ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ
ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି ବିଦ୍ରୋହୀ ଗୋଷ୍ଠୀର ନିୟନ୍ତ୍ରଣରେ ଥିବା ଏହି ହସ୍ପିଟାଲ୍ ଉପରେ ହୋଇଥିବା ଆକ୍ରମଣରେ ଅତି କମରେ…
ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ
ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ ପରେ ବ୍ୟାଟରଙ୍କ ଖରାପ ପ୍ରଦର୍ଶନ ଯୋଗୁଁ ଭାରତୀୟ ଦଳକୁ ଏହି ବଡ଼ ବ୍ୟବଧାନରେ ହାରିବାକୁ…
ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ
ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା ଦୂତାବାସ ସ୍ପଷ୍ଟ କରିଛି ଯେ ଯଦି କୌଣସି ପର୍ଯ୍ୟଟକ ଭିସା ଆବେଦନକାରୀଙ୍କର ଆମେରିକା ମାଟିରେ…
ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ
ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭ୍ରମଣକାରୀ ଦଳ ଭାରତ ସମ୍ମୁଖରେ ଏକ ବିଶାଳ ସ୍କୋର ଛିଡ଼ା କରିଛି। ଡି’…
‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍
କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ପ୍ରଶ୍ନ କରି ସେ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅସନ୍ତୋଷ…
ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା
ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି। ଏହି ସମୟରେ ଉଭୟ ନେତା ଦିଲ୍ଲୀ ଓ ୱାଶିଂଟନ୍ ମଧ୍ୟରେ ଥିବା ‘ବ୍ୟାପକ…
ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର
ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ କରାଯାଇଛି। ଗୁରୁବାର ଦିଲ୍ଲୀ ଓ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ (DDCA) ପକ୍ଷରୁ ଏକ ବିବୃତ୍ତିରେ…
ଟସ୍ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…
ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ ପାଇଁ ଭାରତ ସେମାନଙ୍କର ପ୍ଲେଇଂ-୧୧ରେ କୌଣସି ପରିବର୍ତ୍ତନ କରିନାହିଁ। ଏହି ମ୍ୟାଚ ପାଇଁ ଦକ୍ଷିଣ…
ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍କାଇଲେ ଦିଦି
କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ ବାଦ ଦିଆଯାଏ, ତେବେ ରୋଷେଇ ଘରେ ଥିବା ଅସ୍ତ୍ରଶସ୍ତ୍ର ସହିତ ପ୍ରସ୍ତୁତ ରହିବାକୁ ଅନୁରୋଧ…
ବଡ଼ ଘୋଷଣା କଲା ଇଣ୍ଡିଗୋ, ବିମାନ ବାତିଲରେ ପ୍ରଭାବିତ ହୋଇଥିବା ଯାତ୍ରୀଙ୍କୁ ମିଳିବ ଏତିକି ଟଙ୍କା କ୍ଷତିପୂରଣ
ନୂଆଦିଲ୍ଲୀ,୧୧।୧୨: ହଜାର ହଜାର ଯାତ୍ରୀ ସମ୍ମୁଖୀନ ହେଉଥିବା ଅସୁବିଧାକୁ ସ୍ବୀକାର କରି ଇଣ୍ଡିଗୋ ନିକଟରେ ବଡ଼ ଘୋଷଣା କରିଛି। କମ୍ପାନୀ ଘୋଷଣା କରିଛି ଯେ ଡିସେମ୍ବର ପ୍ରାରମ୍ଭରେ କାର୍ଯ୍ୟକ୍ଷମ ବାଧା ଯୋଗୁ ଯେଉଁ ଯାତ୍ରୀମାନଙ୍କର ଯାତ୍ରା ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା,…
ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…
ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି, ପୂର୍ବ ସରକାରରେ ନିୟମିତ ନିଯୁକ୍ତି ଦିଆଯାଉ ନ ଥିଲା। ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା,…
ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା
ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ ଭାଜପା ନେତା ଅନୁରାଗ ଠାକୁର ତୃଣମୂଳ କଂଗ୍ରେସ ସାଂସଦ ଉପରେ ଗୁରୁତର ଆରୋପ ଲଗାଇଛନ୍ତି…
Archives


