ଏହି ଦିନ ମହିଳାଙ୍କ ଆକାଉଣ୍ଟ୍କୁ ପ୍ରତି ମାସରେ ଆସିବ ଏତିକି ଟଙ୍କା, ୫ ବର୍ଷ ପର୍ଯ୍ୟନ୍ତ ରହିବ ନାହିଁ ଟଙ୍କା ଟେନ୍ସନ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ
ମୁମ୍ବାଇ,୧୭ା୮: ମହାରାଷ୍ଟ୍ର ସରକାର ରାଜ୍ୟର କୋଟି କୋଟି ମହିଳାଙ୍କୁ ଏକ ଅନନ୍ୟ ଉପହାର ଦେବାକୁ ଯାଉଛନ୍ତି। ମହିଳାମାନଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ସେମାନଙ୍କ ଆକାଉଣ୍ଟରେ ପ୍ରତି ମାସରେ ୧୫୦୦ ଟଙ୍କା ଜମା କରିବାକୁ ଯୋଜନା ଘୋଷଣା…
ତୃତୀୟ ଥର ପାଇଁ ଭୁଶୁଡ଼ିଲା ଭାଗଲପୁର-ସୁଲତାନଗଞ୍ଜ ବ୍ରିଜ୍, ପାଣିରେ ପଡ଼ିଲା ୧୭୧୦ କୋଟି ଟଙ୍କାର ଯୋଜନା
ପାଟ୍ନା,୧୭ା୮: ବିହାରରେ ଦୀର୍ଘଦିନ ଧରି ଚର୍ଚ୍ଚାରେ ରହି ଆସିଥିବା ଭାଗଲପୁର-ସୁଲତାନଗଞ୍ଜ ଆଗଓ୍ବାନି ବ୍ରିଜ୍ ଭଶୁଡ଼ି ପଡ଼ିଛି। ଗଙ୍ଗା ନଦୀରେ ନିର୍ମାଣାଧୀନ ୪ ଲେନ୍ ବିଶିଷ୍ଟ ଏହି ବ୍ରିଜ୍ ଶନିବାର ତୃତୀୟ ଥର ପାଇଁ ଭୁଶୁଡ଼ି ପଡ଼ିଛି। ସୁଲତାନଞ୍ଜରୁ ଆଗଓ୍ବାନି ଘାଟ ପର୍ଯ୍ୟନ୍ତ…
ଦାରା ସିଂଙ୍କୁ ଆଜୀବନ ମୁକ୍ତି ପାଇଁ ଆବେଦନ : ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ/ଭୁବନେଶ୍ୱର,୧୭ା୮: ବହୁ ଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ୍ ପଠାଇଛନ୍ତି। ଜେଲ୍ରୁ ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି ଏହି ମାମଲାର ଅଭିଯୁକ୍ତ ଦାରା ସିଂ ଓରଫ୍ ରବୀନ୍ଦ୍ର କୁମାର ପାଲ୍। ଏହାକୁ ଗ୍ରହଣ କରିବା…
ବଡ଼ ରେକର୍ଡ କଲେ ଯୋଗୀ ଆଦିତ୍ୟନାଥ: ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ…
ଲକ୍ଷ୍ନୌ,୧୭।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଏକ ରେକର୍ଡ କରିଛନ୍ତି। ସେ ୭ ବର୍ଷ ୧୪୯ ଦିନ କ୍ରମାଗତ ଭାବରେ ଏହି ପଦବୀରେ ଅବସ୍ଥାପିତ ହୋଇଥିବା ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଯୋଗ ଆଦିତ୍ୟନାଥ ୨୦୨୨ରୁ ୟୁପି ବିଧାନସଭାରେ ଗୋରଖପୁର ସହରୀ…
ସନ୍ୟାସରୁ ୟୁଟର୍ନ ନେଲେ ଭିନେଶ ଫୋଗଟ! ୩ ପୃଷ୍ଠାର ଚିଠି ଶେୟାର କରି କହିଦେଲେ ଏମିତି…
ନୂଆଦିଲ୍ଲୀ,୧୭।୮: ପ୍ୟାରିସ ଅଲିମ୍ପିକ୍ସରେ ପଦକ ହରାଇଥିବା ଭିନେଶ ଫୋଗଟ ସୋସିଆଲ ମିଡିଆରେ ପୋଷ୍ଟ କରି ନିଜର ଯନ୍ତ୍ରଣା ପ୍ରକାଶ କରିଛନ୍ତି। ଭାରତୀୟ କୁସ୍ତିଯୋଦ୍ଧା ୩ ପୃଷ୍ଠାର ଚିଠି ଶେୟାର କରି ନିଜର ମତ ରଖିଛନ୍ତି। ଫୋଗଟ କହିଛନ୍ତି ଯେ ପ୍ୟାରିସ ଅଲିମ୍ପିକ୍ସ…
ସାମ୍ପ୍ରଦାୟିକ ଉତ୍ତେଜନା: ସ୍କୁଲ ବନ୍ଦ,ଇଣ୍ଟରନେଟ୍ ସେବା ବନ୍ଦ
ଉଦୟପୁର,୧୭।୮: ରାଜସ୍ଥାନର ଉଦୟପୁର ସହରର ଏକ ସରକାରୀ ସ୍କୁଲ୍ରେ ଶୁକ୍ରବାର ୨ ଭିନ୍ନ ସମ୍ପ୍ରଦାୟର ଛାତ୍ରଙ୍କ ମଧ୍ୟରେ ବଚସାରୁ ଦଶମ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କୁ ଭିନ୍ନ ସମ୍ପ୍ରଦାୟର ସହପାଠୀ ଛୁରାମାଡ଼ କରିଥିଲେ। ଏହାକୁ ନେଇ ଉକ୍ତ ଅଞ୍ଚଳରେ ସାମ୍ପ୍ରଦାୟିକ…
କଶ୍ମୀରକୁ ଫେରୁଛି ଗଣତନ୍ତ୍ର
ନୂଆଦିଲ୍ଲୀ/ଶ୍ରୀନଗର,୧୭ା୮: ଜମ୍ମୁ-କଶ୍ମୀରବାସୀ ବୁଲେଟ୍କୁ ପ୍ରତିହତ କରି ବାଲଟ୍କୁ ବାଛିଛନ୍ତି। ଲୋକେ ପରିବର୍ତ୍ତନ ଚାହଁାନ୍ତି। ସେମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଭାଗନେଇ ନିଜ ପାଇଁ ଏକ ନୂଆ ଭବିଷ୍ୟତ ଲେଖିବାକୁ ଯାଉଛନ୍ତି। ଏଥିସହ ଉପତ୍ୟକାକୁ ଗଣତନ୍ତ୍ର ଫେରିବାକୁ ଯାଉଛି ବୋଲି ଶୁକ୍ରବାର ମୁଖ୍ୟ ନିର୍ବାଚନ କମିଶନର…
ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ଆନ୍ଦୋଳନରେ ସାମିଲ ହେଲା ଆଇଏମ୍ଏ
ନୂଆଦିଲ୍ଲୀ,୧୭ା୮: କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ପିଜି ମେଡିକାଲ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲା ପ୍ରତିବାଦରେ ରେସିଡେଣ୍ଟ ଓ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ୫ ଦିନ ହେଲା ଜାରି ରହିଥିବାବେଳେ ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍ଏ)…
ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଘଟଣାରେ ୬ଘଣ୍ଟାରେ ଏତଲା ଦେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୬ା୮: କୋଲକାତାର ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ଆନ୍ଦେଳାନ ଜାରି ରହିଛି। ଡ୍ୟୁଟିରେ ଥିବା କୌଣସି ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଘଟଣାରେ ୬ ଘଣ୍ଟା ମଧ୍ୟରେ ଏତଲା ଦାଏର କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୱାୟୀ. ବି. ଖୁରାନିଆ
ଭୁବନେଶ୍ୱର,୧୬।୮: ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ପୋଲିସ ପୋଲିସ ମହାନିର୍ଦ୍ଦେଶକ ୱାୟୀ. ବି. ଖୁରାନିଆ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଶୁକ୍ରବାର ଅପରାହ୍ନରେ ଓଡ଼ିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଯୋଗେଶ ବାହାଦୁର…
ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ୱାଇ.ବି ଖୁରାନିଆ
କଟକ,୧୬।୮: ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଛନ୍ତି। ନବନିଯୁକ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆ କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ…
ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ର; ଦିନେ ରିଲିଜ ହେବା ପାଇଁ ମିଳୁ ନ ଥିଲା ହଲ
ନୂଆଦିଲ୍ଲୀ,୧୬।୮: ୭୦ ତମ ଜାତୀୟ ଚଳଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ୨୦୨୨ରେ ରିଲିଜ ହୋଇଥିବା ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ପୁରସ୍କାର ମିଳିଛି। ଜାତୀୟ ପୁରସ୍କାର ମିଳିବା ପରେ ସିନେମାରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ବାବୁସାନ ମହାନ୍ତି…
Archives


