Home Middle

ସକାଳୁ ସକାଳୁ ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୧୨: ଗୁରୁବାର ସକାଳେ ଜମ୍ମୁ କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ସମୟରେ ଏହି ଏନକାଉଣ୍ଟରରେ ଦୁଇଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ବୁଧବାର (ଡିସେମ୍ବର ୧୮)…

ଭାରତ-ଆମେରିକାର ଚିନ୍ତା ବଢାଇଲାଣି ଚାଇନା, ପରମାଣୁ ବୋମା ସଂଖ୍ୟା ଅତିକ୍ରମ କଲା ୬୦୦, ୨୦୩୦ ବେଳକୁ…

ବେଜିଂ/ଓ୍ବାଶିଂଟନ,୧୯।୧୨: ଆମେରିକାର ପ୍ରତିରକ୍ଷା ବିଭାଗ ଚାଇନାର ସାମରିକ ଶକ୍ତି ଉପରେ ବାର୍ଷିକ ରିପୋର୍ଟ ପ୍ରକାଶ କରିଛି। ଏହି ରିପୋର୍ଟରେ ଅନେକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି । ଏହି ସୂଚନା କେବଳ ଆମେରିକାର ନୁହେଁ ପଡୋଶୀ ଦେଶ ଭାରତର ଚିନ୍ତା ବଢାଇବାକୁ…

ପାକିସ୍ତାନୀ ବେଟିଂ ଆପ୍ ପ୍ରମୋସନ କରୁଛନ୍ତି ଭାରତୀୟ ସେଲିବ୍ରେଟି

ନୂଆଦିଲ୍ଲୀ,୧୮ା୧୨: ଭାରତରେ ଚାଲିଛି ପାକିସ୍ତାନୀ ବେଟିଂ ଆପ୍ ମାଲିକଙ୍କ ରାଜୁତି। ଟଙ୍କା ଦେଇ ଭାରତୀୟ ସେଲିବ୍ରେଟିଙ୍କୁ ବନାଇଛନ୍ତି ମୋହରା। ସାମାଜିକ ଗଣାମଧ୍ୟରେ ଚାଲିଛି ଜୋରଦାର ପ୍ରଚାର। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା କରାଯାଇଥିବା ଏକ ତଦନ୍ତରୁ ଏହି ଖୁଲାସା ହୋଇଛି। ସୂତ୍ରରୁ ପ୍ରକାଶ…

‘ଏକ ଦେଶ ଏକ ନିର୍ବାଚନ’ ପାଇଁ ଜେପିସି କମିଟି ଗଠନ: ଓଡିଶାରୁ ସମ୍ବିତ, ଭର୍ତ୍ତୃହରି

ନୂଆଦିଲ୍ଲୀ,୧୮ା୧୨: ଏକ ଦେଶ, ଏଲ ନିର୍ବାଚନ ପାଇଁ ମିଳିତ ସଂସଦ କମିଟି (ଜେପିସି) ଗଠନ କରାଯାଇଛି। ଅନୁରାଗ ଠାକୁର ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ପରି ସାଂସଦଙ୍କ ନାମ ୩୧ ଜଣ ସଦସ୍ୟଙ୍କ ଜେପିସିରେ ଅନ୍ତର୍ଭୁକ୍ତ ହୋଇଛି। ଏହି କମିଟିର ଅଧ୍ୟକ୍ଷତା ଭାଜପା…

ଗୋଟିଏ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଖାର୍ଗେ, ରାହୁଲ: ନେଇଗଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୮ା୧୨: ଭାରତର ପରବର୍ତ୍ତୀ ଜାତୀୟ ମାନବ ଅଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ନିଯୁକ୍ତି ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟିର ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ ଓ…

ମୁମ୍ବାଇରେ ନୌସେନା, ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ତିନି ଯବାନଙ୍କ ସମେତ ୧୩ ମୃତ

ମୁମ୍ବାଇ,୧୮ା୧୨: ବୁଧବାର ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆରୁ ହାତୀ ଦ୍ୱୀପ ଆଡକୁ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଟ୍ ଦୁର୍ଘଟଣା ପରେ ବୁଡ଼ି ଯାଇଛି। ସୂଚନା ଅନୁଯାୟୀ, ଏକ ନୌସେନାର ସ୍ପିଡ୍ ବୋଟ୍ ଯାତ୍ରୀବାହୀ ବୋଟ୍ କୁ ଧକ୍କା…

ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ନିଲମ୍ବନ କରିଛନ୍ତି। ସୂଚନା ଅନୁସାରେ ଗତ ଏପ୍ରିଲ ମାସ…

ବାୟୁସେନାରେ ଅଗ୍ନିବୀର ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି: ଯୁକ୍ତ ୨ ପାସ୍ କରିଥିଲେ ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୧୮ା୧୨: ଭାରତୀୟ ସେନାରେ ଯୋଗଦେବାକୁ ଚାଁହୁଥିବା ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର। ଭାରତୀୟ ବାୟୁସେନା (ଆଇଏଏଫ) ଅଗ୍ନିପଥ ଯୋଜନାରେ ଅଗ୍ନିବୀରବାୟୁ ୦୧/୨୦୨୬ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାରି ହୋଇଥିବା ସୂଚନା ଅନୁଯାୟୀ ଅଗ୍ନିବୀର ବାୟୁ ନିଯୁକ୍ତି ପାଇଁ ୨୦୨୫…

ଚଢ଼ାଉ ବେଳେ ଆଇଆଇସିଙ୍କୁ ଆକ୍ରମଣ: ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିଲା

ଉଦଳା, ୧୮।୧୨(ସନ୍ତୋଷ କୁମାର ବାଚ୍ଛିନୀ)-ଲଘୁ ଖଣିଜ ପଦାର୍ଥ ଚୋରାଚାଲାଣ ରୋକିବାକୁ ଚଢ଼ାଉ ବେଳେ ସଂଘବଦ୍ଧ ଆକ୍ରମଣରେ ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଆଇଆଇସି ପ୍ରକାଶ କୁମାର ରଥ ଆହତ ହୋଇଛନ୍ତି। ଚୋରାଚାଲାଣକାରୀଙ୍କ ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିରୁଜି ଯାଇଛି। ଏନେଇ…

ମୁମ୍ବାଇ ଉପକୂଳରେ ବୁଡ଼ିଲା ବୋଟ୍: ୪୦ ନିଖୋଜ

ମୁମ୍ବାଇ,୧୮ା୧୨: ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଖବର ଲେଖାହେବା ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅର୍ଥାତ ଏବେ…

‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’

ନୂଆଦିଲ୍ଲୀ,୧୮ା୧୨: କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କଂଗ୍ରେସକୁ ସମ୍ବିଧାନ ବିରୋଧୀ, ଆମ୍ବେଦକର ବିରୋଧୀ କହିଛନ୍ତି ଶାହା। ନେହରୁ ଓ ଇନ୍ଦିରାଙ୍କୁ ଭାରତ ରତ୍ନ ଦେଲେ, କିନ୍ତୁ ଆମ୍ବେଦକରଙ୍କୁ ସମ୍ମାନିତ କଲେନାହିଁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା…

ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?