Home Middle

‘କାଲିଫର୍ନିଆ ନଚେତ ଭର୍ମଣ୍ଟ ଆମକୁ ଦେଇ ଦିଅନ୍ତୁ’; ଟ୍ରମ୍ପଙ୍କୁ ପାଲଟା ଅଫର ଦେଲେ ଟ୍ରୁଡୋ…

ଓଟାଓ୍ବା,୧୦।୧: କାନାଡ଼ାକୁ ଆମେରିକାର ୫୧ତମ ରାଜ୍ୟ କରିବା ଲାଗି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରସ୍ତାବର ଜବାବ ଦେଇଛନ୍ତି କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ। ଯେତେବେଳେ ଟ୍ରମ୍ପ କାନାଡ଼ାକୁ ଆମେରିକାର ରାଜ୍ୟ କରିବାକୁ ତାଙ୍କ ଅଭିପ୍ରାୟ ପ୍ରକାଶ କରିଥିଲେ, ସେତେବେଳେ ସେ ମଜାଳିଆ ଭାବେ…

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଆପଣଙ୍କ ଉପସ୍ଥିତି ସମସ୍ତ…

ଭୁବନେଶ୍ୱର,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଲେଖିଛନ୍ତି, ‘ପ୍ରବାସୀ ଭାରତୀୟ ଦିବସ’ରେ ଆପଣଙ୍କ ଗରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମକୁ…

ପ୍ରାଣଘାତୀ ନୁହେଁ HMPV! ସଂକ୍ରମିତ ହେଲେ କେମିତି ଦୂରେଇବେ ବିଶେଷଜ୍ଞ ଦେଲେ ଟିପ୍ସ

ନୂଆଦିଲ୍ଲୀ,୧୦।୧: ଦେଶର ଅନେକ ରାଜ୍ୟରେ ହ୍ୟୁମାନ ମେଟାପନ୍ୟୁମୋଭାଇରସ (HMPV) ମାମଲା ରିପୋର୍ଟ ହୋଇଛି। ସରକାର ମଧ୍ୟ ଏଥିପାଇଁ ପ୍ରସ୍ତୁତ ହୋଇସାରିଛନ୍ତି। ତଥାପି, ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ ଏ ବିଷୟରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଏହି ଭାଇରସ ସମ୍ପର୍କରେ…

ଭୋଟ ଦେବାକୁ ଆସିଲେନି ସମିତି ସଭ୍ୟ କି ସରପଞ୍ଚ: ଫେରିଗଲେ ନିର୍ବାଚନ ଅଧିକାରୀ

ଝାରସୁଗୁଡା,୧୦।୧: ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଆଜି ଅନୁଷ୍ଠିତବେଳେ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି। ସକାଳ ୧୦ଟାରେ ଅନାସ୍ଥା ଭୋଟିଂ ଆରମ୍ଭ ହୋଇଥିଲା। କିନ୍ତୁ ସମିତି ସଭ୍ୟ କି ସରପଞ୍ଚ ଭୋଟ ଦେବାକୁ ଆସିନାହାନ୍ତି।…

ଏହି ଷ୍ଟକ୍‌ ବ୍ରୋକର୍‌ ନେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତକାର, ଜାତୀୟ ରାଜନୀତିରେ ହଇଚଇ!

ନୂଆଦିଲ୍ଲୀ,୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୋଡକାଷ୍ଟ ଜଗତରେ ପାଦ ଦେଇଛନ୍ତି। ମୋଦି ସମ୍ପ୍ରତି ଉଦ୍ୟୋଗୀ ନିଖିଲ କାମଥଙ୍କୁ ଏକ ସାକ୍ଷାତକାର ଦେଇଛନ୍ତି। ଏହା ଜେରୋଧାର ସହ-ପ୍ରତିଷ୍ଠାତା ନିଖିଲଙ୍କ ପୋଡକାଷ୍ଟ ସିରିଜ ‘ପିପୁଲ ବାଏ ଡବ୍ଲ୍ୟୁଟିଏଫ’ରେ ଖୁବଶୀଘ୍ର ସାମ୍ନାକୁ ଆସିବାକୁ ଯାଉଛି। ପ୍ରଧାନମନ୍ତ୍ରୀଙ୍କ…

ତେଲଙ୍ଗାନାରେ ମର୍ମନ୍ତୁଦ ବସ ଦୁର୍ଘଟଣା: ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ମାଲକାନଗିରି,୧୦।୧(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ରାଜ୍ୟ ସୁର଼୍ୟାପେଟ ଜିଲା ଇଲାପୁରମ ଗ୍ରାମ ନିକଟ ମୁଖ୍ୟ ରାସ୍ତା କଡରେ ଓଡ଼ିଶାର ଧର୍ମଗଡରୁ ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଗୁପ୍ତା ନାମକ ଏକ ଘରୋଇ ବସ୍‌ ଗୁରୁବାର ମଧ୍ୟ ରାତ୍ରରେ ଦୁର୍ଘଟଣା ଗ୍ରସ୍ତ ହୋଇ ୪ ଜଣ…

ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ…

ଭୟଙ୍କର ରୂପ ଧାରଣ କଲାଣି ନିଆଁ :୩ ଲକ୍ଷ ବାସଗୃହ ଜଳିପୋଡ଼ି ଛାରଖାର

ଆମେରିକା କାଲିଫର୍ନିଆ ରାଜ୍ୟର ଲସ୍‌ଏଞ୍ଜେଲ୍ସ ଜଙ୍ଗଲରେ ମଙ୍ଗଳବାର ସକାଳଠାରୁ ଲାଗିଥିବା ନିଆଁ ଭୟଙ୍କର ରୂପ ଧାରଣ କଲାଣି। ପାସିଫିକ୍‌ ପାଲିସାଡେସ୍‌ ଓ ପାସାଡେନା ଉପକୂଳରେ ପବନର ତୀବ୍ରତା ଏବଂ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ସାଙ୍ଗକୁ ଘୂର୍ଣ୍ଣିଝଡ଼ ଯୋଗୁ ନିଅଁା ବ୍ୟାପିବାରେ ଲାଗିଛି।…

ଇତିହାସ ହୋଇପାରେ ‘ଇଣ୍ଡିଆ’

୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ)କୁ କେନ୍ଦ୍ରରେ କ୍ଷମତାଚ୍ୟୁତ କରିବା ପାଇଁ ଏହାର ପ୍ରାୟ ୧୦ ମାସ ପୂର୍ବରୁ ବିରୋଧୀ ଦଳଗୁଡ଼ିକ ମେଳି ବାନ୍ଧି ଏକ ମେଣ୍ଟ ଗଠନ କରିଥିଲେ, ଯାହାର ନାମ ରଖାଯାଇଥିଲା ଇଣ୍ଡିଆନ୍‌…

ଝିଅଙ୍କୁ ପଢ଼ାଖର୍ଚ୍ଚ ଦେବାକୁ ମା’ବାପା ଅନୁସାରେ ବାଧ୍ୟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ମାଆବାପାଙ୍କଠାରୁ ପାଠପଢ଼ା ଖର୍ଚ୍ଚ ପାଇବା ଝିଅଙ୍କର ଅପରିହାର୍ଯ୍ୟ ଏବଂ ବୈଧ ଅଧିକାର। ମା’ବାପା ଏଥିପାଇଁ ସେମାନଙ୍କ ଆର୍ଥିକ ସମ୍ବଳ ସୀମା ମଧ୍ୟରୁ ଜରୁରୀ ପାଣ୍ଠି ଯୋଗାଇଦେବାକୁ ବାଧ୍ୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏକ ବୈବାହିକ ବିବାଦ ମାମଲାରେ ଅଲଗା ରହୁଥିବା…

ଗୋଦାମରେ ସଢ଼ୁଛି ୯ ଲକ୍ଷ କୁଇଣ୍ଟାଲ ଖାଦ୍ୟଶସ୍ୟ

ଭୋପାଳ, ୯ା୧: ସରକାରୀ ବ୍ୟବସ୍ଥାରେ ଅବହେଳା ଯୋଗୁ ମଧ୍ୟପ୍ରଦେଶର ଡିଣ୍ଡୋରି ସହରରେ ଥିବା ସରକାରୀ ଗୋଦାମଗୁଡ଼ିକରେ ୯ ଲକ୍ଷ କୁଇଣ୍ଟାଲର ଖାଦ୍ୟଶସ୍ୟ ସଢ଼ି ନଷ୍ଟ ହୋଇଛି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ନଷ୍ଟ…

2036 Olympics: ଓଡ଼ିଶାରେ ହେବ ହକି, ଅହମ୍ମଦାବାଦ, ମୁମ୍ବାଇକୁ ମିଳିବ ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟ

ନୂଆଦିଲ୍ଲୀ,୯।୧: ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍‌ରେ ଅହମଦାବାଦକୁ ଆୟୋଜକ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?