Home Middle

ମଣିପୁରରେ ଥମୁନି ହିଂସା! ଉଗ୍ରବାଦୀଙ୍କ ଆକ୍ରମଣରେ ଜଣେ ଯବାନ ଶହୀଦ

ଇମ୍ଫାଲ,୧୪।୭: ମଣିପୁରର ଜିରିବାମ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ପୋଲିସ ସହିତ ମିଳିତ ପାଟ୍ରୋଲିଂ ଦଳ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ଜଣେ ଯବାନ ଶହୀଦ…

ଇତିହାସ ରଚିବେ ନିର୍ମଳା ସୀତାରାମନ

ନୂଆଦିଲ୍ଲୀ,୧୪।୭: ଜୁଲାଇ ୨୩ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର ବଜେଟ ୨୦୨୪-୨୫ ଉପସ୍ଥାପନ କରିବେ। ଏହା ସହ ଅର୍ଥମନ୍ତ୍ରୀ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। କ୍ରମାଗତ ସପ୍ତମ ଥର ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିଥିବା ସୀତାରାମନ ଦେଶର ପ୍ରଥମ ଅର୍ଥମନ୍ତ୍ରୀ…

ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବା ବେଳେ ଠିକ୍‌ ସମୟରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର…

ରତ୍ନଭଣ୍ଡାର ଅଳଙ୍କାର ରହିବା ପାଇଁ ଆସିଲା ସିନ୍ଦୁକ: ଜାଣନ୍ତୁ କିଏ, କେତେ ସମୟରେ କେଉଁଥିରେ କଲେ ତିଆରି

ପୁରୀ,୧୪।୭: ଆଜି ଖୋଲିବ ରତ୍ନଭଣ୍ଡାର, ଭିତରେ ଥିବା ସିନ୍ଦୁକରୁ ଅଳଙ୍କାର ଗଣତି କରାଯାଇ ଅନ୍ୟ ସିନ୍ଦୁକରେ ରଖାଯିବା ପାଇଁ ୬ ସିନ୍ଦୁକ ଆସି ପୁରୀରେ ପହଞ୍ଚିଛି। ସ୍ବତନ୍ତ୍ର ବରାଦ କରାଯାଇ ଏହି ୬ ସିନ୍ଦୁକ ତିଆରି କରାଯାଇଛି। ପ୍ରଶାସନ ପକ୍ଷରୁ ୧୫ଟି…

ଚନ୍ଦ୍ରୟାନ-୩କୁ ପୂରିଲା ବର୍ଷେ, ଜାଣନ୍ତୁ କିପରି ଥିଲା ସମ୍ପୂର୍ଣ୍ଣ ଯାତ୍ରା…

ନୂଆଦିଲ୍ଲୀ,୧୪ା୭: ଜୁଲାଇ ୧୪ ଅର୍ଥାତ୍‌ ଆଜିର ଦିନରେ ଇତିହାସ ରଚିଥିଲା ଭାରତ। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ସଫଳତାର ସହ ୧୪ ଜୁଲାଇ ୨୦୨୩ରେ ଆନ୍ଧ୍ରପ୍ରଦେଶର ଶ୍ରୀହାରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଏହି ଅଭିଯାନ ଆରମ୍ଭ କରିଥିଲେ ଏବଂ…

ଆଜି ହେବନି ଗଣତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ବଡ଼ ସୂଚନା

ପୁରୀ,୧୪।୭: ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସେ କହିଛନ୍ତି, ଆଜି ଗଣତି ହେବ ନାହିଁ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ଆଜି ଗଣତି ମଣତି ହେବନି, ଖାଲି ଯାଞ୍ଚ…

ରତ୍ନଭଣ୍ଡାର ଖୋଲିବା ନେଇ ନିର୍ଘଣ୍ଟ ହେଲା ସମୟ, ଶୁଭ ମୁହୂର୍ତ୍ତ ୧ଟା ୨୮

ପୁରୀ,୧୪।୭: ବହୁ ଅପେକ୍ଷାର ଅନ୍ତ ଘଟାଇ ୪୬ବର୍ଷ ପରେ ଆଜି ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଶୁଭ ମୂହୁର୍ତ୍ତ ନିର୍ଘଣ୍ଟ ହୋଇଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮…

ଖୋଲିବ ରତ୍ନଭଣ୍ଡାର: ଜିଲାପାଳ କହିଲେ-”ମୋ ପାଖରେ ଚାବି ନାହିଁ”

ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ତେବେ ଏହା ପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ…

ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଆଜ୍ଞାମାଳ, ୧ଟାରୁ ଦେଢ଼ଟା ମଧ୍ୟରେ ଶୁଭ ମୁହୂର୍ତ୍ତ

ଭୁବନେଶ଼୍ବର, ୧୪।୦୭: ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିଛି । ସେବାୟତମାନେ ଏହି ଆଜ୍ଞାମାଳ ନେଇ ଶ୍ରୀମନ୍ଦିରର ଅଭିମୁଖେ ଆସୁଥିବା ସୂଚନା ମିଳିଛି । ରତ୍ନ ଭଣ୍ଡାର ଖୋଲିବା ପୂର୍ବରୁ କମିଟିର ମୁଖ୍ୟ ଜଷ୍ଟିସ୍‌ ବିଶ଼୍ବନାଥ ରଥ ମହାପ୍ରଭୁଙ୍କୁ…

ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!

ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ…

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି । ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ ନେଇ…

କାନ ଚିରି ବାହାରିଗଲା ଗୁଳି…ମରଣାନ୍ତକ ଆକ୍ରମଣ ପରେ ବଡ଼ ବୟାନ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି। ଏହି ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ମୁହଁ ଏବଂ କାନରେ ରକ୍ତ ଦାଗ ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri