Home Middle

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ ଗୁଲାବ ଚନ୍ଦ କଟାରିଆ ଏବଂ ପଞ୍ଜାବ ପ୍ରଦେଶ ଅଧ୍ୟକ୍ଷ କେବଳ ସିଂହ ଢିଲ୍ଲୋଙ୍କୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି ୨୩,୯୦୦ ଅଙ୍କ ତଳକୁ ଖସିଯାଇଛି। ଦକ୍ଷିଣ କୋରିଆରେ ମାନ୍ଦାବସ୍ଥା ଯୋଗୁ ଭାରତୀୟ ଷ୍ଟକ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ରହିଥିବା ବେଳେ ଚାଷୀମାନଙ୍କ ଆବଶ୍ୟକତା ପୂରଣ…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ୬ରୁ ୭ ପିଲା ଜୀବନ ବିକଳରେ ସେଠାରୁ ତଳକୁ ଡେଇଁ ପଡ଼ିଥିବା କୁହାଯାଉଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ ହୋଇଥିବା ଚୁକ୍ତିକୁ ପାଳନ କରିବାରେ ବିଫଳ ହୁଏ, ତେବେ ୱାଶିଂଟନ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚିବା ନିମନ୍ତେ ଏକ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର ୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି ହୋଇଥିବା ଆବେଦନକୁ ମଧ୍ୟ ବାଚସ୍ପତି…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି, ମୁଁ ନେଇଥିବା ପ୍ରତ୍ୟେକ ନିଷ୍ପତ୍ତି ମୁଁ ଯେଉଁ ଦେଶକୁ ବହୁତ ଭଲ ପାଏ…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ବାଛିବା ପର୍ଯ୍ୟନ୍ତ ସେ ଏହି ଭୂମିକାରେ କାର୍ଯ୍ୟ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?