ଏହି ୪ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି
ଭୁବନେଶ୍ୱର,୧ା୮: ରାଜ୍ୟରେ କିଛିଦିନ ହେବ ବର୍ଷା ଲାଗି ରହିଛି। ତେବେ କିଛି ଜିଲାକୁ ପ୍ରବଳ ବର୍ଷା ହେବା ନେଇ ଜିଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍ଆର୍ସି ସତ୍ୟବ୍ରତ ସାହୁ। ତେବେ ବଲାଙ୍ଗୀର, ମୟୂରଭଞ୍ଜ, ସମ୍ବଲପୁର ଓ ପୁରୀ ଜିଲାପାଳଙ୍କୁ ହାଇଆଲର୍ଟ ଜାରି କରାଯାଇଛି।…
ସ୍ଥଗିତ ରହିଲା ଜୁନାଗଡ଼ ଏନ୍ଏସି ଅନାସ୍ଥା ଭୋଟ୍
ଭବାନୀପାଟଣା,୧ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍ଏସିରେ ଅନାସ୍ଥା ଭୋଟ୍ ସ୍ଥଗିତ ରହିଛି। ଏନ୍ଏସି ଅଧ୍ୟକ୍ଷ ମୁକେଶ ଅଗ୍ରଓ୍ବାଲଙ୍କ ବିରୋଧରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଅନାସ୍ଥା ଭୋଟ ୍ଗ୍ରହଣ କରାଯିବାର ରହିଥିଲା। ମାତ୍ର ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଏଡିଏମ୍…
ହିମାଚଳ-ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା, ୧୩ ମୃତ୍ୟୁ
ନୂଆଦିଲ୍ଲୀ,୧।୮: ମଣିଷ ପାଇଁ ଦାଉ ସାଧୁଛି ପ୍ରାକୃତିକ ଦୁର୍ବିପାକ। କେରଳ ଓ୍ବାୟନାଡ ପରେ ଏବେ ଉତ୍ତର ଭାରତରେ ପ୍ରକୃତିର ତାଣ୍ଡବ। ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଦେଖିବାକୁ ମିଳିଛି ଜଳ ପ୍ରଳୟ। ଉଭୟ ସ୍ଥାନରେ ବାଦଲ ଫଟା ବର୍ଷା ଯୋଗୁ ଭୟାନକ ଜଳ…
ଓମ ବିର୍ଲାଙ୍କ ଆସନରେ ବସି ପଡିଲେ ଅବଦେଶ୍, ଭାଜପା ଏମପିଙ୍କୁ କହିବାକୁ ଲାଗିଲେ ଏମିତି,ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧।୮: ଲୋକ ସଭାର ବେଜଟ୍ ଅଧିବେଶନରେ ଫୈଜାବାଦ ଏମପି ଅବଦେଶ୍ ପ୍ରସାଦ ସ୍ପିକରଙ୍କ ଆସନରେ ବସି ପ୍ରଥମ ଥର ପାଇଁ ଗୃହର ଅଧ୍ୟକ୍ଷତା କରିଛନ୍ତି। ଗୃହକାର୍ଯ୍ୟ ଚାଲିଥିବାବେଳେ ଅବଦେଶ୍ଙ୍କ ଭିଡିଓ ଭାଇରାଲ ହୋଇଛି। ବର୍ତ୍ତମାନ ଆପଣ ନିଶ୍ଚିତ ଭାବରେ ଭାବୁଥିବେ ଯେ,…
ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ଉଠିଲା ପ୍ରଶ୍ନ
ଭୁବନେଶ୍ୱର,୧।୮(ଅନିଲ ଦାସ): ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବୁଧବାର ଶୂନ୍ୟକାଳରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଜଣେ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲାର ତଦନ୍ତ ଚାଲିଥିବା ବେଳେ…
ରାହୁଲଙ୍କ ଜାତିକୁ ନେଇ ବଡ଼ ଖୁଲାସା, କଂଗ୍ରେସ ନେତାଙ୍କର ଗୋତ୍ରର ଖୁଲାସା କଲେ ଏହି ବଡ଼ ପଣ୍ଡିତ
ନୂଆଦିଲ୍ଲୀ,୧।୮: କିଛିଦିନ ଧରି ଜାତି ପ୍ରସଙ୍ଗ ନେଇ ଚର୍ଚ୍ଚାରେ ଅଛନ୍ତି କଂଗ୍ରେସ ଏମପି ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ। ଜାତି ଟିପ୍ପଣୀକୁ ନେଇ ସଂସଦରେ ଝଡ ସୃଷ୍ଟି ହୋଇଛି। ନିକଟରେ ଗୃହରେ ଭାଜପା ଏମପି ଅନୁରାଗ ଠାକୁର ରାହୁଲ ଗାନ୍ଧୀଙ୍କ…
ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା: ସହାୟତାର ହାତ ବଢାଇଲେ ମୋଦି
ଶିମ୍ଲା,୧।୮: ଆସାମ ଏବଂ କେରଳ ପରେ ବର୍ତ୍ତମାନ ହିମାଚଳ ପ୍ରଦେଶରେ ବର୍ଷା ହୋଇଛି। ଏଠାରେ କୁଲୁର ନିରମାଣ୍ଡ ବ୍ଲକ, କୁଲୁର ମଲାନା ଏବଂ ମଣ୍ଡି ଜିଲାରେ ବାଦଲ ଫଟା ବର୍ଷା ହୋଇଛି। ବାଦଲ ଫଟା ବର୍ଷା ଯୋଗୁ ଅନେକ ଘର, ବିଦ୍ୟାଳୟ…
ପ୍ରବଳ ବର୍ଷାରେ ବେହାଲ ଦିଲ୍ଲୀ, ୫ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧।୮:ବୁଡିଲା ରାଜଧାନୀ। ବାଦଲାଫଟା ବର୍ଷା ଯୋଗୁ ବେହାଲ ଦିଲ୍ଲୀ। ରାସ୍ତାରେ ଚାଲିଲା ପାଣି। ରାଜଧାନୀର ବିଭିନ୍ନ ଅଞ୍ଚଳରେ ବର୍ଷା ପାଣି ଜମି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସେହିପରି ପ୍ରବଳ ବର୍ଷା ଯୋଗୁଁ ରାଜରାସ୍ତାରେ ପାଣିରେ ବୁଡି ଟ୍ରାଫିକ ସମସ୍ୟା ଦେଖା…
୧୬.୨୭ ଲକ୍ଷ ଜାଲ୍ କାର୍ଡରେ ରାଶନ ଲୁଟ୍
ଭୁବନେଶ୍ୱର,୧।୮(ଅନିଲ ଦାସ): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ନେଉଥିବା ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ ରାଜ୍ୟ ସରକାର ଇ-କଓ୍ବୋଇସି ଲାଗୁ କରିବେ। ଏହାକୁ ହିତାଧିକାରୀଙ୍କ ପୋର୍ଟାଲରେ ଅପ୍ଲୋଡ କରାଯିବ। ଏହାଦ୍ବାରା କେଉଁ ଅଯୋଗ୍ୟ…
ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ
ନୂଆଦିଲ୍ଲୀ,୧।୮: କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ। ୭୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଅନେକ ଦିନ ଧରି ସେ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ । ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ…
ଓଡ଼ିଶାରେ ଆରମ୍ଭ ହେଲା କି ଖେଳ! ରାଜ୍ୟ ସଭାରେ ନମ୍ବର ଗେମ୍ ସ୍ଥିର କରିବ ଭାଜପା
ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୭: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ କରିନାହିଁ,…
ଏହିଦିନ ପ୍ରକାଶ ପାଇବ ପିଜି ମେରିଟ୍ ଲିଷ୍ଟ୍
ଭୁବନେଶ୍ୱର,୩୧ା୭: ପିଜି ନାମଲେଖା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରକାଶ ପାଇଛି। ଅଗଷ୍ଟ ୫ ଅପରାହ୍ନ ୪ଟାରେ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୫ରୁ ୧୨ ତାରିଖ ମଧ୍ୟରେ ଚଏସ୍ ଫିଲିଂ ହେବ। ୨୦ ତାରିଖ ଅପରାହ୍ନ…
Archives


