ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୭: ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ । ଏନେଇ ରାଜ୍ୟ…
ଟିମ ଇଣ୍ଡିଆକୁ ମିଳିଲା ଏମିତି ସମ୍ମାନ, ଯାହା କେବେ କୌଣସି ପ୍ରଧାନମନ୍ତ୍ରୀ ଅବା ମୁଖ୍ୟମନ୍ତ୍ରୀଙ୍କୁ ମିଳିନାହିଁ
ନୂଆଦିଲ୍ଲୀ,୪।୭: ଟି -୨୦ କ୍ରିକେଟ ବିଶ୍ୱକପ ଜିତିବା ପରେ ସ୍ବଦେଶ ଫେରିଥିବା ଟିମ ଇଣ୍ଡିଆକୁ ଦେଶରେ ଏକ ବଡ଼ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଉଛି। ମୁମ୍ବାଇ ବିମାନବନ୍ଦରରେ ପହଞ୍ଚିବା ପରେ ଭାରତୀୟ କ୍ରିକେଟ ଟିମ ବିମାନକୁ ପାଣି ତୋପ ସାଲ୍ୟୁଟ ବା ଓ୍ବାଟର…
ତୃତୀୟଥର ପାଇଁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ୍
ରାଞ୍ଚି,୪।୭: ଝାଡଖଣ୍ଡର ୧୩ତମ ମୁଖ୍ୟମନ୍ତ୍ରୀ ଭାବରେ ହେମନ୍ତ ସୋରେନ୍ ଶପଥ ନେଇଛନ୍ତି। ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ରାଜ ଭବନରେ ତାଙ୍କୁ ଶପଥପାଠ କରାଇଛନ୍ତି। ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍ ବୁଧବାର ନିଜ ପଦରୁ ଇସ୍ତଫା…
ହାଥରସ୍ ସତ୍ସଙ୍ଗ ଦଳାଚକଟା ମାମଲା: ୬ ଗିରଫ
ହାଥରସ୍,୪ା୭: ଉତ୍ତରପ୍ରଦେଶର ହାଥରସ୍ରେ ଘଟିଥିବା ଦଳାଚକଟା ମାମଲାରେ ଆୟୋଜନକାରୀ କମିଟିର ୬ ଜଣଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ଦଳାଚକଟା ଘଟଣାର ୭୨ ଘଣ୍ଟା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୬ ଜଣ ଗିରଫ ହୋଇଥିଲେ ବି ମୁଖ୍ୟ ଅଭିଯୁକ୍ତ…
ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୁଦ୍ଧକାଳୀନ ଭିତ୍ତିରେ ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ଦେଲେ ନିର୍ଦ୍ଦେଶ
ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
ହାଥରସ୍ ଘଟଣାକୁ ନେଇ ସାମ୍ନାକୁ ଆସିଲା ବଡ଼ ସତ, ସିସିଟିଭି ଫୁଟେଜ୍ରେ ଦେଖିବାକୁ ମିଳିଛି…
ହାଥରସ୍,୪ା୭: ହାଥରସ୍ରେ ଘଟିଥିବା ଦୁଃଖଦ ଘଟଣା ପରେ ଗୋଟିଏ ପରେ ଗୋଟିଏ କଥା ସାମ୍ନାକୁ ଆସୁଛି। ଗୁରୁବାର ଏକ ସିସିଟିଭି ଫୁଟେଜ୍ ମଧ୍ୟ ସାମ୍ନାକୁ ଆସିଛି। ଯାହା ବାବାଙ୍କ କଥା ଉପରେ ପ୍ରଶ୍ନ ଉଠାଇଛି। ଏହି ଭିଡିଓରେ ବାବାଙ୍କ ଫଟୋ ଭାଇରାଲ…
କିର୍ ଷ୍ଟାର୍ମର କିଏ? ବ୍ରିଟେନ ନିର୍ବାଚନରେ ଯିଏ ସୁନକଙ୍କୁ ଦେଉଛନ୍ତି କଡ଼ା ଟକ୍କର, ହୋଇପାରନ୍ତି ପ୍ରଧାନମନ୍ତ୍ରୀ…
ଲଣ୍ଡନ,୪।୭: ବ୍ରିଟେନ୍ରେ ଗୁରୁବାର ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ବଡ଼ ଧରଣର ଓଲଟପାଲଟ ହୋଇପାରେ। ଏପରିକି ପ୍ରଧାନମନ୍ତ୍ରୀ ଋଷି ସୁନକ ନିର୍ବାଚନ ହାରିଯାଇପାରନ୍ତି ବୋଲି କୁହାଯାଉଛି। ତାଙ୍କୁ ଲେବର ପାର୍ଟିର ନେତା କିର୍ ଷ୍ଟାର୍ମର କଡ଼ା ଟକ୍କର ଦେଇପାରନ୍ତି।…
ରୋହିତ ଶର୍ମାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ…
ନୂଆଦିଲ୍ଲୀ,୪ା୭: ଭାରତୀୟ କ୍ରିକେଟ୍ ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍ ଟାଇଟଲ ଜିତିଛି। ଟିମ୍ ଇଣ୍ଡିଆ ଗୁରୁବାର ବାର୍ବାଡୋସ୍ରୁ ଘରକୁ ଫେରିଛି। ଦିଲ୍ଲୀ ବିମାନବନ୍ଦରରେ ଟିମ୍ ଇଣ୍ଡିଆକୁ ସ୍ବାଗତ କରାଯାଇଥିଲା। ଟି-୨୦ ବିଶ୍ୱକପ୍ ଜିତିଥିବା ଭାରତୀୟ କ୍ରିକେଟ…
ବିଶ୍ୱକପ୍ ଟ୍ରଫି ଧରିଲେ ପ୍ରଧାନମନ୍ତ୍ରୀ ମୋଦି: ଖୁସିରେ ଗଦ୍ଗଦ୍ ହୋଇ ଖେଳାଳିଙ୍କ ସହ କଲେ ଆଲୋଚନା,ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ୨୦୨୪ ଟ୍ରଫି ଜିତିବା ପରେ ଶେଷରେ ଘରକୁ ଫେରିଛି। ବାର୍ବାଡୋସରୁ ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରେ ପହଞ୍ଚିବା ପରେ ଟିମ ଇଣ୍ଡିଆର ସମସ୍ତ ଖେଳାଳି ହୋଟେଲ ଅଭିମୁଖେ ଯାତ୍ରା କରିଥିଲେ।…
ନବୀନ ବଢାଇବେ ଭାଜପାର ଟେନଶନ, ରାଜ୍ୟ ସଭାରେ ହେବ ଅଡୁଆ
ନୂଆଦିଲ୍ଲୀ,୪।୭: ଯଦିଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶରେ କ୍ଷମତା ହାସଲ କରିଛନ୍ତି, କିନ୍ତୁ ୨୦୨୪ର ନିର୍ବାଚନ ଫଳାଫଳ ସଂସଦର ଚିତ୍ର ବଦଳାଇ ଦେଇଛି। ଅଦ୍ୟାବଧି ନବୀନ ପଟ୍ଟନାୟକଙ୍କ ଦଳ ବିଜେଡି ଭାଜପା ଏବଂ ମୋଦି ସରକାରଙ୍କ…
ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ। ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି କାର୍ଯ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଣ୍ଠୁ…
‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’
ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା…
Archives


