Home Middle

ରାହୁଲ ଗାନ୍ଧୀଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୨୬।୬: ଉତ୍ତରପ୍ରଦେଶର ସୁଲତାନପୁରର ଏମ୍‌ପି /ଏମ୍‌ଏଲେ କୋର୍ଟ ଜୁଲାଇ ୨ ରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ ମାନହାନୀ ମାମଲାରେ ଡକାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ରାହୁଲଙ୍କ ବିରୋଧରେ ଏକ ମାମଲା ଚାଲିଛି। ପ୍ରାୟ…

ଓମ ବିର୍ଲା ବାଚସ୍ପତି ହେବା ପରେ ଜାଣନ୍ତୁ କ’ଣ କହିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୬।୬: ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା। ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ୧୮ ତମ ବାଚସ୍ପତି ଭାବେ ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ଏହି ସମୟରେ ବିରୋଧୀ ଦଳର ନେତା ରାହୁଲ…

ଲୋକ ସଭା ବାଚସ୍ପତି ଭାବରେ ରେକର୍ଡ କଲେ ଓମ ବିର୍ଲା, ସଂସଦ ଇତିହାସରେ ଦ୍ୱିତୀୟ ଥର ହୋଇଛି ଏପରି ଘଟଣା

ନୂଆଦିଲ୍ଲୀ,୨୬।୬: ଭାରତୀୟ ଜନତା ପାର୍ଟି ଭାଜପା ଏମପି ଓମ ବିର୍ଲା ବୁଧବାର ଭଏସ ଭୋଟ ଦ୍ପାରା ଲୋକ ସଭା ବାଚସ୍ପତି ଭାବରେ ନିର୍ବାଚିତ ହୋଇଛନ୍ତି। ସେ ଦ୍ୱିତୀୟ ଥର ପାଇଁ ଏହି ଦାୟିତ୍ୱ ତୁଲାଉଛନ୍ତି। ଅଧ୍ୟକ୍ଷ ପଦ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା

ନୂଆଦିଲ୍ଲୀ,୨୬।୬: ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା। ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ୧୮ ତମ ବାଚସ୍ପତି ଭାବେ ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି। କାମଚଳା…

ଓମ ବିର୍ଲା ନା ସୁରେଶ, କାହାକୁ ସମର୍ଥନ ଦେବେ ଜଗମୋହନ ରେଡ୍ଡୀ, କହିଦେଲେ…

ନୂଆଦିଲ୍ଲୀ,୨୬।୬:ଲୋକସଭା ବାଚସ୍ପତି ପଦ ବୁଧବାର ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ପ୍ରାର୍ଥୀ ତଥା ଭାଜପା ଏମପି ଓମ ବିର୍ଲାଙ୍କ ସହ କଂଗ୍ରେସର କେ ସୁରେଶଙ୍କ ସହ ଆଜି କଡ଼ା ମୁକାବିଲା ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ…

କେଜ୍‌ରିଓ୍ବାଲଙ୍କୁ ଗିରଫ କରିପାରେ ସିବିଆଇ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସିବିଆଇ ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲଙ୍କୁ ରୌଜ୍‌ ଏଭିନ୍ୟୁ କୋର୍ଟରେ ହାଜର କରିବ। ସିବିଆଇ ଆନୁଷ୍ଠାନିକ ଭାବେ କେଜ୍‌ରିୱାଲଙ୍କୁ ଗିରଫ କରିପାରେ। ସିବିଆଇ ଅଧିକାରୀମାନେ…

ବାଚସ୍ପତି ନିର୍ବାଚନ ପୂର୍ବରୁ ଏନଡିଏର ଟେନସନ୍‌ ବଢାଇଲେ ମମତା

ନୂଆଦିଲ୍ଲୀ,୨୬।୬: ବାଚସ୍ପତି ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗର ଶାସକ ଦଳ ଟିଏମସିରୁ ଇଣ୍ଡିଆ ମେଣ୍ଟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ବିରୋଧୀ ଦଳର ବାଚସ୍ପତି ପ୍ରାର୍ଥୀ କେ ସୁରେଶଙ୍କୁ ସମର୍ଥନ କରିବ ବୋଲି ଟିଏମସି ସ୍ପଷ୍ଟ କରିଛି। ପୂର୍ବରୁ ଟିଏମସି ନେତା ଅଭିଷେକ…

ଓମ ବିର୍ଲା ବନାମ କେ.ସୁରେଶ: ଲୋକ ସଭା ବାଚସ୍ପତି କିପରି ହେବେ ନିର୍ବାଚିତ , ଜାଣନ୍ତୁ ସମସ୍ତ ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦବୀ ପାଇଁ ଆଜି ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ନେତୃତ୍ୱାଧୀନ ଏନଡିଏ ପୂର୍ବତନ ବାଚସ୍ପତି ଓମ ବିର୍ଲାଙ୍କୁ ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପ୍ରାର୍ଥୀ ଚୟନ କରିଛି। ତେବେ ବିରୋଧୀ ଦଳଗୁଡ଼ିକୁ ଏନେଇ ସହମତିରେ ଆଣିବାରେ…

୬ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୬।୬: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା…

ରାଜ୍ୟରେ ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର…

୪ର୍ଥ ଥର ବାଚସ୍ପତି ନିର୍ବାଚନ

ନୂଆଦିଲ୍ଲୀ,୨୬ା୬: ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପୂର୍ବତନ ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପ୍ରାର୍ଥୀ ଚୟନ କରିଛି। ତେବେ ବିରୋଧୀ ଦଳଗୁଡ଼ିକୁ ଏନେଇ ସହମତିରେ ଆଣିବାରେ ଶାସକ ଦଳ ବିଫଳ ହୋଇଛି। ବିରୋଧୀ ମେଣ୍ଟ ପକ୍ଷରୁ ବରିଷ୍ଠ କଂଗ୍ରେସ…

ବାଚସ୍ପତି ନିର୍ବାଚନରେ ଭୋଟ୍‌ ଦେଇପାରିବେ ନାହିଁ ଏହି ୭ ଏମ୍‌ପି! ଏନ୍‌ଡିଏ ନା ଇଣ୍ଡିଆ ମେଣ୍ଟକୁ ହେବ କ୍ଷତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୬: ଅଷ୍ଟାଦଶ ଲୋକସଭାର ବାଚସ୍ପତି ପଦକୁ ନେଇ ଶାସକ ଏବଂ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଫଳରେ ଅନେକ ବର୍ଷ ପରେ ଏଥିଲାଗି ନିର୍ବାଚନ ହେବାକୁ ଯାଉଛନ୍ତି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପୂର୍ବତନ ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିରୋଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri