Home Middle

ଲ’ କମିଶନ ଗଠନ କଲେ ରାଜ୍ୟ ସରକାର:ଜଷ୍ଟିସ ବିଶ୍ୱନାଥ ରଥ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ରାଜ୍ୟ ସରକାର ଲ’ କମିଶନ ଗଠନ କରିଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ଲ’ କମିଶନ ଅଧ୍ୟକ୍ଷ ଭାବେ…

ବଳିଦାନ ଦେବା, ନିଜ ଜୀବନ ଦେବା ଏକ ମୁସଲମାନର ଗର୍ବ … ତାଲିବାନକୁ କାହିଁକି ଚ୍ୟାଲେଞ୍ଜ କରୁଛି ପାକିସ୍ତାନୀ ସେନା ?

ନୂଆଦିଲ୍ଲୀ,୨୭ା୧୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପର୍କ ଲମ୍ବା ସମୟ ଧରି ତିକ୍ତତାପୂର୍ଣ୍ଣ ରହିଥିଲା ବେଳେ ନିକଟରେ ଏହା ଆହୁରି ବିଗିବାରେ ଲାଗିଛି। ଆଫଗାନିସ୍ତାନରେ ପାକିସ୍ତାନ ସେନା ଦ୍ୱାରା କରାଯାଇଥିବା ଆକାଶମାର୍ଗରୁ ଆକ୍ରମଣ ପରେ ବିବାଦ ଆହୁରି ବଢି ଯାଇଛି, ଯେଉଁଥିରେ…

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତେବେ…

‘ଅନ୍ତିମ ସଂସ୍କାର ସେହି ସ୍ଥାନରେ କର, ଯେଉଁଠି…’, କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୭।୧୨: ଶୁକ୍ରବାର କଂଗ୍ରେସ ମୁଖ୍ୟାଳୟରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ସିପିପି ସଭାପତି ସୋନିଆ ଗାନ୍ଧୀ, ଲୋକସଭା ବିରୋଧୀ ଦଳର ନେତା ତଥା ସାଂସଦ ରାହୁଲ ଗାନ୍ଧୀ ଏବଂ ଅନ୍ୟ କଂଗ୍ରେସ ନେତାଙ୍କ ଉପସ୍ଥିତିରେ କଂଗ୍ରେସ କାର୍ଯ୍ୟକାରୀ କମିଟିର ଏକ ବୈଠକ…

ନେହେରୁଙ୍କ ଠାରୁ ବାଜପେୟୀ ଯାଏ…ମୃତ୍ୟୁ ପରେ ଏହି ପ୍ରଧାନମନ୍ତ୍ରୀଙ୍କ ଏତେଦିନ ଯାଏ ରଖାଯାଇଛି ମୃତଦେହ

ନୂଆଦିଲ୍ଲୀ,୨୭।୧୨: ଡିସେମ୍ବର ୨୬ ଗୁରୁବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ତାଙ୍କର ମୃତଦେହ ଡିସେମ୍ବର ୨୮ ଶନିବାର ଦିନ କଂଗ୍ରେସ ମୁଖ୍ୟାଳୟରେ ରଖାଯିବ। ଏହି ଦିନ ତାଙ୍କର ଅନ୍ତିମ ସଂସ୍କାର ମଧ୍ୟ ହେବ। ବର୍ତ୍ତମାନ ପ୍ରଶ୍ନ…

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ ସୀମାରେ ଥିବା ଧଉଳି ଥାନା ଅଂଚଳରେ ଡକାୟତମାନେ ୨୦ ଲକ୍ଷରୁ ଅଧିକ ମୂଲ୍ୟର ସୁନା…

ସଫେଇ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ, ମୋର କୌଣସି ଏକ୍ସ…

ଭୁବନେଶ୍ୱର,୨୭।୧୨: ଓଡିଶା ରାଜନୀତିର ଏକ ଚର୍ଚ୍ଚିତ ଚେହେରା ଭି.କେ.ପାଣ୍ଡିଆନ ରାଜନୀତିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ନେଇ ଅନେକ ସମୟରେ ଚର୍ଚ୍ଚା ଲାଗିରହିଥାଏ। ନିକଟରେ ଶେଷ ହୋଇଥିବା ବିଜେଡିର ୨୮ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ନେଇ ଅନେକ ଆଲୋଚନା ହୋଇଥିଲା। କିଏ…

ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ ଗମ୍ଭୀର ତଥା ଉତ୍ସର୍ଗୀକୃତ ନେତାଙ୍କ ଛବି ଥିଲା, କିନ୍ତୁ ତାଙ୍କର ବ୍ୟକ୍ତିଗତ ଜୀବନ ମଧ୍ୟ…

ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୨୭।୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା। ସେ ଗତ ଜୁନ୍‌ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ…

ମନମୋହନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଉଛି ସାରାଦେଶ, ଆମେରିକାରୁ ଝିଅର ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା

ନୂଆଦିଲ୍ଲୀ,୨୭ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ୯୨ ବର୍ଷ ବୟସରେ ହୋଇଛି। ଗୁରୁବାର ସେନାଧ୍ୟରେ ତାଙ୍କର ଛତା ଚାଲିଯିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଯେଉଁଠି ସେ ରାତି ୯ ଟା ୫୧ ମିନିଟରେ ଶେଷ ନିଶ୍ୱାସ…

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

ମେଲବୋର୍ନ,୨୭।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୫-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଜାନୁଆରୀ ୨୬ରୁ ଖେଳାଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ ଦଳ ପ୍ରଥମେ ବ୍ୟାଟିଂ କରି ଦୃଢ ପ୍ରଦର୍ଶନ କରିଛି। ପ୍ରଥମ ଦିନର ଖେଳରେ ଅଷ୍ଟ୍ରେଲିଆ ଦଳ…

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?