Home Middle

କେତେ ପ୍ରତିଶତ କ୍ଷତି ହୋଇଥିଲେ ମିଳିବ ସରକାର ସହାୟତା ? ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୭।୧: ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୬ଟି ଜିଲାରେ ହୋଇଥିବା ଅଦିନିଆ ବର୍ଷାକୁ ସରକାର ‘ପ୍ରାକୃତିକ ବିପର୍ଯ୍ୟୟ’ ଭାବେ ଗ୍ରହଣ କରିଥିବାବେଳେ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି (ଏସ୍‌ଡ଼ିଆର୍‌ଏଫ୍‌)ରୁ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ପ୍ରଦାନ ଆରମ୍ଭ କରାଯାଇଛି। ଯେଉଁ ଚାଷୀମାନଙ୍କର ୩୩ ପ୍ରତିଶତ…

ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ, ୫ରେ ମତଦାନ ୮ରେ ଗଣତି

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮ ଫେବୃଆରୀରେ ଗଣତି କରାଯାଇ ଫଳାଫଳ ପ୍ରକାଶ…

ନେପାଳରେ ଭୟଙ୍କର ଭୂକମ୍ପ: କୋଠା ଭୁଶୁଡ଼ି ୫୩ ମୃତ, ୩୫ ଆହତ

କାଠମାଣ୍ଡୁ,୭।୧: ଭୂକମ୍ପରେ ଥରିଲା ନେପାଳ, ତିବ୍ଦତ ସମେତ ଉତ୍ତର ଭାରତ। ତିବ୍ଦତର ଶିଗାଟସେ ସହରରେ ଘଟିଥିବା ଭୟଙ୍କର ଭୂକମ୍ପରେ ବଡ଼ ବଡ଼ କୋଠା ଭୁଶୁଡି ପଡିଛି। ଫଳରେ ଏ ପର୍ଯ୍ୟନ୍ତ ୫୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଆହତ ହୋଇଛନ୍ତି।…

ଭାରତରେ ହେବ ଲକ୍‌ଡାଉନ! HMPV ଆକ୍ରାନ୍ତ ଚିହ୍ନଟ ପରେ ବଢିଲା ଚିନ୍ତା

ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀ ପରେ ପୁଣି ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ ମେଟାନ୍ୟୁମୋଭାଇରସ(ଏଚଏମପିଭି)ଚିନ୍ତା ବଢାଇଛି। ଭାରତର ୪ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ପରେ ଆଗକୁ ଲକ୍‌ଡାଉନ ଲାଗୁ ହେବ କି ବୋଲି ଆଶଙ୍କା ବଢିଛି। ସୋସିଆଲ ମିଡିଆରେ ହାଶଟ୍ୟାଗ ଲକଡାଉନ…

ଖବରଦାତାଙ୍କ ଲିଭର୍‌ ୪ ଫାଳ କରି ମାରିଥିଲେ: ବାନ୍ଧିଲା ପୋଲିସ

ହାଇଦ୍ରାବାଦ/ରାୟପୁର, ୭।୧:ଛତିଶଗଡ଼ର ବିଜାପୁରରେ ଖବରଦାତା ମୁକେଶ ଚନ୍ଦ୍ରାକରଙ୍କ ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ମୁଖ୍ୟ ଅଭିଯୁକ୍ତ ସୁରେଶ ଚନ୍ଦ୍ରାକରଙ୍କୁ ସୋମବାର ବିଜାପୁର ସାଇବର ପୋଲିସ ଓ ସ୍ବତନ୍ତ୍ର ତଦନ୍ତକାରୀ ଦଳ(ଏସ୍‌ଆଇଟି) ଟିମ୍‌ ହାଇଦ୍ରାବାଦରୁ ଗିରଫ କରିଛି। ଏନେଇ ବସ୍ତର…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୭।୧: ଆଜି (ଜାନୁଆରୀ ୭) ମଙ୍ଗଳବାର ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯିବ। ସୂଚନାନୁସାରେ, ଗୋଟିଏ ପର୍ଯ୍ୟାୟରେ ଦିଲ୍ଲୀରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ବାଚନ ଆୟୋଗର ଯୋଜନା ଅନୁଯାୟୀ ଫେବୃଆରୀ ଦ୍ୱିତୀୟ ସପ୍ତାହରେ ଭୋଟ ଗ୍ରହଣ କରାଯାଇପାରେ ଏବଂ…

ମିଜୋରାମରେ ଜନ୍ମହେଲା ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ: ଜାଣନ୍ତୁ ଏହା କ’ଣ

ଆଇଜୋଲ, ୬।୧:ଗତ ୧ ତାରିଖ ମଧ୍ୟରାତ୍ର ୧୨.୦୩ ସମୟରେ ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ ଜନ୍ମ ହୋଇଛି। ମିଜୋରାମର ରାଜଧାନୀ ଆଇଜୋଲର ଡର୍ଟଲାଙ୍ଗସ୍ଥିତ ସିନୋଡ ହସ୍ପିଟାଲରେ ଜନ୍ମ ହୋଇଥିବା ଏହି ଶିଶୁର ନାମ ଫ୍ରେକି ରଖାଯାଇଛି। ଜନ୍ମ ହେବା ସମୟରେ…

ପୁଣି ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କଲେ ମମତା

ଭୁବନେଶ୍ବର,୭।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ଓଡିଶାକୁ ଆଳୁ ଯୋଗାଣ ବନ୍ଦ କରିଛନ୍ତି। ଫଳରେ ରାଜ୍ୟରେ ଆଳୁ ଦର ପୁଣିଥରେ ବୃଦ୍ଧି ପାଇଛି। ଗତ ୪ଦିନ ହେଲା ପଶ୍ଚିମବଙ୍ଗ ସରକାର ସୀମାନ୍ତରେ ଓଡ଼ିଶାକୁ ଆଳୁ ଗାଡ଼ି ଛାଡୁ ନଥିବାରୁ ରାଜ୍ୟ…

ଭାଇରସ୍‌ ଖେଳ

କୋଭିଡ୍‌-୧୯ ବା କରୋନା ଭୂତାଣୁ ସଂକ୍ରମଣ ସାମ୍ନାକୁ ଆସିବାର ୫ବର୍ଷ ପରେ ଏବେ ହ୍ୟୁମାନ ମେଟା ନ୍ୟୁମୋ ଭାଇରସ୍‌ (ଏଚ୍‌ଏମ୍‌ପିଭି) ସଂକ୍ରମଣକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭଳି ଏଚ୍‌ଏମ୍‌ପିଭି ଦ୍ରୁତ ଗତିରେ ବ୍ୟାପୁଥିବା କୁହାଯାଉଛି। ସରକାରୀ…

ଇସ୍ତଫା ପରେ ପ୍ରଥମଥର ମୁହଁ ଖୋଲିଲେ ଟ୍ରୁଡୋ: ଖୋଲି କହିଲେ ମନର କଥା

ଓଟ୍ଟାଓ୍ବା,୬।୧ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ସୋମବାର ଲିବେରାଲ ପାର୍ଟି ନେତା ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ୯ ବର୍ଷର କାର୍ଯ୍ୟକାଳ ଆପାତତଃ ଶେଷ ହୋଇଛି। ତେବେ ନୂଆ ନେତା ମନୋନୀତ ହେବା ପର୍ଯ୍ୟନ୍ତ ସେ…

ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ: ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଲୋକେ ଭୟଭୀତ

ନୂଆଦିଲ୍ଲୀ,୭।୧୨: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ। ଏହାର କେନ୍ଦ୍ର ନେପାଳ ସୀମା ନିକଟରେ ତିବ୍ଦତ ବୋଲି କୁହାଯାଉଛି। ରିକ୍ଟର ସ୍କେଲରେ ଏହାର…

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌ ସୁଲିଭାନ୍‌ ସୋମବାର ଏହା କହିଛନ୍ତି। ଆଇଆଇଟି ଦିଲ୍ଲୀରେ ଉଦ୍‌ବୋଧନ ଦେଇ ସୁଲିଭାନ୍‌ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?