ବିରୋଧୀଙ୍କୁ ଉପବାଚସ୍ପତି ପଦ ବି ଦେବନି ଏନଡିଏ, ଜଣାପଡିଲା କିଏ ହେବେ
ନୂଆଦିଲ୍ଲୀ,୨୮।୬: ୧୮ତମ ଲୋକ ସଭା ଅଧିବେଶନରେ ଓମ ବିର୍ଲାଙ୍କୁ ବାଚସ୍ପତି ଭାବେ ଚୟନ କରାଯାଇଛି। ଏବେ ସ୍ପିକର ପରେ ଡେପୁଟି ସ୍ପିକର କିଏ ହେବ ତା’ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଗତ ଲୋକ ସଭାରେ ଏହି ପଦ ଖାଲି ପଡିଥିଲା।…
ପ୍ରଥମେ ରାଗିଲେ, ପରେ ହସିଲେ
ନୂଆଦିଲ୍ଲୀ,୨୮ା୬: ପାର୍ଲାମେଣ୍ଟ ଅଧିବେଶନର ପଞ୍ଚମ ଦିନରେ ଲୋକ ସଭାରେ ନିଟ୍ ପ୍ରସଙ୍ଗ ଜୋରଦାର ହୋଇଥିଲା। ଲୋକ ସଭାରେ ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ବିରୋଧୀମାନେ ନିଟ୍ ଉପରେ ଆଲୋଚନା କରିବାକୁ ଦାବି କରିଥିଲେ। ଉକ୍ତ ପ୍ରସଙ୍ଗକୁ ନେଇ ପ୍ରବଳ ହଟ୍ଟଗୋଳ ହେବାରୁ…
‘ଆପଣ ଏଇଥିପାଇଁ ସଂସଦ ଆସିଥିଲେ,’… ସାଗରିକା ଘୋଷଙ୍କ ଉପରେ ଗର୍ଜିଲେ ଧନକର
ନୂଆଦିଲ୍ଲୀ,୨୮।୬: ଶୁକ୍ରବାର ସଂସଦ ଅଧିବେଶନର ପଞ୍ଚମ ଦିନ। ପେପର ଲିକ ବିବାଦ ଉପରେ ଆଲୋଚନା ପାଇଁ କଂଗ୍ରେସ ଏମପି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ ସରକାରଙ୍କୁ ଟାର୍ଗେଟ କରିଥିଲେ। ଏହା ପରେ ଶୁକ୍ରବାର ନିଟ ପ୍ରସଙ୍ଗରେ ଉତ୍ତେଜନା ମଧ୍ୟରେ ସଂସଦର…
ଗୃହରେ ବନ୍ଦ କରାଗଲା ରାହୁଲଙ୍କ ମାଇକ୍, ଓମ୍ ବିର୍ଲା କହିଲେ ମୋ’ ପାଖରେ…
ନୂଆଦିଲ୍ଲୀ,୨୮ା୬: ନିଟ୍ ପେପର ଲିକ୍ ପ୍ରସଙ୍ଗ ଏବେ ସରକାରଙ୍କ ତଣ୍ଟିରେ କଣ୍ଟା ସାଜିଛି। ଶୁକ୍ରବାର ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିଟ୍ ପ୍ରସଙ୍ଗ ଉଠାଇଥିଲେ। ବାଚସ୍ପତି ଓମ୍ ବିର୍ଲା ସମୟ ଦେବାକୁ ମନା କରିଦେଇଥିଲେ।…
NEETକୁ ନେଇ ପାର୍ଲାମେଣ୍ଟରେ ହଟ୍ଟଗୋଳ
ନୂଆଦିଲ୍ଲୀ,୨୮ା୬: ପାର୍ଲାମେଣ୍ଟର ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ବିରୋଧୀମାନେ ଆଜି ସଂସଦର ଉଭୟ ଗୃହରେ ନିଟ୍କୁ ନେଇ ହଟ୍ଟଗୋଳ କରିଛନ୍ତି। ଗୃହର କାର୍ଯ୍ୟକାଳ ଆରମ୍ଭ ହେବା ପରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କହିଥିଲେ ପ୍ରଥମେ ନିଟ୍ ବିଷୟରେ ଆଲୋଚନା…
ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍
ନୂଆଦିଲ୍ଲୀ,୨୮।୬: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ ନେତା ହେମନ୍ତ ସୋରେନ ଶୁକ୍ରବାର ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଝାଡଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ ଅନୁସନ୍ଧାନ…
ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା, ବିମାନ ବାତିଲ
ନୂଆଦିଲ୍ଲୀ,୨୮ା୬: ଦିଲ୍ଲୀରେ ପ୍ରବଳ ବର୍ଷା ମଧ୍ୟରେ ଶୁକ୍ରବାର ସକାଳେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଅଘଟଣ ଘଟିଛି। ବିମାନବନ୍ଦରର ଟର୍ମିନାଲ-୧ର ଛାତର ଏକ ଅଂଶ ଭୁଶୁଡ଼ି ସେଠାରେ ଥିବା ଗାଡ଼ି ଉପରେ ପଡ଼ିଯାଇଥିଲା। ଫଳରେ ୩ ଜଣଙ୍କର ମୃତ୍ୟୁ…
୧୦ ବର୍ଷରେ ୧୦ ଆଇସିସି ଟୁର୍ନାମେଣ୍ଟ ହାରିଲାଣି ଭାରତ…ପୁଣି ଆସିଛି ସୁବର୍ଣ୍ଣ ସୁଯୋଗ
ନୂଆଦିଲ୍ଲୀ,୨୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଟି୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତ ୨୯ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ବାରବାଡୋସର ବ୍ରିଜଟାଉନର କିଙ୍ଗଷ୍ଟନ୍ ଓଭାଲ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। କିନ୍ତୁ ଏହାପୂର୍ବରୁ…
କେଜ୍ରିଓ୍ବାଲଙ୍କୁ କୋର୍ଟରୁ ମିଳିଲା ଆଶ୍ୱସ୍ତି, ଏହି ୫ କଥାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ,୨୮ା୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତିନି ଦିନ ଧରି ସିବିଆଇର ନ୍ୟାୟିକ ହେପାଜତରେ ଅଛନ୍ତି। ଗତ ୨୫ ତାରିଖରେ ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ସିବିଆଇ ତାଙ୍କୁ ତିହାର ଜେଲରେ ପଚରାଉଚରା କରିଥିଲା।…
ବଡ଼ଧରଣର ସଡ଼କ ଦୁର୍ଘଟଣା: ଚାଲିଗଲା ୧୩ ଜଣଙ୍କ ଜୀବନ, ମୃତକଙ୍କ ମଧ୍ୟରେ ରହିଛି ଜଣେ ଶିଶୁ
ବେଙ୍ଗଲୁରୁ,୨୮ା୬: ଶୁକ୍ରବାର କର୍ନାଟକରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ରାଜ୍ୟର ହାଭେରୀ ଜିଲାର ପୁଣେ-ବେଙ୍ଗାଲୁରୁ ଜାତୀୟ ରାଜପଥରେ ଘଟିଥିବା ଏହି ସଡ଼କ ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ବାଗଡି ତାଲୁକର ଗୁଣ୍ଡେନାହଲ୍ଲୀ ବୁଲାଣି ନିକଟରେ ଏହି ଦୁର୍ଘଟଣା…
ଭୁଶୁଡିଲା ବିମାନବନ୍ଦର ଛାତ: ୪ ଗୁରୁତର
ନୂଆଦିଲ୍ଲୀ,୨୮।୬: ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଶୁକ୍ରବାର ସକାଳେ ବିମାନ ବନ୍ଦରର ଛାତ ଟର୍ମିନାଲ ୧ରେ ଏକ ଗାଡି ଉପରେ ପଡିଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସୂଚନା ପାଇବା…
ଟି-୨୦ ବିଶ୍ବକପ୍ ଫାଇନାଲରେ ଭାରତ, ଟାଇଟଲ୍ ପାଇଁ ଦକ୍ଷିଣ ଆଫ୍ରିକା ସହିତ ଫାଇଟ
ଜର୍ଜଟାଉନ,୨୮।୬: ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮ ରନ୍ରେ ହରାଇଲା ଭାରତ। ଚଳିତ ବିଶ୍ୱକପରେ ଭାରତର ଏହା ସର୍ବଶେଷ୍ଠ ପ୍ରଦର୍ଶନ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ ପରାସ୍ତ…
Archives


