Home Middle

ଅଲ୍ଲୁ ଅର୍ଜୁନ ଗିରଫ, ପୁଷ୍ପା-୨ ସ୍କ୍ରିନିଂରେ ମୃତ୍ୟୁ ବରଣ କରିଥିଲେ ପ୍ରଶଂସକ

ହାଇଦ୍ରାବାଦ,୧୩।୧୨: ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ପୋଲିସ ତାଙ୍କୁ ଗିରଫ କରିଛି। ଅଲ୍ଲୁଙ୍କୁ ଚି଼କ୍କାଡାପଲ୍ଲୀ ଥାନାକୁ ନିଆଯାଇଛି। ସୂଚନାଯୋଗ୍ୟ ଡିସେମ୍ବର ୪ ରେ…

ତଳମୁହାଁ ଶେୟାର ବଜାର: ୭ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୧୩।୧୨: ଭାରତୀୟ ଶେୟାର ବଜାରରେ ଶୁକ୍ରବାର ସେନସେକ୍ସ ୧,୨୦୦ ପେଣ୍ଟରୁ ଅଧିକ ହ୍ରାସ ପାଇଛି। ଗୁରୁବାର ରେକର୍ଡ ହୋଇଥିବା ୪୫୮.୧୫ ଲକ୍ଷ କୋଟି ଟଙ୍କା ତୁଳନାରେ ଆଜି ନିବେଶକଙ୍କ ସମ୍ପତ୍ତି ୬.୯୩ ଲକ୍ଷ କୋଟି ହ୍ରାସ ପାଇ ୪୫୧.୨୨ ଲକ୍ଷ କୋଟିରେ…

ରେକର୍ଡ କଲା ଭାରତ: ୧୦୦୦ ଆରବ ଡଲାର ପାର କଲା ପ୍ରତ୍ୟେକ୍ଷ ବିଦେଶ ନିବେଶ

ନୂଆଦିଲ୍ଲୀ,୧୩ା୧୨: ଭାରତରେ ପ୍ରତ୍ୟେକ୍ଷ ବିଦେଶ ନିବେଶ(ଏଫଡିଆଇ) ୨୦୦୦ ରୁ ୨୦୨୪ ମଧ୍ୟରେ ୧୦୦୦ ଆରବ ଡଲାର ପାର କରିଛି। ଏହା ବିଶ୍ୱସ୍ତରରେ ଏକ ନିରାପଦ ଏବଂ ପ୍ରାଥମିକ ପୁଞ୍ଜି ବିନିଯୋଗ ଲକ୍ଷ୍ୟ ଭାବରେ ଦେଶର ସୁନାମକୁ ସ୍ୱୀକୃତି ପ୍ରଦାନ କରୁଛି। ଏହି…

ଦୂତି ଚାନ୍ଦଙ୍କ କାର୍‌କୁ ପିଟିଲା ଟ୍ରକ୍‌: ଗୋଡ଼ାଇ ଗୋଡ଼ାଇ ଟ୍ରକ୍‌କୁ କଲେ କାବୁ…

କଟକ,୧୩ା୧୨ (କାର୍ତ୍ତିକ ସାହୁ):୧୬ ନମ୍ବର ଜାତୀୟ ରାଜପଥର କଟକ ମଧୁପାଟଣା ନିକଟରେ ଗୁରୁବାର ରାତି ପ୍ରାୟ ୮ଟାରେ ଅଲିମ୍ପିଆନ ଦୂତି ଚାନ୍ଦଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍‌ କ୍ଷତିଗ୍ରସ୍ତ ହୋଇଛି। ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ,…

ଧର୍ମାନୁଷ୍ଠାନ ଉପରେ ରାୟ ଦିଅନାହିଁ: କେନ୍ଦ୍ରକୁ ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩ା୧୨:ଭାରତରେ ମଠ, ମନ୍ଦିର, ମସ୍‌ଜିଦ ଓ ଗିର୍ଜା ଭଳି ଉପାସନା ସ୍ଥଳଗୁଡ଼ିକର ଧର୍ମୀୟ ଚରିତ୍ରକୁ ବଜାୟ ରଖିବା ପାଇଁ ୧୯୯୧ରେ ଉପାସନା ସ୍ଥଳ (ସ୍ବତନ୍ତ୍ର ନିୟମ) ଆଇନ ପ୍ରଣୟନ କରାଯାଇଥିଲା। ୧୯୪୭ ଅଗଷ୍ଟ ୧୫ ପୂର୍ବରୁ ନିର୍ମିତ ଧର୍ମାନୁଷ୍ଠାନଗୁଡ଼ିକରେ ସ୍ଥିତାବସ୍ଥା ବଜାୟ…

ହସ୍ପିଟାଲରେ ଭୟାଭୟ ଅଗ୍ନିକାଣ୍ଡ, ୭ ମୃତ ଆଶଙ୍କା

ଚେନ୍ନାଇ, ୧୨।୧୨: ଗୁରୁବାର ଦକ୍ଷିଣ ତାମିଲନାଡୁ ଡିଣ୍ଡିଗୁଲ ଜିଲାର ଏକ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ସ୍ଥାନୀୟ ମିଡିଆ ରିପୋର୍ଟ ଅନୁଯାୟୀ ଚାରି ମହଲା ବିଶିଷ୍ଟ ଡାକ୍ତରଖାନା ଲିଫ୍ଟରେ ମଧ୍ୟ…

Video: ପୁଅ ବିଶ୍ୱ ଚାମ୍ପିୟନ୍ ହେଲା ପରେ ଭାବୁକ ହେଲେ ଗୁକେଶଙ୍କ ବାପା, ଭିଡିଓ ଭାଇରାଲ୍

ନୂଆଦିଲ୍ଲୀ,୧୨ା୧୨: ଯଦି କାହାର ପୁଅ ୧୮ ବର୍ଷ ବୟସରେ ବିଶ୍ୱ ଚାମ୍ପିଅନ୍ ହୁଏ, ତେବେ ବାପାଙ୍କ ଖୁସିର କୌଣସି ସୀମା ରହିନଥାଏ। ୟଙ୍ଗ ଗ୍ରାଣ୍ଡ ମାଷ୍ଟର ଡି ଗୁକେଶ ବାପାଙ୍କ ସହ ସମାନ ଘଟଣା ଘଟିଛି। ଗୁକେଶ ଦୁନିଆର ସର୍ବ କନିଷ୍ଠ…

ଓଡ଼ିଶା କ୍ରୀଡ଼ାରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ: ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦଘାଟିତ

ଭୁବନେଶ୍ୱର,୧୨ା୧୨: ଓଡ଼ିଶା ସରକାର କ୍ରୀଡାକୁ ଆଗ୍ରାଧିକାର ଦେଇ ରାଜ୍ୟରେ କ୍ରୀଡା ଭିତ୍ତିଭୂମିକୁ ସୁଦୃଢ କରିବାକୁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଗୁରୁବାର କଳିଙ୍ଗ ଷ୍ଟାଡିୟମ ପରିସରରେ ନିର୍ମିତ ବ୍ୟାଡମିଣ୍ଟନ୍ ହାଇପର୍ଫମାନ୍ସ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ଡି. ଗୁକେଶ ସର୍ବକନିଷ୍ଟ ବିଶ୍ୱ ଚେସ୍ ଚାମ୍ପିୟନ

ନୂଆଦିଲ୍ଲୀ,୧୨।୧୨: ଡିଫେଣ୍ଡିଂ ଚାମ୍ପିୟନ ଚାଇନାର ଡିଙ୍ଗ୍ ଲିରେନଙ୍କୁ ହରାଇ ବିଶ୍ୱ ଚେସ ଚାମ୍ପିୟନଶିପରେ ବିଜୟ ହାସଲ କରିଛନ୍ତି ଭାରତର ଡି. ଗୁକେଶ। ୧୪ ରାଉଣ୍ଡ ବିଶିଷ୍ଟ ଏହି ମୁକାବିଲାର ଶେଷ ରାଉଣ୍ଡରେ ଗୁକେଶ ଲାରେନଙ୍କୁ ହରାଇ ଇତିହାସ ରଚିଛନ୍ତି। ଉଭୟେ ୬.୫…

ନଭେମ୍ବର ମାସରେ ହ୍ରାସ ପାଇଲା ଦରଦାମ୍: ୬% ତଳକୁ ଖସିଲା ଖୁଚୁରା ମୁଦ୍ରାସ୍ଫିତି

ନୂଆଦିଲ୍ଲୀ,୧୨।୧୨: ନଭେମ୍ବର ମାସରେ ହ୍ରାସ ପାଇଲା ମୁଦ୍ରାସ୍ଫିତି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଧାର୍ଯ୍ୟ ୬% ତଳେ ଦରଦାମ୍। ଗୁରୁବାର କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ନଭେମ୍ବର ମାସରେ ଖୁଚୁରା ମୁଦ୍ରାସ୍ଫିତି ୫.୪୮% ରହିଛି। ଯାହା ଅକ୍ଟୋବର ମାସରେ…

ବିଜେଡି ଇତିହାସ ଶେଷ, ଆଗାମୀ ୫୦ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାରେ ରାଜ୍‌ କରିବ ଭାଜପା:ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ୱର, ୧୨।୧୨: ବିଜେଡି ଇତିହାସ ଶେଷ ହୋଇଯାଇଛି। ଆଗାମୀ ୫୦ ବର୍ଷ ଯାଏ ଭାଜପା ରାଜ୍ୟରେ ଶାସନ କରିବ। ଗୁରୁବାର ଏମିତି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପୁରୀ ଶ୍ରୀମନ୍ଦିରରେ ମହାପ୍ରମୁଙ୍କ ଦର୍ଶନ ପରେ ସେ ଏଭଳି…

‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଳୀ,୧୨।୧୨: ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ଗୁରୁବାର ଏହାକୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ଏହା ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ବୁଧବାର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ‘ଗୋଟିଏ ଦେଶ, ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?