ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା
ଭୁବନେଶ୍ୱର,୨୪।୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ ଫେରିବା ଆରମ୍ଭ କରିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଥିବାବେଳେ…
ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି
କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି। ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍ଜିଆର୍ଆଇ) ଏବଂ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ପକ୍ଷରୁ ମିଳିତ ଭାବେ ଗ୍ରାଉଣ୍ଡ ପେନେଟ୍ରେଟିଂ…
ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର
ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ କାର୍ଯ୍ୟକାରୀ କରିବେ, ଯେଉଁଥିରେ ଶିଶୁ ଅଶ୍ଳୀଳ ଚିତ୍ର ଦେଖିବା ଏବଂ ଡାଉନଲୋଡ୍ କରିବା ଏକ…
ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ
ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ ତଦନ୍ତ ପାଇଁ ବଦଲାପୁରକୁ ଏକ ପୋଲିସ ଗାଡ଼ିରେ ନିଆଯାଉଥିବାବେଳେ ସେ ଜଣେ ପୋଲିସ…
ଦେଶରେ ପ୍ରଥମ: ଆଇଆଇଏମ୍ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ
ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ ଭାବେ ଏକ ଉଦାହରଣ ସୃଷ୍ଟି କରିବ ବୋଲି କହିଛନ୍ତି ପ୍ରଫେସର ମହାଦେବ ଜୟସ୍ବାଲ। ଆଇଆଇଏମ…
କାର୍ଯ୍ୟକାରୀ ହେଲା ଅନ୍ଲାଇନ୍ ପଞ୍ଜୀକରଣ ବ୍ୟବସ୍ଥା: ୧୦୦୦ ଅଭିଯୋଗକାରୀଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସମସ୍ୟା ଶୁଣିଛନ୍ତି। ଏଥିସହିତ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନ୍ଲାଇନ୍ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏହି ଅବସରରେ…
“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ
ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି ମନ୍ତବ୍ୟ ଉପରେ ତୁରନ୍ତ ପ୍ରତିକ୍ରିୟା ଦେଇ କଂଗ୍ରେସ ତଥା ଅନ୍ୟ ଦଳର ନେତାମାନେ ଏହାକୁ…
ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍ଲାପୁର ଅଭିଯୁକ୍ତ
ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ ପୋଲିସ ହେପାଜତକୁ ନିଆଯାଇଥିଲା। ସେ ପୋଲିସର ରିଭଲଭର ଛଡ଼ାଇ ନେଇ ଗୁଳି ଚଳାଇଥିଲେ।…
କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ
ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ଏବେ ବି ଅଲୋଡା ଶିଶୁକନ୍ୟା। ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ଭୁବନେଶ୍ୱରର…
କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି
କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର ଲୋକେ ଏକ ଘରୋଇ କମ୍ପାନୀର ନାଁ’ରେ କଳାବଜାରୀ କରୁଥିବା କାରଖାନାକୁ ସିଲ୍ କରିଛି…
ପେଜର ବିସ୍ଫୋରଣରୁ ଶିକ୍ଷା
ଇସ୍ରାଏଲ-ହମାସ ଯୁଦ୍ଧ ଏବେ କଡ଼ ଲେଉଟାଇ ଇସ୍ରାଏଲ୍-ହେଜ୍ବୋଲ୍ଲା ଯୁଦ୍ଧର ରୂପ ନେଲାଣି। ଇସ୍ରାଏଲ ଅଭିନବ ବୁଦ୍ଧି ଖଟାଇ ଲେବାନନରେ କରିଥିବା ପେଜର, ଓ୍ବାକିଟକି ଏବଂ ପରବର୍ତ୍ତୀ ସମୟରେ ଅନ୍ୟ ଯୋଗାଯୋଗ ଯନ୍ତ୍ରକୁ ବିସ୍ଫୋରଣ ଘଟାଇ ଅଧିକାଂଶ ଲଢ଼ୁଆ ହେଜ୍ବୋଲ୍ଲା ସଦସ୍ୟଙ୍କ ଚକ୍ଷୁ…
କ୍ୱାଡ୍ରେ ଚାଇନାକୁ ଟାର୍ଗେଟ
ଓ୍ବିଲ୍ମିଙ୍ଗଟନ୍,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା, ଭାରତ, ଅଷ୍ଟ୍ରେଲିଆ ଏବଂ ଜାପାନକୁ ନେଇ ଗଠିତ ସଂଗଠନ ପକ୍ଷରୁ ଏକ ମିଳିତ ବିବୃତିରେ…
Archives


