍କୁ ମିଳବ ସୁଭଦ୍ରା ଟଙ୍କା, କାହିଁକି ହଠାତ୍‌ ପୁଣି ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୮: ‘ସୁଭଦ୍ରା’ ପ୍ରସଙ୍ଗକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଜେଡିକୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ। ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦ ବର୍ଷର ମହିଳାଙ୍କ ସଂଖ୍ୟା…

ସମସ୍ତ କଳ୍ପନାଜଳ୍ପନା ଶେଷ: ଭାଜପାରେ ସାମିଲ ହେବେ ଚମ୍ପାଇ ସୋରେନ, ସୂଚନା ଦେଲେ ହିମନ୍ତ

ରାଞ୍ଚି,୨୭।୮: ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସମ୍ପର୍କରେ ଚାଲିଥିବା ସମସ୍ତ କଳ୍ପନାଜଳ୍ପନା ସୋମବାର ଶେଷ ହୋଇଛି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର ବିଳମ୍ବିତ ରାତିରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚମ୍ପାଇ ସୋରେନ ଶୁକ୍ରବାର (୩୦…

କୋଲକାତା ମହିଳା ଡାକ୍ତରଙ୍କ ସହ ସେଦିନ ରାତିରେ କ’ଣ ହୋଇଥିଲା, କେମିତି ହତ୍ୟା କରାଗଲା, ସବୁ ସତ ଓଗାଳିଲେ ସଞ୍ଜୟ ରୟ

କୋଲକାତା,୨୭।୮: କୋଲକାତାର ଆର୍‌.ଜି କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା କରିଥିବା ଅଭିଯୁକ୍ତ ସଞ୍ଜୟ ରୟ ନିଜ ଅପରାଧ ସ୍ବୀକାର କରିଛନ୍ତି। ଯଦି ସିବିଆଇ ସୂତ୍ରରୁ ବିଶ୍ୱାସ କରାଯାଏ, ତେବେ ହତ୍ୟାକାରୀ ସଞ୍ଜୟ ରୟ ସିବିଆଇ ପଚରାଉଚରା…

ପଣ୍ୟବାହୀ ଜାହାଜ ଆଇଟିଟି ପୁମା ବୁଡ଼ିଗଲା

ପାରାଦୀପ,୨୭।୮(ଶରତ ରାଉତ): ପଶ୍ଚିମବଙ୍ଗ ସାଗରଦୀପଠାରୁ ୯୦ ନଟିକାଲମାଇଲ (୧୬୨ କି.ମି.) ଦୂରରେ ରବିବାର ରାତିରେ ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ଆଇଟିଟି ପୁମା କୌଣସି କାରଣବଶତଃ ସମୁଦ୍ରରେ ବୁଡ଼ି ଯାଇଛି। ଖବରପାଇ ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ପାଟ୍ରୋଲିଂ ଜାହାଜ ସାରଙ୍ଗ ଓ…

ଆଜି ସୁପ୍ରିମକୋର୍ଟରେ ହାଜର ହେବେ ୧୮ ରାଜ୍ୟର ମୁଖ୍ୟ ସଚିବ

ନୂଆଦିଲ୍ଲୀ,୨୭ା୮(ପି.ଟି.): ନ୍ୟାୟିକ ଅଧିକାରୀମାନଙ୍କୁ ବକେୟା ପେନ୍‌ସନ ଏବଂ ଅବସରକାଳୀନ ସୁବିଧା ଯୋଗାଇଦେବା ପାଇଁ ଦ୍ୱିତୀୟ ନ୍ୟାଶନାଲ ଜୁଡିସିଆଲ ପେ’ କମିଶନ (ଏସ୍‌ଏନ୍‌ଜେପିସି)ଙ୍କ ସୁପାରିସ୍‌କୁ ୧୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ କାର୍ଯ୍ୟକାରୀ କରିନାହାନ୍ତି। ଉକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ…

ମୋଦିଙ୍କ ସହିତ ଫୋନରେ କଥା ହେଲେ ବାଇଡେନ, କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୬ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଫୋନ୍ ଯୋଗେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହିତ କଥା ହୋଇଛନ୍ତି। ବାଇଡେନ ତାଙ୍କ ପକ୍ଷରୁ ଫୋନ୍ କରି ପ୍ରଧାନମନ୍ତ୍ରୀଙ୍କ ସଦ୍ୟ ସମାପ୍ତ ୟୁକ୍ରେନ ଗସ୍ତ ଏବଂ ବାଂଲାଦେଶ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ…

ମମତାଙ୍କୁ ଆଇନା ଦେଖାଇଲା କେନ୍ଦ୍ର, ମହିଳାଙ୍କୁ ସୁରକ୍ଷା ଦେବାରେ ପଶ୍ଚିମବଙ୍ଗ ସରକାର…

ନୂଆଦିଲ୍ଲୀ,୨୬ା୮ : ପଶ୍ଚିମବଙ୍ଗରେ ୪୮,୬୦୦ ବଳାତ୍କାର ଏବଂ ପୋକ୍‌ସୋ ମାମଲା ବିଚାର ଅପେକ୍ଷାରେ ପଡ଼ି ରହିଥିବାବେଳେ ମମତା ବାନାର୍ଜୀ ସରକାର ଅବଶିଷ୍ଟ ୧୧ଟି ଫାଷ୍ଟ-ଟ୍ରାକ୍‌ କୋର୍ଟ ପ୍ରତିଷ୍ଠା କରିବାରେ ବିଫଳ ହୋଇଛନ୍ତି। ରାଜ୍ୟକୁ ୧୨୩ଟି ଫାଷ୍ଟ-ଟ୍ରାକ୍‌ କୋର୍ଟ ମଞ୍ଜୁର ହୋଇଥିଲା, କିନ୍ତୁ…

ପାଣ୍ଡିଆନଙ୍କ ଶଳା ପରିଚୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗ

ମାଲକାନଗିରି,୨୬ା୮: ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବା ବେଳେ ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହୋଇ ପରେ ଅନୁତାପ କରୁଛନ୍ତି। ଜିଲାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri