HIL 2026: ବେଦାନ୍ତ କଳିଙ୍ଗ ଲାନ୍ସର୍ସ ଚମ୍ପିୟନ, ରୋମାଞ୍ଚକର ଫାଇନାଲରେ ରାଞ୍ଚି ରୟାଲ୍ସ ପରାସ୍ତ
ଭୁବନେଶ୍ୱର,୨୬।୧: ହକି ଇଣ୍ଡିଆ ଲିଗ୍ ୨୦୨୬ର ଚମ୍ପିୟନ ହୋଇଛି ଓଡ଼ିଶାର କଳିଙ୍ଗ ଲାନ୍ସର୍ସ। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଘରୋଇ ଟିମ୍ କଳିଙ୍ଗ ଲାନ୍ସର୍ସ ୩-୨ ଗୋଲରେ ରାଞ୍ଚି ରୟାଲ୍ସକୁ ପରାସ୍ତ କରି ଟ୍ରଫି ହାସଲ କରିଛି। ପୁରା…
୧୬,୦୦୦ କର୍ମଚାରୀ ଛଟେଇ କରିବ ଆମାଜନ: ପ୍ରଭାବିତ ହେବେ ଭାରତୀୟ ଟିମ୍
ନୂଆଦିଲ୍ଲୀ,୨୬।୧: ବିଶ୍ୱର ଅଗ୍ରଣୀ ଇ-କମର୍ସ ସଂସ୍ଥା ଆମାଜନ ଏକ ବଡ଼ ଧରଣର କର୍ମଚାରୀ ଛଟେଇ କରିବାକୁ ପ୍ରସ୍ତୁତି ଚଳାଇଛି। ରିପୋର୍ଟ ଅନୁସାରେ ଆସନ୍ତା ଜାନୁଆରୀ ୨୭ରୁ କମ୍ପାନୀ ପ୍ରାୟ ୧୬,୦୦୦ କର୍ମଚାରୀଙ୍କୁ ବାହାର କରିପାରେ। ଏହି ପଦକ୍ଷେପ ଦ୍ୱାରା ଭାରତୀୟ ଟିମ୍…
ହକି ଇଣ୍ଡିଆ ଲିଗ୍: ହାଇଦ୍ରାବାଦ ତୁଫାନ୍ସକୁ ବ୍ରୋଞ୍ଜ, ଓଡ଼ିଶାର ଅମନଦୀପ ଲାକ୍ରାଙ୍କ ଚମତ୍କାର ପ୍ରଦର୍ଶନ
ଭୁବନେଶ୍ୱର,୨୬।୧: ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ହକି ଇଣ୍ଡିଆ ଲିଗ୍ର ତୃତୀୟ ସ୍ଥାନ ପାଇଁ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାଇଦ୍ରାବାଦ ତୁଫାନ୍ସ ୪-୩ ଗୋଲରେ HIL GC କୁ ପରାସ୍ତ କରିଛି। ଏହି ବିଜୟ ସହ ହାଇଦ୍ରାବାଦ ୨୦୨୫-୨୬ ସିଜିନରେ…
ଭାରତୀୟ କୁଇକ୍ କମର୍ସ ବଜାରରେ ଡିସକାଉଣ୍ଟ ଝଡ଼: ଆମାଜନ-ଫ୍ଲିପକାର୍ଟ ପ୍ରବେଶ ପରେ ବଢ଼ିଲା କମ୍ପିଟିସନ
ନୂଆଦିଲ୍ଲୀ,୨୬।୧: ଭାରତର କୁଇକ୍ କମର୍ସ ବଜାରରେ ଏବେ ଏକ ବଡ଼ ଧରଣର ମୂଲ୍ୟ ଯୁଦ୍ଧ ବା ‘ପ୍ରାଇସ୍ ଓ୍ୱାର’ ଆରମ୍ଭ ହୋଇଛି। ଇ-କମର୍ସ ଜଗତର ଦୁଇ ବଡ଼ କମ୍ପାନୀ ଆମାଜନ ଏବଂ ଫ୍ଲିପକାର୍ଟ ଏହି କ୍ଷେତ୍ରରେ ପ୍ରବେଶ କରିବା ପରେ ଏହି…
ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ ପତାକା ଅବତରଣ କରିବା ସମୟରେ ବିଦ୍ୟୁତ ଆଘାତ ଲାଗି ଓମ ପ୍ରକାଶ ଦ୍ବିବେଦୀ…
ଅଭିଷେକଙ୍କ ବ୍ୟାଟ୍ରେ ଲାଗିଛି ସ୍ପ୍ରିଙ୍ଗ! ମ୍ୟାଚ ପରେ ବ୍ୟାଟ ନେଇଗଲେ ନ୍ୟୁଜିଲାଣ୍ଡ ଖେଳାଳି
ନୂଆଦିଲ୍ଲୀ,୨୬।୧: ଭାରତୀୟ ଯୁବ ଓପନର ଅଭିଷେକ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ ଏବେ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ରବିବାର ଗୁଆହାଟୀଠାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଅଭିଷେକଙ୍କ ବ୍ୟାଟିଂ ଏତେ ଭୟଙ୍କର ଥିଲା ଯେ, କିୱି ଖେଳାଳିମାନେ ପଡ଼ିଆ…
ସାଧାରଣତନ୍ତ୍ର ଦିବସ ଭାଷଣରେ ଆମ୍ବେଦକରଙ୍କୁ ଭୁଲିଗଲେ ମନ୍ତ୍ରୀ, ଅଭିଯୋଗ ଆଣି ମହିଳା କର୍ମଚାରୀ କହିଲେ…
ମୁମ୍ବାଇ,୨୬ା୧: ସୋମବାର ମହାରାଷ୍ଟ୍ରର ନାସିକରେ ସାଧାରଣତନ୍ତ୍ର ଦିବସ ପାଳନ ସମୟରେ ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରିଶ ମହାଜନ ଏକ ଲଜ୍ଜାଜନକ ପରିସ୍ଥିତିର ସମ୍ମୁଖୀନ ହୋଇଥିଲେ। ଯେତେବେଳେ ଜଣେ ବନ ବିଭାଗର କର୍ମଚାରୀ ତାଙ୍କ ଭାଷଣରେ ଡକ୍ଟର ଭୀମରାଓ ଆମ୍ବେଦକରଙ୍କୁ ବାଦ୍ ଦେବା…
୩ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ମୃତ୍ୟୁ ଦଣ୍ଡାଦେଶ
ଢାକା,୨୬ା୧: ବାଂଲାଦେଶର ଏକ କୋର୍ଟ ସୋମବାର ଢାକାର ପଳାତକ ପୂର୍ବତନ ପୋଲିସ ମୁଖ୍ୟ ଏବଂ ଦୁଇ ବରିଷ୍ଠ ଅଧିକାରୀଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ଜୁଲାଇ ୨୦୨୪ରେ ହୋଇଥିବା ଗଣ ବିଦ୍ରୋହ ସମୟରେ ୬ ଜଣ ପ୍ରଦର୍ଶନକାରୀଙ୍କୁ ହତ୍ୟା କରିବା ଅପରାଧ ପାଇଁ…
ହାଇୱା ଧକ୍କାରେ ମୃତ୍ୟୁ ଘଟଣା: ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଯେନା(୫୮) ରବିବାର ହାଇୱା ଧକ୍କାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ…
ମଝି ସମୁଦ୍ରରେ ବୁଡ଼ିଗଲା ଜାହାଜ: ୧୮ ମୃତ, ଅନେକ ନିଖୋଜ
ମାନିଲା,୨୬ା୧: ଫିଲିପାଇନ୍ସର ଦକ୍ଷିଣ ଉପକୂଳରେ ୩୫୦ରୁ ଅଧିକ ଯାତ୍ରୀ ଏବଂ କ୍ରୁ ସଦସ୍ୟଙ୍କୁ ନେଇ ଯାଉଥିବା ଏକ ଜାହାଜ ବୁଡ଼ିଯିବାରୁ ଅତି କମ୍ରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ଫିଲିପାଇନ୍ସ ତଟରକ୍ଷୀ ବାହିନୀର ସୂଚନା ଅନୁଯାୟୀ, ଏମ୍ଭି ତ୍ରିଶା କର୍ଷ୍ଟିନ-୩ ଜାହାଜରେ…
କେଉଁଠି ରହିଲା ଭାରତ
ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀରେ ଶାନ୍ତି ସ୍ଥାପନ ନିମନ୍ତେ ଜାତିସଂଘ ଗଠନ କରାଯାଇଥିଲା। ହେଲେ ବିଭିନ୍ନ ଦେଶ ଭିତରେ ବାରମ୍ବାର ଯୁଦ୍ଧ, ସଂଘର୍ଷ ଦେଖାଦେଉଥିଲେ ମଧ୍ୟ ଜାତିସଂଘ ଏବେ କେବଳ ଏକ ଦନ୍ତହୀନ ସଙ୍ଗଠନ ଭାବେ ରହିଛି। ରୁଷିଆ-ୟୁକ୍ରେନ୍ ଏବଂ ଇସ୍ରାଏଲ-ହମାସ…
ମ୍ୟାନ୍ମାରରେ ଭାରତୀୟ ସେନାର ସର୍ଜିକାଲ ଷ୍ଟ୍ରାଇକ୍: ସରକାର ଖୋଲିଲେ ଗୁପ୍ତ ଅପରେସନର ରହସ୍ୟ
ନୂଆଦିଲ୍ଲୀ, ୨୫ା୧: ଭାରତୀୟ ସେନା ପକ୍ଷରୁ ମ୍ୟାନ୍ମାର ସୀମା ଭିତରେ ପଶି କରାଯାଇଥିବା ଏକ ଗୁପ୍ତ ଅପରେସନ କରାଯାଇଛି। ଏ ସମ୍ପର୍କରେ ପ୍ରଥମ କରି ଆନୁଷ୍ଠାନିକ ଘୋଷଣା କରାଯାଇଛି। ୨୦୨୫ ଜୁଲାଇ ମାସରେ କରାଯାଇଥିବା ଏହି ସର୍ଜିକାଲ ଷ୍ଟ୍ରାଇକ୍ କରାଯାଇଥିଲା। ଏଥିପାଇଁ…
Archives


