Home Middle

IAS ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ଭୁବନେଶ୍ୱର,୧୭ା୧୨(ଅନିଲ ଦାସ): ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସଚିବ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ପଦବୀରୁ ହଟାଇ…

କଳାହାଣ୍ଡି ଜିଲାରେ ମୃଦୁ ଭୂକମ୍ପ

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟା ୭ଟା ୩ ମିନିଟ୍ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ଜିଲାର ଭବାନୀପାଟଣା,ଧର୍ମଗଡ,ଜୁନାଗଡ଼ କୋକସରା, ଜୟପାଟଣା, ଗୋଲାମୁଣ୍ଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି ।…

ଅବସର ନେବେ ରୋହିତ ଶର୍ମା! ଆଉଟ ହେଲା ପରେ ଦେଲେ ଏପରି ସଂକେତ

ନୂଆଦିଲ୍ଲୀ,୧୭।୧୨: ଟି-୨୦ ବିଶ୍ୱକପ ପରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ବର୍ତମାନ ଚାଲିଥିବା ବର୍ଡ଼ର-ଗାଭାସ୍କର ଟ୍ରଫିରେ ମଧ୍ୟ ରୋହିତଙ୍କ ବ୍ୟାଟ ଶାନ୍ତ ରହିଛି। ଏହାରି ମଧ୍ୟରେ ମଙ୍ଗଳବାର ରୋହିତ ଗାବା ଟେଷ୍ଟରେ ଏପରି କିଛି କରିଛନ୍ତି,…

ରାଜନୀତିରେ ଭାଜପା ବିରୋଧୀ, ଏହା ସତ୍ତ୍ୱେ ‘ଓ୍ବାନ ନେଶନ-ଓ୍ବାନ ଇଲେକ୍ସନ’କୁ କାହିଁକି ସମର୍ଥନ କରୁଛନ୍ତି ଏହି ୪ ଦଳ? 

ନୂଆଦିଲ୍ଲୀ,୧୭।୧୨: ବହୁ ଚର୍ଚ୍ଚିତ ‘ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ଇଲେକ୍ସନ୍‌’ ବିଲ୍‌ ଲୋକ ସଭାରେ ଉପସ୍ଥାପିତ ହୋଇଛି। କ୍ଷମତାରେ ଥିବା ଦଳମାନେ ଏହି ବିଲ୍‌କୁ ସମର୍ଥନ କରୁଥିବା ବେଳେ ଇଣ୍ଡିଆ ମେଣ୍ଟରେ ସାମିଲ ବିରୋଧୀ ଦଳ ଏହାକୁ ବିରୋଧ କରୁଛନ୍ତି। ଏସବୁ ମଧ୍ୟରେ ସମର୍ଥନ…

ବହୁମତ ଥାଇ ମଧ୍ୟ ହାରିଗଲେ ମୋଦି ସରକାର: ଲୋକସଭାରେ କଂଗ୍ରେସ ଦେଲା ଚକମା

ନୂଆଦିଲ୍ଲୀ,୧୭।୧୨: ମଙ୍ଗଳବାର ଲୋକସଭାରେ ବହୁମତ ସହିତ ପାରିତ ହୋଇଛି ”ଏକ ଦେଶ ଏକ ନିର୍ବାଚନ” ବିଲ୍। କେନ୍ଦ୍ରରେ ଭାଜପା ସରକାର ସମ୍ବିଧାନରେ ସଂଶୋଧନ ତଥା ଏକକାଳୀନ କେନ୍ଦ୍ର ଏବଂ ରାଜ୍ୟ ନିର୍ବାଚନକୁ କରିବା ପାଇଁ ଦୁଇଟି ବିଲ୍ ଆଗତ କରିଥିଲେ। ସମ୍ବିଧାନର…

ଏକ ଦେଶ-ଏକ ନିର୍ବାଚନ: ସରିଲା ଖେଳ ସବୁ ବଦଳିଯିବ!

ନୂଆଦିଲ୍ଲୀ,୧୭।୧୨: କେନ୍ଦ୍ର ସରକାର ‘ଏକ ଦେଶ-ଏକ ର୍ନିବାଚନ’ ବିଲ୍‌କୁ ଆଜି ଲୋକ ସଭାରେ ଉପସ୍ଥାପିତ କରିଛନ୍ତି। ଏହାପୂର୍ବରୁ ଡିସେମ୍ବର ୧୨ରେ କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରି ସାରିଛନ୍ତି। ଯାହା ପରେ ଆଜି ଏହି ବିଲ ସଂସଦରେ ଉପସ୍ଥାପିତ ହୋଇଛି।…

ହାଇକୋର୍ଟଙ୍କ ବଡ଼ ରାୟ: କୋହଳ ହେବ ଡ୍ରାଇଭର ନିଯୁକ୍ତି ବୟସ ସୀମା

ଭୁବନେଶ୍ୱର,୧୭।୧୨: ଓଡ଼ିଶା ପୋଲିସର ବିଭିନ୍ନ ବର୍ଗରେ ବର୍ତମାନ ନିଯୁକ୍ତି ଚାଲିଥିବା ବେଳେ କିଛି ପଦବୀରେ ବୟସସୀମାକୁ ନେଇ ହାଇକୋର୍ଟରେ ମାମଲା ଚାଲିଛି। ମଙ୍ଗଳବାର ଏକ ମାମଲାର ଶୁଣାଣି କରି କୋର୍ଟ ଡ୍ରାଇଭର ମାନଙ୍କୁ ନିଯୁକ୍ତି ଆଇନ ଚାଲିଥିବା ପ୍ରକ୍ରିୟାରେ ବୟସସୀମା କୋହଳ…

ଆମେ କାମ ଚୋର

ଅତୀତରେ ରାଜାମାନେ ଶୋଷଣକାରୀ ଥିଲେ। ସେତେବେଳେ ଲୋକେ କେବଳ ଚାଷ ଉପରେ ନିର୍ଭର କରୁଥିଲେ। ଚାଷ ବ୍ୟତୀତ ଅନ୍ୟ ଅର୍ଥନୈତିକ ପନ୍ଥା ନ ଥିଲା। ଯୋଗାଯୋଗର ମଧ୍ୟ ସୁବିଧା ନ ଥିଲା। ଗୋଟିଏ ଜାଗାରୁ ଅନ୍ୟ ଏକ ଜାଗାକୁ ଲୋକ ଯାଇପାରୁ…

ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା

ଭୁବନେଶ୍ୱର,୧୭ା୧୨: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ…

ସବୁଠୁ ପ୍ରଦୂଷିତ ସହରର ତାଲିକା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧୨: ପ୍ରଦୂଷଣ ସାରା ଦେଶର ସମସ୍ୟା ବୋଲି ସୁପ୍ରିମକୋର୍ଟ ସୋମବାର କହିବା ସହ ଅତ୍ୟଧିକ ପ୍ରଦୂଷିତ ସହରଗୁଡ଼ିକର ତାଲିକା ଦାଖଲ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ଗୁଣବତ୍ତା ଚିହ୍ନଟ ଏବଂ ସମସ୍ୟାର…

ଜର୍ଜିଆରେ ୧୨ ଭାରତୀୟ ମୃତ

ତିବ୍ଲିିସି, ୧୭।୧୨: ଜର୍ଜିଆର ଗୁଡୈରିସ୍ଥିତ ପାହାଡ଼ିଆ ଅଞ୍ଚଳରେ ଥିବା ଏକ ରିସର୍ଟରେ ୧୨ ଭାରତୀୟଙ୍କର ମୃତ୍ୟୁ ଘଟିଛି। ରିସର୍ଟର ଏକ ରୁମରୁ ସମସ୍ତଙ୍କର ମୃତଦେହ ମିଳିଛି। ବିଷାକ୍ତ କାର୍ବନ ମନୋକ୍ସାଇଡ୍‌ ଗ୍ୟାସ୍‌ ବ୍ୟାପିବାରୁ ଏହି ଅଘଟଣ ଘଟିଥିବା ନେଇ ସ୍ଥାନୀୟ ଅଧିକାରୀ…

ନେହେରୁଙ୍କୁ ନେଇ ସୀତାରାମନ-ଖାର୍ଗେ ମୁହାଁମୁହିଁ

ନୂଆଦିଲ୍ଲୀ,୧୭ା୧୨: ୧୯୫୧ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ସମ୍ବିଧାନ ସଂଶୋଧନ କରି ବାକ୍‌ ସ୍ବାଧୀନତା ଉପରେ ଅଙ୍କୁଶ ଲଗାଇଥିଲେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ରାଜ୍ୟ ସଭାରେ ସମ୍ବିଧାନ ଉପରେ ଆଲୋଚନାରେ ଭାଗ ନେଇ କହିଥିଲେ। ୧୯୪୯ରେ କବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?