Home Middle

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏଥିପାଇଁ ଦେଶର ୪୫ ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା। ଏହି ନୂତନ…

ପରିସ୍ଥିତିର ଦାସ

ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍‌ ଲାଡେନ୍‌ଙ୍କ ସଙ୍ଗଠନ ଅଲ୍‌-କାଏଦା ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲ୍ୟୁଟିସି)ର ଦୁଇଟି ଟାଓ୍ବାର ଉପରେ ଆକ୍ରମଣ କରି ବ୍ୟାପକ କ୍ଷତି କରିଥିଲା।…

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ ଏହି ପୁସ୍ତକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରଶାସକରୁ ରାଜନେତା ପାଲଟିଥିବା ତାମିଲ…

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି…

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ ରହିଛି। ଏହି ବନ୍ଧୁମାନଙ୍କ ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ ଖବରଦାତା ସୁରକ୍ଷା ଅଧିନିୟମ…

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ…

ମୋଦିଙ୍କୁ କୁଏତ୍‌ରେ ଗାର୍ଡ ଅଫ ଅନର୍‌

କୁଏତ ସିଟି,୨୨।୧୨: କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହି ଉତ୍ସବରେ କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ…

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି ଦେଉଛନ୍ତି। ଏଥି ସହିତ ବିଶ୍ୱର ସର୍ବ ବୃହତ ସୁପର ପାୱାର କୁହାଯାଉଥିବା ଆମେରିକା ମଧ୍ୟ…

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ ଯୋଗୁ ଅସୁସ୍ଥ ଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ସେଠାରେ ହସ୍ପିଟାଲ…

କୁଏତରେ ଶ୍ରମିକଙ୍କ ସହ ଓଡ଼ିଆରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୨ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । କ୍ୟାମ୍ପରେ ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳର ଜଣେ ଓଡ଼ିଆ ଯୁବକଙ୍କ ସହ ଓଡ଼ିଆରେ ମୋଦି…

ଟ୍ରକ୍‌କୁ ପିଟି ଜଳିଗଲା ବସ୍‌: ୩୮ ଜଣଙ୍କ ଜୀବନ ଗଲା, ୯ ଗୁରୁତର

ବ୍ରାସିଲିଆ,୨୨ା୧୨: ଏକ ଯାତ୍ରୀବାହୀ ବସ୍‌ ଟ୍ରକ୍‌କୁ ଧକ୍କା ଦେବା ପରେ ହୁତୁହୁତ ହୋଇ ରାସ୍ତାରେ ଜଳିଯାଇଛି। ଫଳରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ ଗୁରୁତର ହୋଇଛନ୍ତି। ବ୍ରାଜିଲର ମିନାସ ଜେରାଇସ ରାଜ୍ୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଅଧିକାରୀଙ୍କ…

ଭୋଟରଙ୍କୁ ନିର୍ବାଚନର ଇଲେକ୍ଟ୍ରୋନିକ୍‌ ଯାଞ୍ଚ ମନା

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ନିର୍ବାଚନରେ ପ୍ରାର୍ଥୀମାନେ କରୁଥିବା ଦୁରୁପଯୋଗକୁ ରୋକିବା ନିମନ୍ତେ ସିସିଟିଭି କ୍ୟାମେରା, ଓ୍ବେବ୍‌କାଷ୍ଟିଂ ଫୁଟେଜ୍‌ ସହ ଭିଡିଓ ରେକର୍ଡିଂ ଆଦି ଇଲେକ୍ଟ୍ରୋନିକ୍‌ ରେକର୍ଡଗୁଡ଼ିକୁ ଜନସାଧାରଣ ଆଉ ଯାଞ୍ଚ କରିପାରିବେ ନାହିଁ। ଏଥିପାଇଁ କେନ୍ଦ୍ର ସରକାର ନିର୍ବାଚନ ନିୟମାବଳୀରେ କେତେକ ପରିବର୍ତ୍ତନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?