କମିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ କେତେ ଟଙ୍କା
ନୂଆଦିଲ୍ଲୀ,୧ା୭: ହ୍ରାସ ପାଇଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି। ଏଥିସହିତ ରାଜଧାନୀ ଦିଲ୍ଲୀରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୧୬୪୬ ଟଙ୍କା ହୋଇଛି।…
ବଲେ ବଲେ ପରେ କୁସୁମାର ୨ ବଙ୍ଗଳା: ସରକାର ବଦଳିବା ପରେ ଚର୍ଚ୍ଚାରେ ସରକାରୀ ସମ୍ପତ୍ତି
ଯାଜପୁର/ଯାଜପୁର ସଦର,୧ା୭(ହର୍ଷବର୍ଦ୍ଧନ ବେହେରା/ସମର ବିଜୟ ଶରଣ): ସରକାରୀ ଜମି ଓ ଅର୍ଥରେ ନିର୍ମାଣ ହୋଇଥିବା ବିଭିନ୍ନ କୋଠାଘର ବ୍ୟକ୍ତିଗତ ସମ୍ପତ୍ତି ଭାବେ ବ୍ୟବହାର ହେଉଥିବାର ଅଭିଯୋଗ ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ସରକାରୀ ସମ୍ପତ୍ତିକୁ କେବଳ କବ୍ଜା କରିବା ନୁହେଁ,…
ହାଲୁଆ ପ୍ୟାକେଟରେ ପୋକ ସାଲୁବାଲୁ; ବିପଦରେ ଶିଶୁଙ୍କ ଜୀବନ, କାହାର ନିଘା ନାହିଁ
ଯାଜପୁର,୧ା୭(ହର୍ଷବର୍ଦ୍ଧନ ବେହେରା): ଶିଶୁମାନଙ୍କ ମାନସିକ ଓ ଶାରୀରିକ ବିକାଶ ଲାଗି ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ ହାଲୁଆ ପ୍ୟାକେଟ ବଣ୍ଟନ କରିବାର ବ୍ୟବସ୍ଥା କରିଛନ୍ତି। ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ସାଧାରଣ ଶିଶୁଙ୍କ ପାଇଁ ଏହା ଉର୍ଦ୍ଦିଷ୍ଟ। ଯୋଜନା…
ନୂଆ ଆଇନରେ ରୁଜୁ ହେଲା ପ୍ରଥମ ମାମଲା
ନୂଆଦିଲ୍ଲୀ,୧ା୭: ଆଜିଠୁ ଦେଶରେ ଲାଗୁ ହୋଇଛି ୩ ନୂଆ ଆଇନ। ତେବେ ଏହି ଆଇନ ଲାଗୁ ହେବା ପରେ ଭାରତୀୟ ନ୍ୟାୟ ସଂହିତାରେ ପ୍ରଥମ ଏଫ୍ଆଇର ବା ମାମଲା ଦିଲ୍ଲୀରେ ରୁଜୁ ହୋଇଛି। ଦିଲ୍ଲୀ କମଳା ମାର୍କେଟ୍ ଥାନାରେ ଜଣେ ଭେଣ୍ଡରଙ୍କ…
ନୂଆ ଆଇନରେ ହୋଇଛି ଏସବୁ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୧ା୭: ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ ବୋଲି ବିଶ୍ୱାସ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ…
ଆଜିଠୁ ଲାଗୁ ହେଲା ୩ ନୂଆ ଆଇନ
ନୂଆଦିଲ୍ଲୀ,୧ା୭: ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି),…
ଜୁଲାଇ ୧ରୁ ଆଇପିସି, ସିଆର୍ପିସି, ଏଭିଡେନ୍ସ ଆକ୍ଟ ଯୁଗ ହେବ ଶେଷ: କାର୍ଯ୍ୟକାରୀ ହେବ ଏହି ୩ ନୂଆ ଆଇନ୍
ନୂଆଦିଲ୍ଲୀ,୩୦ା୬:ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି),…
ଉପ ବାଚସ୍ପତି ପଦକୁ ନେଇ ଏମିତି ଖେଳ ଖେଳିଲେ ମମତା, ଖୁସି ହୋଇଗଲେ ଅଖିଳେଶ
ନୂଆଦିଲ୍ଲୀ,୩୦।୬: ନିକଟରେ ଶେଷ ହୋଇଥିବା ଲୋକ ସଭା ନିର୍ବାଚନ ପରେ ନୂଆ ସରକାରଙ୍କ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ଏହା ସହିତ ୧୮ତମ ଲୋକସଭା ପାଇଁ ଲୋକସଭା ବାଚସ୍ପତି ହୋଇଥିଲେ କୋଟାରୁ ଭାରତୀୟ ଜନତା ପାଟର୍ଇ(ଭାଜପା), ଏମପି ଓମ ବିର୍ଲା। କିନ୍ତୁ ଉପ…
ନିକୁଞ୍ଜ ଧଳଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୩୦।୬(ଅସମାପିକା ସାହୁ): ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ…
ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସେନା ମୁଖ୍ୟ
ନୂଆଦିଲ୍ଲୀ,୩୦: ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ରବିବାର ୩୦ତମ ସେନା ମୁଖ୍ୟ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଜେନେରାଲ ମନୋଜ ପାଣ୍ଡେଙ୍କ ସ୍ଥାନ ନେଇଛନ୍ତି। ଚାଇନା ଏବଂ ପାକିସ୍ତାନ ସହିତ ସୀମାରେ କାମ କରିବାର ଜେନେରାଲ ଦ୍ୱିବେଦୀଙ୍କର ବ୍ୟାପକ ଅଭିଜ୍ଞତା ରହିଛି।…
ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା
ନୂଆଦିଲ୍ଲୀ,୩୦ା୬: ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ ପ୍ରଶଂସକମାନଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଉଛନ୍ତି ଭାରତୀୟ ଖେଳାଳି ଗତ କାଲି ମ୍ୟାଚ୍ ସାରିବା ପରେ ପରେ ପ୍ରଥମେ ବିରାଟ କୋହଲି ଏବଂ ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରୁ…
ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା
ଭୁବନେଶ୍ୱର,୩୦ା୬: ୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ…
Archives


