ଗାନ୍ଧୀମାର୍ଗରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ…
ବଳାତ୍କାର ଘଟଣା ଉପରେ ମୁହଁ ଖୋଲିଲେ ମୋଦି
ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲାରୁ ତାଙ୍କ ଅଭିଭାଷଣରେ ଏକ ବିକଶିତ ଭାରତର ସଂକଳ୍ପ, ଅନ୍ୟପକ୍ଷରେ ଭାଜପା ସରକାରଙ୍କ କାର୍ଯ୍ୟ ତଥା ଅନ୍ୟାନ୍ୟ ବିଷୟ ବିଷୟରେ ଆଲୋଚନା କରୁଥିବାବେଳେ ମହିଳାଙ୍କ ସୁରକ୍ଷା, ସେ ମହିଳା ଏବଂ ଝିଅମାନଙ୍କର…
ପାକିସ୍ତାନରେ ସର୍ଜିକାଲ ଷ୍ଟ୍ରାଇକ୍କୁ ନେଇ ଏମିତି କହିଦେଲେ ମୋଦି
ନୂଆଦିଲ୍ଲୀ,୧୫।୮: ଆଜି ସାରା ଦେଶରେ ସ୍ବାଧୀନତା ଦିବସ ପାଳନ କରାଯାଉଛି। ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ। ଏହି ସମୟରେ ସେ ଦେଶକୁ ସମ୍ବୋଧିତ କରିଥିଲେ। ମୋଦି ତାଙ୍କ ସମ୍ବୋଧନରେ କରୋନା ମହାମାରୀ ଏବଂ…
ଲାଲକିଲ୍ଲାରୁ ୧୧ଥର ପାଇଁ ପତାକା ଉତ୍ତୋଳନ କରି ଇତିହାସ ରଚିଲେ ମୋଦି, ଭାରତର ୩ୟ ପ୍ରଧାନମନ୍ତ୍ରୀ ଭାବେ…
ନୂଆଦିଲ୍ଲୀ,୧୫।୮: ଭାରତ ଆଜି ୭୮ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରିଛନ୍ତି। ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ଜିତିବା ପରେ ସେ ତାଙ୍କ କାର୍ଯ୍ୟକାଳରେ ୧୧ଥର ପାଇଁ ଲାଲକିଲ୍ଲାରୁ…
ଯଦି ଆମେ ସଙ୍କଳ୍ପ ସହିତ ଆଗକୁ ବଢିବା, ତେବେ ବିକଶିତ ଭାରତର ଲକ୍ଷ୍ୟ ହାସଲ କରିପାରିବା: ମୋଦି
ନୂଆଦିଲ୍ଲୀ,୧୫।୮: ଆଜି ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରେଡ ଦୁର୍ଗର ରାମ୍ପର୍ଟରୁ ପତାକା ଉତ୍ତୋଳନ କରିଛନ୍ତି। ଏହା ପରେ ଏକାଦଶ ଥର ପାଇଁ ଦେଶକୁ ସମ୍ବୋଧିତ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…
‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶପ୍ରେମର ସୂତ୍ରରେ ବାନ୍ଧି ରଖିବାରେ ସଫଳ ହେଉଛି। ସ୍ବାଧୀନତା…
ବ୍ୟାପୁଛି ମଙ୍କିପକ୍ସ; ଦୁଇ ବର୍ଷ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲା WHO
ନୂଆଦିଲ୍ଲୀ,୧୪ା୮: ଡେମୋକ୍ରାଟିକ୍ ରିପବ୍ଲିକ୍ ଅଫ୍ କଙ୍ଗୋରେ ମଙ୍କିପକ୍ସ ସଂକ୍ରମଣ ବ୍ୟାପିବା ପରେ ଦୁଇ ବର୍ଷ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବୁଧବାର ଦ୍ୱିତୀୟ ଥର ପାଇଁ ସମଗ୍ର ବିଶ୍ୱ ପାଇଁ ଜନସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛି।…
ପୀଡ଼ିତାଙ୍କ ମୃତଦେହରୁ ମିଳିଲା ୧୫୦ ମି.ଗ୍ରା. ସିମେନ, କୋଲକାତାରେ ସିବିଆଇ ଟିମ୍ର ତନାଘନା
କୋଲକାତା, ୧୪।୮: କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲ୍ସର ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ନୂଆ ମୋଡ଼ ଆସିଛି। ପୀଡ଼ିତାଙ୍କ ମୃତଦେହରୁ ୧୫୦ ମିଲିଗ୍ରାମର ସିମେନ(ଶୁକ୍ରାଣୁ) ମିଳିଥିବା ନେଇ ପୋଷ୍ଟମର୍ଟମ କରୁଥିବା ଡାକ୍ତର ସୁବର୍ଣ୍ଣା ଗୋସ୍ବାମୀ…
ଅଯୋଧ୍ୟାରେ ରାମଙ୍କ ୫୦ ଲକ୍ଷ ଟଙ୍କାର ଲାଇଟ୍ ଚୋରି
ଅଯୋଧ୍ୟା,୧୪ା୮: ଅଯୋଧ୍ୟାର ରାମଲାଲା ମନ୍ଦିରକୁ ସଂଯୋଗକାରୀ ଭକ୍ତିପଥ ଓ ରାମପଥରେ ଲଗାଯାଇଥିବା ୩,୮୦୦ ବାମ୍ବୋ ଲାଇଟ୍ ଏବଂ ୩୬ ଗୋବୋ ପ୍ରୋଜେକ୍ଟର ଲାଇଟ୍କୁ ଦୁର୍ବୃତ୍ତମାନେ ଚୋରିକରି ନେଇଛନ୍ତି। ଚୋରି ହୋଇଥିବା ଲାଇଟ୍ଗୁଡ଼ିକର ଆନୁମାନିକ ମୂଲ୍ୟ ୫୦ ଳକ୍ଷ ଟଙ୍କା ହେବ। ଲାଇଟ୍…
ଭିନେଶ ଫୋଗଟଙ୍କୁ ମିଳିବନି ରୌପ୍ୟ ପଦକ, ଆବେଦନ ଖାରଜ
ନୂଆଦିଲ୍ଲୀ, ୧୪।୦୮: ମଉଳି ଯାଇଛି ଭିନେଶ ଫୋଗାଟଙ୍କ ସ୍ବପ୍ନ। ଶେଷ ଆଶା ମଧ୍ୟ ବ୍ୟର୍ଥ ଯାଇଛି। ରୌପ୍ୟ ପଦକ ଦାବିରେ କୋର୍ଟ ଅଫ ଆଵିଟ୍ରେସନ ଫ୍ର ସ୍ପୋର୍ଟ୍ସ(ସିଏଏସ)ରେ ଭିନେଶଙ୍କ ଆବେଦନ ଖାରଜ ହୋଇଯାଇଛି।ଭିନେଶଙ୍କ ଆବେଦନର ବିଚାର ପୂର୍ବରୁ ହୋଇସାରିଥିବା ବେଳେ କେବଳ…
ଶୃଙ୍ଖଳିତ ଦର୍ଶନ ପାଇଁ ଲାଗିବ AI କ୍ୟାମେରା, ଟେଣ୍ଡର ପ୍ରକ୍ରିୟା ଆରମ୍ଭ
ପୁରୀ, ୧୪।୦୮: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ AI କ୍ୟାମେରା ଲଗାଯିବ। ଶ୍ରୀମନ୍ଦିର ଭିତର ବାହାର…
ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୪ା୮: ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି, ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସେ କହିଛନ୍ତି, ଦେଶ ବିଦେଶରେ ଆମେ ସ୍ବତନ୍ତ୍ରତା…
Archives


