ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ। ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି କାର୍ଯ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଣ୍ଠୁ…
‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’
ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା…
ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ
ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ…
ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା
ବେଜିଂ/ନୂଆଦିଲ୍ଲୀ,୪ା୭: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍ ୟିଙ୍କୁ ଗୁରୁବାର ଭେଟିଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର। ଏହି ସାକ୍ଷାତ ସମୟରେ ଜୟଶଙ୍କର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ବିଶେଷକରି ସୀମା ବିବାଦ ସମେତ ବିଭିନ୍ନ ପ୍ରସଙ୍ଗରେ କାଜାଖସ୍ତାନର…
ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ! ନିୟମରେ ବଡ଼ ପରିବର୍ତ୍ତନ କଲେ ଓମ ବିର୍ଲା
ନୂଆଦିଲ୍ଲୀ,୪।୭: ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ। ଏନେଇ ନିୟମରେ ହୋଇଛି ବଡ଼ ପରିବର୍ତ୍ତନ। ଲୋକ ସଭା ବାଚସ୍ପତି ଓମ ବିର୍ଲା ଏଥିପାଇଁ ନିୟମରେ ବଡ଼ ସଂଶୋଧଡ଼ କରିଛନ୍ତି। ନବ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବା ଦେଇଥିବା ସ୍ଲୋଗାନକୁ ଦୃଷ୍ଟିରେ…
ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ ଶେୟାର…
ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ ପରିବାରକୁ କ୍ଷତିପୂରଣ ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ମିଥ୍ୟା କହିଛନ୍ତି। ଏଥିପାଇଁ…
ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା
ହାଥରସ୍,୩ା୭: ଉତ୍ତରପ୍ରଦେଶର ହାଥରସ୍ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ ଅଧିକ ଚିନ୍ତାଦାୟକ ଆତ୍ମଘୋଷିତ ଭୋଲେ ବାବାଙ୍କ ଯୌନ କେଳେଙ୍କାରୀ। ଉକ୍ତ ବାବାଙ୍କ ନାଁରେ ଯୌନ…
ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି
ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ ଦେଉଛନ୍ତି। ସଧାରଣ ଲୋକର ସମସ୍ୟାକୁ ମଧ୍ଯ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇ ଶୁଣି ସମାଧାନ ପାଇଁ…
୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨ ଦିନ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ,…
ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲକାନଗିରିର ବିକାଶରେ ବିଧାୟକ ଭାବେ ଆଦିତ୍ୟଙ୍କ ବଳିଷ୍ଠ ଯୋଗଦାନ…
ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,
ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି। ଜେଲ୍ରୁ ଫେରିବା ପରେ…
Archives


