Home Middle

୧୩ ବର୍ଷ ପରେ ମେଲବୋର୍ନରେ ହାରିଲା ଭାରତ: ଏହି ହୃଦୟବିଦାରକ ପରାଜୟର ୫ ବଡ଼ କାରଣ

ମେଲବୋର୍ନ,୩୦।୧୨: ଅଷ୍ଟ୍ରେଲିଆ ୧୮୪ ରନରେ ମେଲବୋର୍ନ ଟେଷ୍ଟ ଜିତିଛି। ଭାରତର ୩୪୦ ରନ୍‌ର ଏକ ବଡ଼ ଲକ୍ଷ୍ୟ ଥିଲା ଏବଂ ଚତୁର୍ଥ ଇନିଂସରେ ଏଭଳି ଲକ୍ଷ୍ୟ ହାସଲ କରିବା ସହଜ ନୁହେଁ। ଟିମ ଇଣ୍ଡିଆ ସହିତ ମଧ୍ୟ ସମାନ ଘଟଣା ଘଟିଛି…

ବୀମା କ୍ଷତି ପଞ୍ଜୀକରଣ ଲାଗି ଅବଧି ବଢ଼ାଇଲେ ସରକାର, ଏହି ଦିନ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଛତ୍ରପୁର,୩୦ା୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷା ଯୋଗୁ ଗଞ୍ଜାମ ଜିଲାର ଚାଷୀମାନଙ୍କର ଫସଲ କ୍ଷୟକ୍ଷତି ହୋଇଛି। ଯେଉଁ ଚାଷୀଗଣ ବୀମାଭୁକ୍ତ ଓ ପ୍ରିମିୟମ ରାଶି ପ୍ରଦାନ କରିଛନ୍ତି ସେମାନେ ୨୯ ତାରିଖ ସୁଦ୍ଧା ପଞ୍ଜୀକରଣ କରିବାକୁ ଦିନ ଧାର୍ଯ୍ୟ ହୋଇଥିଲା। ବହୁ ଚାଷୀ…

ଇତିହାସ ରଚିବାକୁ ଯାଉଛି ଇସ୍ରୋ: ଆଜି ରାତିରେ ହେବ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ସୋମବାର ଆଜି ରାତିରେ ଦୁଇଟି ଉପଗ୍ରହ ଉତକ୍ଷେପଣ କରିବ। ଏହି ଉପଗ୍ରହଗୁଡିକର ଉଦ୍ଦେଶ୍ୟ ହେଉଛି ମହାକାଶରେ ଯୋଡିବା ଏବଂ ପୃଥକ କରିବା (ଡକିଂ ଏବଂ ଅନ୍‌ଡକିଂ) ପ୍ରଯୁକ୍ତିବିଦ୍ୟା ପରୀକ୍ଷା କରିବା । ଯଦି…

ଏଚ୍‌-୧ବି

ଆମେରିକାର ୨୦୨୪ ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଜିତାଇବାରେ ଅନ୍ୟତମ ପ୍ରମୁଖ ବ୍ୟକ୍ତି ଭାବେ ଟେସ୍‌ଲା ଓ ସ୍ପେସ୍‌ଏକ୍ସ ସିଇଓ ତଥା ‘ଏକ୍ସ’ (ପୂର୍ବରୁ ଟୁଇଟର ଭାବେ ପରିଚିତ)ର ମାଲିକ ଏଲନ୍‌ ମସ୍କଙ୍କ ଭୂମିକା ସର୍ବାଗ୍ରେ ଥିବା ସମସ୍ତେ ଜାଣନ୍ତି। ଟ୍ରମ୍ପ…

ପୋଲିସ ଗାଡିକୁ ଧକ୍କା ଦେଲା ଟ୍ରକ୍‌:ଅଳ୍ପକେ ବର୍ତ୍ତିଲେ ଫାଣ୍ଡି ଅଧିକାରୀ

ଭବାନୀପାଟଣା,୩୦।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବୋର୍ଡା ଫାଣ୍ଡି ସାପସିଲେଟ ନିକଟରେ ପୋଲିସ ଗାଡିକୁ ଏକ ଛତିଶଗଡ ଟ୍ରକ ଧକ୍କା ଦେଇଥିବା ଜଣାପଡିଛି। ଫଳରେ ପୋଲିସ ଗାଡ଼ିରେ ବସିଥିବା ବୋର୍ଡା ଫାଣ୍ଡି ଅଧିକାରୀ ଚନ୍ଦ୍ରହାସ୍ୟ ସାହୁ ସମେତ…

ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା:ଏସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୩୦ା୧୨(ଅନୁରାଧା ମହାରଣା):ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ସୋମବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ବଲାଙ୍ଗୀର ଓ ନବରଙ୍ଗପୁରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପରେ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ…

୧୦୦ ବର୍ଷରେ ଆଖିବୁଜିଲେ ପୂର୍ବତନ ରାଷ୍ଟ୍ରପତି

ଓ୍ବାଶିଂଟନ,୩୦।୧୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ସେ ଆମେରିକାର ୩୯ତମ ରାଷ୍ଟ୍ରପତି ଭାବରେ କାର୍ଯ୍ୟ କରିଥିଲେ। ସେ ୧୯୭୭ ରୁ ୧୯୮୧ ପର୍ଯ୍ୟନ୍ତ ୪ ବର୍ଷ ପର୍ଯ୍ୟନ୍ତ ଦେଶର…

ପାକିସ୍ତାନକୁ ହରାଇ ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ, ୨୯।୧୨: ଚମତ୍କାର ପ୍ରଦର୍ଶନ କରି ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ଟ୍ୱେମ୍ବା ଭୁଭାମାଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ସେଞ୍ଚୁରିଆନରେ ପାକିସ୍ତାନକୁ ଦୁଇ ଉଇକେଟରେ ହରାଇ ଏହି ସଫଳତା ହାସଲ କରିଛି। ଏହି ମ୍ୟାଚରେ…

ବର୍ଷା ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଗଜପତି(ପାରଳାଖେମୁଣ୍ଡି) ୨୯।୧୨: ଲଗାଣ ବର୍ଷାରେ ଫସଲ କ୍ଷୟକ୍ଷତି ସମୀକ୍ଷା କରିବାକୁ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ଗ୍ରାଉଣ୍ଡ ଜିରୋରେ…

OCA ସଭାପତି ପଦରୁ ଇସ୍ତଫା ଦେଲେ ବବି ଦାସ

କଟକ,୨୯।୧୨: ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ବିଜେଡିର ବରିଷ୍ଠ ରାଜନେତା ପ୍ରଣବ ପ୍ରକାଶ ଦାସ(ବବି)। ଏନେଇ ସୂଚନା ଦେଇଛନ୍ତି ସମ୍ପାଦକ ସଞ୍ଜୟ ବେହେରା। ବ୍ୟକ୍ତିଗତ କାରଣ ଦର୍ଶାଇ ବବି ଇସ୍ତଫା ଦେଇଥିବା ବେଳେ ଆଶାଟା ୪୫ ଦିନ…

ଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନା

ବ୍ରହ୍ମପୁର,୨୯।୧୨(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି( ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡ଼ାକ୍ତର ମାଡ ମାରିବା ଏଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଆକ୍ରମଣରେ…

ଘରୁ ଗୋଡ଼ କାଢ଼ିଲେଣି ନବୀନ: ୪ ଜିଲାକୁ ଯାଇ…

ଭୁବନେଶ୍ୱର,୨୯।୧୨: ସୋମବାର ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୪ ଜିଲା ଗସ୍ତ କରିବେ । ସେ କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି। ନବୀନ ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?