Home Middle

ଉପ ରାଜ୍ୟପାଳ ହେଲେ ଆହୁରି ଶକ୍ତିଶାଳୀ

ଜମ୍ମୁ,୧୩।୭: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଶନିବାର ଜମ୍ମୁ କଶ୍ମୀର ପୁନର୍ଗଠନ ଆଇନରେ ସଂଶୋଧନ କରିଛି। ଏହା ସହ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ବର୍ତ୍ତମାନ ଅଧିକ କ୍ଷମତା ପାଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ର ସରକାର ମଧ୍ୟ ବିଜ୍ଞପ୍ତି ଜାରି କରିଛନ୍ତି। ଜମ୍ମୁ…

ବଳଭଦ୍ରଙ୍କ ମୁଖ୍ୟ ବାଡଗ୍ରାହୀଙ୍କ ବିସ୍ଫୋରକ ବୟାନ, ଗୁଣ୍ଡିଚା ଦିନ ଉପାସ ଥିଲେ ବଡ଼ ଠାକୁର…

ଭୁବନେଶ୍ୱର,୧୩।୭: ଗୁଣ୍ଡିଚା ବିଜେ ପହଣ୍ଡିବେଳେ ଚାରମାଳ ଉପରେ ବଡ଼ଠାକୁର ମୁହଁମାଡି ପଡିଯିବା ଘଟଣା ଏବେ ସମସ୍ତଙ୍କୁ ମର୍ମାହତ କରିଛି । ଏହାର ମୁଖ୍ୟ କାରଣ ସେବାୟତଙ୍କ ବେପୁରୁଆ ମନଭାବ ଓ ଅଣସେବାୟତଙ୍କ ପ୍ରବେଶକୁ ଅନେକ ସ୍ଥଳରେ ଦାୟୀ କରାଯାଇଥିବା ବେଳେ ଏନେଇ…

ରାଜ୍ୟପାଳଙ୍କ ପୁଅଙ୍କ ଦାଦାଗିରି: ଥାନାରେ ଅଭିଯୋଗ କଲେ ଏଏସଓ

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରି। ରଥଯାତ୍ରା ସମୟରେ ରାଜ୍ୟାପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ ବୈକୁଣ୍ଠ…

ଲୋକ ସଭା ନିର୍ବାଚନ ପରେ ଉପ ନିର୍ବାଚନରେ ବି ମମତାଙ୍କ ଦବଦବା, ୪ ବିଧାନସଭା ଆସନରେ ଟିଏମସି ଆଗରେ

କୋଲକାତା,୧୩।୭: ୨୦୨୪ ଲୋକ ସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ କରିଥିବା ତ୍ରୁଣମୂଳ କଂଗ୍ରେସ (ଟିଏମସି) ପଶ୍ଚିମବଙ୍ଗରେ ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ଏଥର ଦଳ ବିଧାନସଭା ଉପ-ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) କୁ ପରାସ୍ତ କରୁଥିବା ଦେଖାଯାଉଛି। ମାଣିକଟାଲା ବିଧାନସଭା…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍‌ରିଓ୍ବାଲ! ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଇଡି ମାମଲାରେ ମଧ୍ୟବର୍ତ୍ତୀକାଳୀନ…

୪୩,୪୦୯ ଜାଲ୍‌ ଡିଗ୍ରୀ

ଜୟପୁର,୧୩ା୭: ରାଜସ୍ଥାନର ଏକ ଘରୋଇ ବିଶ୍ୱବିଦ୍ୟାଳୟ ୨୦୧୩ରୁ ଅଦ୍ୟାବଧି ୪୩,୪୦୯ ପିଲାଙ୍କୁ ଜାଲ୍‌ ଡିଗ୍ରୀ ପ୍ରମାଣପତ୍ର ଜାରି କରିଛି। ଉକ୍ତ ୟୁନିଭର୍ସିଟି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ସ୍ବୀକୃତି ପାଇ ନ ଥିବାବେଳେ ଏତେ ପ୍ରମାଣପତ୍ର କିପରି ଜାରି କଲା ସେନେଇ ରାଜସ୍ଥାନ…

ଜେଲେନ୍‌ସ୍କିଙ୍କୁ ‘ପୁଟିନ’ କହିଲେ ବାଇଡେନ୍‌

ଓ୍ବାଶିଂଟନ, ୧୩।୭: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌(୮୧)ଙ୍କ ସମସ୍ୟା କମ୍‌ ହେବାର ନାଁ ନେଉନାହିଁ। ଶୁକ୍ରବାର ନାଟୋ ସମ୍ମିଳନୀରେ ସେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ‘ପ୍ରେସିଡେଣ୍ଟ ପୁଟିନ’ ଭାବେ ସମ୍ବୋଧନ କରିଛନ୍ତି। ଅବଶ୍ୟ ସେ…

ବିଜେଡିରୁ ଇସ୍ତଫା ଦେଲେ ଦେବାଶିଷ

ଡେରାବିଶ,୧୩ା୭ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବିଜେଡି ସଭାପତି ଥିବା ଦେବାଶିଷ ଆଚାର୍ଯ୍ୟ ବୁଧବାର ତାଙ୍କ ପଦବୀରୁ ଇସ୍ତଫା ଦେଇଥିବା ଜଣାଯାଇଛି। ଏ ନେଇ ଦେବାଶିଷ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଥିବା ତାଙ୍କ ଇସ୍ତଫାପତ୍ରରେ…

ଆସନ୍ତା ସୋମବାର ପୁଣି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସକାଳ ୮ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୨।୭(ଅସମାପିକା ସାହୁ) – ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୫ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସେହିଦିନ ପୂର୍ବାହ୍ନ ୧୧ଟାରୁ ଶୁଣାଣି ହେବ। ଏଥିପାଇଁ ସକାଳ ୮ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ…

ପୁରୀ ରାଜଭବନରେ ଅଭାବନୀୟ କାଣ୍ଡ, ଏଏସଓଙ୍କୁ ପିଟିଲେ ରାଜ୍ୟପାଳଙ୍କ ପୁଅ

(ଅସମାପିକା ସାହୁ)- ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଜଣେ ଏଏସ୍‌ଓ ଅଭିଯୋଗ ଆରିଛନ୍ତି। ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ…

ବିହାର ପଲଟିକ୍ସରେ ପାଓ୍ବାରଫୁଲ ଏହି ଓଡ଼ିଶା ଆଇଏଏସ, ହୋଇପାରନ୍ତି ନୀତିଶଙ୍କ ଉତ୍ତରାଧିକାରୀ

ନୂଆଦିଲ୍ଲୀ,୧୨।୭: ଓଡ଼ିଶା ପରି ବିହାର ରାଜନୀତିରେ ପାଓ୍ବାର ପ୍ଲେ। ଓଡ଼ିଶାରେ ନବୀନ ସରକାର ଥିବାବେଳେ ଯେମିତି ଆଇଏଏସଙ୍କ ଦବ୍‌ଦବା ଦେଖିବାକୁ ମିଳିଥିଲା ଏବେ ମଧ୍ୟ ସମାନ ଘଟଣା ବିହାରରେ ଦେଖିବାକୁ ମିଳିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଖାସ୍‌ ଲୋକ ଅର୍ଥାତ୍‌…

‘ସମ୍ବିଧାନ ହତ୍ୟା ଦିବସକୁ ନେଇ କ’ଣ କହିଲା କଂଗ୍ରେସ?’, ଜାଣନ୍ତୁ ମୋଦି ସରକାରଙ୍କ ଘୋଷଣାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୨।୭: ଏକ ବଡ ନିଷ୍ପତ୍ତି ନେଇ କେନ୍ଦ୍ର ସରକାର ଜୁନ ୨୫କୁ ସମ୍ବିଧାନ ହତ୍ୟା ଦିବସ ବୋଲି ଘୋଷଣା କରିଛନ୍ତି। ବର୍ତ୍ତମାନ ଏହାର ପ୍ରତିକ୍ରିୟାରେ କଂଗ୍ରେସ ସମେତ ବହୁ ବିରୋଧୀ ଦଳ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri